ମାସ୍କ ପିନ୍ଧି ହ୍ବାଇଟ୍‌ ହାଉସରେ ଏଣ୍ଟ୍ରି କଲେ ବାଇଡେନ ଦମ୍ପତି

ଓ୍ବାଶିଂଟନ,୨୧।୧: ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଜୋ ବାଇଡେନ ଗୁରୁବାର ତାଙ୍କ ସ୍ତ୍ରୀ ଜିଲ ବାଇଡେନଙ୍କ ସହ ରାଷ୍ଟ୍ରପତି ଭବନ ଅର୍ଥାତ୍‌ ହ୍ବାଇଟ୍‌ହାଉସରେ ଏଣ୍ଟ୍ରି କରିଛନ୍ତି। ଏହି ସମୟରେ ବ୍ୟାଣ୍ଡ ବଜାଇ ବାଇଡେନ ଦମ୍ପତିଙ୍କୁ ସ୍ବାଗତ କରିଥିଲେ ଅଧିକାରୀମାନେ। ମାସ୍କ ପିନ୍ଧି ହ୍ବାଇଟ୍‌ ହାଉସରେ ପ୍ରବେଶ କରିଥିଲେ ଏହି ଦମ୍ପତି। ବାଇଡେନ ଏକ କଳା ରଙ୍ଗର ଓଭରକୋଟ୍‌ ପିନ୍ଧିଥିବା ନଜର ଆସିଥିବା ବେଳେ ଜିଲ୍‌ ଏକ ବ୍ଲୁ ରଙ୍ଗର ଡ୍ରେସ ପିନ୍ଧିଥିଲେ। ମ୍ୟାଚିଂ କରି ଦୁଇଜଣ ମ୍ୟାପ୍‌ ପିନ୍ଧିଥିଲେ।

ରାଷ୍ଟ୍ରପତିଙ୍କ ଟୁଇଟର ଆକାଉଣ୍ଟରେ କୁହାଯାଇଛି ଯେ, ଜୋ ବାଇଡେନ ମାସ୍କ ପିନ୍ଧିବା ଜରୁରୀ ବୋଲି ଏକ ଏକ୍‌ଜିକ୍ୟୁଟିଭ୍‌ ଅର୍ଡରରେ ଦସ୍ତଖତ କରିଛନ୍ତି। ସେ ମାସ୍କ ପିନ୍ଧି ଦେଶଭକ୍ତି ଜଣାଇଛନ୍ତି। ଫଳରେ ଆମେରିକାବାସୀ ସମସ୍ତେ ମାସ୍କ ପିନ୍ଧିବାକୁ ବାଇଡେନ ଅନୁରୋଧ କରିଛନ୍ତି। ହ୍ବାଇଟ୍‌ହାଉସରେ ପହଞ୍ଚିବା ପରେ ରେଡ୍‌ କାର୍ପେଟ ଉପରେ ଠିଆ ହୋଇ ବାଇଡେନ ଦମ୍ପତି ଦେଶବାସୀଙ୍କୁ ଅଭିବାଦନ ଜଣାଇଛନ୍ତି। ବାଇଡେନ ତାଙ୍କ ଟୁଇଟର ଆକାଉଣ୍ଟରେ ଏକ ଫଟୋ ଶେୟାର କରି କ୍ୟାପଶନ ଲେଖିଛନ୍ତି, ଏହା ଆଗକୁ ବଢ଼ିବାର ସମୟ। ଟୁଇଟ୍‌ ହେବାର ମାତ୍ର କିଛି ସମୟ ମଧ୍ୟରେ ଏହାକୁ ୩.୫ ଲକ୍ଷରୁ ଅଧିକ ଲୋକ ଦେଖି ସାରିଥିବା ବେଳେ ୭୩.୪ ହଜାର ଲୋକ ରିଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ ପ୍ରସାଦ ରାୟଗଡ଼ାର ନୂଆ ଏସ୍ପି; ଦାୟିତ୍ବ ଗ୍ରହଣ କରୁକରୁ କହିଦେଲେ ଏହି କଥା, ଛାନିଆ…

ଗୁଣପୁର,୨୭।୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାର ନୂତନ ଏସପି ଭାବେ ରାଜ୍ ପ୍ରସାଦ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବତନ ଏସପି ସ୍ୱାତି ଏସ କୁମାରଙ୍କ ଠାରୁ…

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍‌କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?

ନୂଆଦିଲ୍‌ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…

ଓଡ଼ିଶାବାସୀଙ୍କ ପାଇଁ ଗୌରବର ମୁହୂର୍ତ୍ତ, ଏସୀୟ ଇନ୍‌ଡୋର ଆଥଲେଟିକ୍ସ ନେଇ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ବର,୨୭ା୫: ଓଡ଼ିଶାରେ ହେବ ୨୦୨୭ ଏସୀୟ ଇନ୍‌ଡୋର ଆଥଲେଟିକ୍ସ ଚାମ୍ପିଅନସିପ୍ । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହଂକଂଠାରେ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri