ଚାଲିଥିଲା ସଭା, ମଝିରେ କାନ୍ଦିଲେ ଆମେରିକା ରାଷ୍ଟ୍ରପତି

ଚିକାଗୋ, ୨୦।୦୮: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍‌ ତାଙ୍କର ବିଦାୟୀକାଳିନ ସଭାରେ ଭାବବିହ଼୍ବଳ ହୋଇଛନ୍ତି । ଚିକାଗୋର ଡେମୋକ୍ରାଟିକ୍‌ ନାଶନ୍ୟାଲ୍‌ କନ୍‌ଭେନ୍‌ସନ୍‌ ସେଣ୍ଟରରେ ସୋମବାର ଆୟୋଜିତ ସଭାରେ ସେ ଦେଶବାସୀଙ୍କୁ ସମ଼୍େବାଧନ କରିଥିଲେ । ଉପ-ରାଷ୍ଟ୍ରପତି କମଳା ହାରିସ୍‌ ଏହି ସଭାରେ ଅଚାନକ ପହଞ୍ଚିବା ସହ ବାଇଡେନ୍‌ଙ୍କୁ ଦେଶର ଜଣେ ଦକ୍ଷ ରଷ୍ଟ୍ରପତି ବୋଲି କହିଥିଲେ । ଏହାପରେ ବାଇଡେନ୍‌ଙ୍କ ଆଖିରୁ ଲୁହ ଚାଲିଆସିଥିଲା ।

୮୧ ବର୍ଷୀୟ ବାଇଡେନ୍‌ ହ଼୍ବାଇଟ୍‌ ହାଉସ୍‌ ଦୌଡ଼ରୁ ଅବସର ନେବେ ବୋଲି କିଛିଦିନ ତଳେ ଘୋଷଣା କରିଥିଲେ । ସେ ଉପସ୍ଥିତ ଜନତାଙ୍କୁ ଆଇ ଲଭ୍‌ ୟୁ କହି ସମ଼୍େବାଧନ କରିଥିଲେ । ଏହାର ପ୍ରତିଉତ୍ତରରେ ଜନତା ଉଇ ଲଭ୍‌ ଯୁ ଜୋ ବୋଲି କହିଥିଲେ । ବୟସଗତ କାରଣରୁ ତାଙ୍କୁ ତାଙ୍କ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ କରାଯାଇନଥିଲା । ଯାହାକି ଆମେରିକାର ରାଜନୈତିକ ଇତିହାସରେ ଏକ ବଡ଼ ଧକ୍କା ବୋଲି ବିବେଚନା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

କଟିପାରେ ଏଲପିଜି କନେକ୍ସନ୍, କାଲିଠୁ ବଦଳିବ ବୁକିଂ ନିୟମ…

ନୂଆଦିଲ୍ଲୀ,୩୦।୬: ସିଲିଣ୍ଡର ମୂଲ୍ୟ, ଯୋଗାଣ ଏବଂ ରିଫିଲିଂ ସହିତ ଜଡିତ ନିୟମରେ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ତେଲ କମ୍ପାନୀଗୁଡ଼ିକ ଜୁଲାଇ ୧ରେ ସିଲିଣ୍ଡର ମୂଲ୍ୟରେ ରିହାତି…

ବିଶ୍ୱକପରୁ ବାଦ ପଡ଼ିଲା ଜର୍ମାନୀ

ବୋଷ୍ଟନ,୩୦।୬: ଫିଫା ବିଶ୍ୱକପ୍‌ ୨୦୨୬ରେ ଏକ ବଡ଼ ବିପର୍ଯ୍ୟୟ ଘଟିଛି। ୪ ଥରର ଚାମ୍ପିୟନ ଜର୍ମାନୀ ବିଶ୍ୱକପର ରାଉଣ୍ଡ ଅଫ୍‌ ’32’ରୁ ପାରାଗୁଏ ବିପକ୍ଷରେ ପରାଜୟ ବରଣ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମାତୃ-ଶିଶୁ ବିଭାଗର ଲିଫ୍ଟ ଅଚଳ, ଆସୁନି ପାଣି

ପଦ୍ମପୁର,୨୯ା୬(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡର ଏକମାତ୍ର ଭରସାଯୋଗ୍ୟ ସରକାରୀ ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଦୁର୍ଘଟଣାଗ୍ରସ୍ତ କିମ୍ବା ଗୁରୁତର ରୋଗୀଙ୍କୁ…

ବାଣପୁରରେ ଭିଡ଼ ହିଂସା: ଯୁବକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ, ୨ ଗିରଫ, ପୋଲିସର ଭୂମିକାକୁ ନେଇ ଉଠିଲା ପ୍ରଶ୍ନ

ଖୋର୍ଦ୍ଧା, ୩୦।୬ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାର ବାଲିଅନ୍ତା ଓ ରାୟଗଡ଼ାର ଇନ୍ଦିରାଗୁଡ଼ା ପରେ ଏବେ ବାଣପୁରରେ ଭିଡ଼ ହିଂସାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri