ବାଇଡେନ୍‌ଙ୍କ ନୂଆ କ୍ୟାବିନେଟ ଘୋଷଣା

ୱାଶିଂଟନ,୨୪ ।୧୧: ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ ତାଙ୍କର ନୂଆ କ୍ୟାବିନେଟ ଘୋଷଣା କରିଛନ୍ତି । ଆସନ୍ତା ଜାନୁୟାରୀ ୨୦ରେ ବାଇଡେନ୍ କାର୍ଯ୍ୟଭାର ଗ୍ରହଣ କରିବାକୁ ଥିଲେ ସୁଦ୍ଧା ଏବେଠାରୁ ସେ କ୍ୟାବିନେଟର ରୂପରେଖ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । ବାଇଡେନ୍ ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କ ସମୟର ରାଜନେତା ଏଣ୍ଟନି ବ୍ଲିଙ୍କନଙ୍କୁ ବୈଦେଶିକ ମନ୍ତ୍ରୀ ଭାବେ ନିଯୁକ୍ତ କରିବେ ବୋଲି ଜଣାପଡିଛି । ବାଇଡେନ୍ ପ୍ରଶାସନରେ ଜ୍ୟାକ ସୁଲିୱନଙ୍କୁ ସ୍ଥାନ ମିଳିଛି । ସୁଲିୱନଙ୍କୁ ସେ ତାଙ୍କର ରାଷ୍ଟ୍ରୀୟ ପରାମର୍ଶଦାତା ଭାବେ ନିଯୁକ୍ତ କରିଛନ୍ତି । ଏହାସହ ଅଲେଜାନ୍ଦ୍ରୋ ମେୟରକାସଙ୍କୁ ଆନ୍ତରିକ ସୁରକ୍ଷା ପ୍ରଦାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଲୁହାନସ୍କରେ ରୁଷିଆର ବିସ୍ଫୋରଣ: ୪ ମୃତ, ୬ ଗୁରୁତର

କ୍ୱିଭ୍‌,୨୪ା୩: ରୁଷିଆ-ୟୁକ୍ରେନ ଯୁଦ୍ଧ ୨୯ ଦିନରେ ପହଞ୍ଚିଛି। ମାତ୍ର କୌଣସି ପରିସ୍ଥିତିରେ ଯୁଦ୍ଧ ବନ୍ଦ ହେବା ପରି ମନେ ହେଉନାହିଁ। ରୁଷିଆ ଏହାର ଆକ୍ରମଣକୁ ତୀବ୍ର...

୧୭ ହଜାର ରୁଷୀୟ ସୈନ୍ୟଙ୍କ ମୃତ୍ୟୁ…

କ୍ୱିଭ୍‌, ୩୦।୩ : ରୁଷିଆ ଏବଂ ୟୁକ୍ରେନ ଯୁଦ୍ଧ ନେଇ ସଙ୍କଟ ସୃଷ୍ଟି ହୋଇଛି। ଯୁଦ୍ଧରେ ୟୁକ୍ରେନର ବହୁ ସହର ଧ୍ୱଂସ ହୋଇଯାଇଛି। ତେବେ ଏବେ...

ବାପା ହେବେ ପୁଟିନ୍‌, ଗର୍ଲଫ୍ରେଣ୍ଡ୍‌ ଆଲିନା ପୁଣି ଗର୍ଭବତୀ…

ମସ୍କୋ, ୯।୫ : ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୭୦ ବର୍ଷ ବୟସରେ ବାପା ହେବାକୁ ଯାଉଛନ୍ତି ବୋଲି ଚର୍ଚ୍ଚା ହେଉଛି। ତାଙ୍କର ୩୮ ବର୍ଷୀୟା...

ଉଲଗ୍ନ ହୋଇ ରାଜପଥରେ ଦୌଡ଼ିଲେ ଯୁବକ, ଲୋକେ କହିଲେ ଏମିତି

ଆମେରିକାର ଓହିଓର ରାଜପଥରେ, ଯେତେବେଳେ ଜଣେ ଯୁବକ ହାତରେ ସେଲଫି ଷ୍ଟିକ ଧରି ସମ୍ପୂର୍ଣ୍ଣ ଉଲଗ୍ନ ହୋଇ ରାଜପଥରେ ଦୌଡିବାକୁ ଲାଗିଲେ। ତାଙ୍କୁ ଦେଖି ଲୋକମାନେ...

କୁଳଭୂଷଣ ଅଧ୍ୟାଦେଶ’ ଆଣିବେ ପାକ୍‌ ସରକାର

ଇସ୍‌ଲାମାବାଦ,୨୮।୭: ବିରୋଧୀ ଦଳ ଦ୍ୱାରା ସମାଲୋଚିତ ହୋଇଥିବା ଇମ୍ରାନ ଖାନ୍‌ ସରକାର ପାକିସ୍ତାନ ଜାତୀୟ ଆସେମ୍ବ୍ଲିରେ ଅନ୍ତର୍ଜାତୀୟ ନ୍ୟାୟିକ ଅଦାଲତ (ଆଇସିଜେ) ସମୀକ୍ଷା ଓ ପୁନର୍ବିଚାର...

କରୋନା ଟୀକା ପ୍ରଥମେ ଏହି ଦେଶର ଲୋକଙ୍କୁ ଦିଆଯିବ…

ମସ୍କୋ, ୩୦।୭: କରୋନା ମହାମାରୀ ସଂକ୍ରମଣ ନେଇ ପୃଥିବୀରେ ଗତ ୬ ମାସ ଧରି ଆତଙ୍କ ଦେଖାଦେଇଥିବାବେଳେ ଆଶାର କିରଣ ଦେଖାଦେଇଛି। ବିଭିନ୍ନ ଦେଶର ବହୁ...

ଇମ୍ରାନ୍‌ଙ୍କ ପ୍ରତିଶ୍ରୁତି ପାଣିର ଗାର: କରତାର୍‌ପୁର ପାଇଁ ପାସପୋର୍ଟ ଅନିବାର୍ଯ୍ୟ କଲା ପାକିସ୍ତାନ ସୈନ୍ୟ ବାହିନୀ

ଇସଲାମାବାଦ୍‌,୭।୧୧: କରତାର୍‌ପୁର ଯିବାକୁ ଚାହୁଁଥିବା ଭାରତୀୟ ଶ୍ରଦ୍ଧାଳୁଙ୍କ ପାଇଁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ପାସପୋର୍ଟ ଜରୁରୀ ନୁହେଁ ବୋଲି ପ୍ରତିଶ୍ରୁତି ଦେଇଥିଲେ। ପାସପୋର୍ଟ ବ୍ୟତିତ...

ପାଇଲଟ-କ୍ର୍ୟୁ ମେମ୍ବରଙ୍କୁ ଡାଏପର ପିନ୍ଧିବାକୁ ପରାମର୍ଶ ଦେଲେ ସରକାର

ବେଜିଂ,୧୦।୧୨: ନିଜ ଦେଶର ପାଇଲଟ ଓ କ୍ର୍ୟୁ ମେମ୍ବରଙ୍କୁ ଡାଏପର ପିନ୍ଧିବାକୁ ପରାମର୍ଶ ଦେଲା ଚାଇନା। କରୋନା ଭାଇରସ୍‌ ସଂକ୍ରମଣର ଭୟକୁ ଦୃଷ୍ଟିରେ ରଖି ଏଭଳି...

Advertisement
Archives

Model This Week