ଜୋ ବାଇଡେନଙ୍କ ସହାୟତା ପ୍ୟାକେଜ ଘୋଷଣା: ପ୍ରତି ଆମେରିକୀୟଙ୍କୁ ମିଳିବ ୩୦ ହଜାର ଟଙ୍କା

ୱାଶିଂଟନ,୧୫ ।୧: ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ ଆସନ୍ତା ୨୦ ତାରିଖରେ ଶପଥ ଗ୍ରହଣ କରିବେ । ହେଲେ ଏହା ପୂର୍ବରୁ ସେ ତାଙ୍କର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ନିର୍ବାଚନ ପ୍ରତିଶ୍ରୁତି ପାଳନ କରିଛନ୍ତି । କରୋନା ଯୋଗୁ ଗୁରୁତର ଭାବେ କ୍ଷତିଗ୍ରସ୍ତ ହୋଇଥିବା ଆମେରିକା ଅର୍ଥ ବ୍ୟବସ୍ଥାକୁ ସୁଧାରିବା ପାଇଁ ସେ ୧.୯ ଟ୍ରିଲିୟନ ଡଲାର ବା ୧୩୮ ଲକ୍ଷ କୋଟି ଟଙ୍କାର ସହାୟତା ପ୍ୟାକେଜ ଘୋଷଣା କରିଛନ୍ତି । ଏହାକୁ ଆମେରିକାର ଉଭୟ ସଂସଦରେ ପାସ୍ କରାଯିବ । ଏହା ଲାଗୁ ହେବା ପରେ ପ୍ରତି ଆମେରିକୀୟଙ୍କ ଖାତାକୁ ୧,୪୦୦ଡଲାର ବା ୩୦.୦୦୦ଟଙ୍କା ଆସିବ ବୋଲି କୁହାଯାଉଛି । ଏହାସହ ବାଇଡେନଙ୍କ ପ୍ୟାକେଜରେ କ୍ଷୁଦ୍ର ବ୍ୟବସାୟୀଙ୍କୁ ବି ଆଶ୍ୱସ୍ତି ମିଳିବ । ଏହି ପ୍ୟାକେଜକୁ ଆମେରିକାନ ରେସ୍କ୍ୟୁ ପ୍ୟାକେଜ ନାମ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri