ମସ୍କଙ୍କ ନିଷ୍ପତ୍ତିକୁ ସମାଲୋଚନା କଲେ ଆମେରିକା ରାଷ୍ଟ୍ରପତି

ନୂଆଦିଲ୍ଲୀ,୫।୧୧: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍‌ ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ ମସ୍କଙ୍କ ନିଷ୍ପତ୍ତିକୁ ସମାଲୋଚନା କରିଛନ୍ତି। ଟୁଇଟର କିଣିବା ନେଇ ସେ କହିଛନ୍ତି ଯେ, ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ଏମିତି ଏକ ପ୍ଲାଟଫର୍ମ କିଣିଛନ୍ତି ଯାହା ଦୁନିଆକୁ ମିଥ୍ୟା ପଠାଇବା ସହ ତାକୁ ବିସ୍ତାର କରୁଛି। ଏହାଛଡ଼ା ସୋସିଆଲ ମିଡିଆରେ ମିଥ୍ୟା ବିସ୍ତାରକୁ ନେଇ ସେ ଗଭୀର ଚିନ୍ତା ପ୍ରକଟ କରିଛନ୍ତି।

ବାଇଡେନ୍‌ କହିଛନ୍ତି, ସୋସିଆଲ ମିଡିଆରେ ଭୁଲ ତଥ୍ୟର ପ୍ରବାହକୁ ହ୍ରାସ କରାଯିବା ଉଚିତ। ଉପଭୋକ୍ତାମାନେ ଫେସବୁକ୍‌, ଟୁଇଟର ଏବଂ ଅନ୍ୟାନ୍ୟ ସୋସିଆଲ ମିଡିଆ ପ୍ଲାଟଫର୍ମରୁ ଭୁଲ ତଥ୍ୟ ବିସ୍ତାର କରିପାରିବେ। ଏଣୁ ଏହା ବନ୍ଦ ହେବା ଉଚିତ ବୋଲି ସେ ଗୁରୁତ୍ୱାରୋପ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ମଧ୍ୟରେ ପୁଣିଥରେ ଆରମ୍ଭ ହେବାକୁ ଯାଉଛି ଯୁଦ୍ଧ? ଟ୍ରମ୍ପ ନେଲେ ବଡ଼ ପଦକ୍ଷେପ

ଓ୍ବାଶିଂଟନ,୨୩।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ଏକ ଅତ୍ୟନ୍ତ ବିପଜ୍ଜନକ ସ୍ଥିତିରେ ପହଞ୍ଚିବା ପରି ମନେ ହେଉଛି। ଏହା ସାଧାରଣତଃ ବିଶ୍ୱାସ କରାଯାଏ…

ପାକିସ୍ତାନରେ ୬ଟଙ୍କା କମିଲା ପେଟ୍ରୋଲ, ହେଲେ ଭାରତରେ ବଢିଗଲା ଦର

ଇସଲାମବାଦ,୨୩।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତି ଏବଂ ଅଶୋଧିତ ତୈଳ (Crude Oil) ଉପରେ ଥିବା ଚାପ ମଧ୍ୟରେ ପଡ଼ୋଶୀ ଦେଶ ପାକିସ୍ତାନରୁ…

ଏଲୋନ ମସ୍କଙ୍କ ଉପରେ ଗୁପ୍ତଚର କରୁଥିଲା କି ଚାଇନା? ୱେଟର ଭାବରେ ପହଞ୍ଚିଲେ ‘ଡ୍ରାଗନ’ର ସୁନ୍ଦରୀ ଏଜେଣ୍ଟ

ବେଜିଂ,୨୩।୫: ଚାଇନା ଦୀର୍ଘ ଦିନ ଧରି ଅନ୍ୟ ଦେଶରେ ଗୁପ୍ତଚର କାର୍ଯ୍ୟ କରୁଥିବା ଅଭିଯୋଗର ସମ୍ମୁଖୀନ ହୋଇଆସୁଛି। ଏବେ ଏହି ତାଲିକାରେ ଏକ ନୂତନ ଅଭିଯୋଗ ଯୋଡି…

ସିଙ୍ଗଲ୍‌ ନା ରିଲେସନଶିପ୍‌ରେ ଅଛନ୍ତି ମେଲୋନି? ଜାଣନ୍ତୁ ତାଙ୍କର ରିଲେସନ ଷ୍ଟାଟସ୍‌…

ନୂଆଦିଲ୍‌ଲୀ,୨୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ପ୍ରତି ଇଟାଲୀ ଗସ୍ତ କରିଥିଲେ, ଯେଉଁଠାରେ ସେ ତାଙ୍କର ଇଟାଲୀୟ ପ୍ରତିପକ୍ଷ, ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ସହ ସାକ୍ଷାତ କରିଥିଲେ। ଏହି…

ଡୋନାଲ୍ଡ ଟ୍ରମ୍ପଙ୍କ ଝିଅକୁ ହତ୍ୟା କରିବାକୁ ଉଦ୍ୟମ! ହେଲା ବଡ଼ ପର୍ଦ୍ଦାଫାଶ, ଷଡ଼ଯନ୍ତ୍ର ରଚିଥିଲା…

ଓ୍‌ବାଶିଂଟନ୍‌,୨୩।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଖବର ଆସିଛି। ପ୍ରକୃତରେ, ତାଙ୍କ ଝିଅ ଇଭାଙ୍କା ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚେଷ୍ଟା…

ଟ୍ରମ୍ପ ପ୍ରଶାସନର ବଡ଼ ନିଷ୍ପତ୍ତି! ଗ୍ରୀନ କାର୍ଡ ନିୟମରେ ହେଲା ବଡ଼ ପରିବର୍ତ୍ତନ, ନୂଆ ସର୍ତ୍ତ ଶୁଣି ସଭିଏଁ ଆଶ୍ଚର୍ଯ୍ୟ

ଓ୍‌ବାଶିଂଟନ୍‌,୨୩।୫: ଆମେରିକାରେ ସ୍ଥାୟୀ ନାଗରିକତା କିମ୍ବା ଗ୍ରୀନ କାର୍ଡ ପାଇଁ ଅପେକ୍ଷା କରିଥିବା ହଜାର ହଜାର ଭାରତୀୟଙ୍କ ପାଇଁ ଏକ ବଡ଼ ଖବର ଆସିଛି। ଡୋନାଲ୍ଡ ଟ୍ରମ୍ପ…

‘ମୁହୂର୍ତ୍ତରେ ଶେଷ ହୋଇଯିବ ଆମେରିକା-ଇରାନ ଯୁଦ୍ଧ ’: ଯୁଦ୍ଧର ମୁକାବିଲା ପାଇଁ ଜେଫ୍ରିସ ପ୍ରକାଶ କଲେ ମେଗା ଯୋଜନା!

ତେହରାନ,୨୨।୫: ମଧ୍ୟପ୍ରାଚ୍ୟରେ ଆମେରିକା-ଇରାନ ବିବାଦ, ହର୍ମୁଜ ପ୍ରଣାଳୀ ଚାରିପାଖରେ ଥିବା ଅସ୍ଥିରତା ସହିତ, ସମଗ୍ର ବିଶ୍ୱକୁ ପ୍ରଭାବିତ କରିଛି। ଅଶୋଧିତ ତୈଳ ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି…

ଏବେ ପାକିସ୍ତାନ ରାଜନୀତିରେ ‘ଅସରପା’ଙ୍କ ଏଣ୍ଟ୍ରି! ଆରମ୍ଭ ହେଲା ‘କକ୍ରୋଚ ଆୱାମୀ ପାର୍ଟି’

ଇସଲାମବାଦ,୨୨।୫: ଭାରତର ସୋସିଆଲ ମିଡିଆରେ ବେଶ ଭାଇରାଲ ହୋଇଥିବା “କକ୍ରୋଚ ଜନତା ପାର୍ଟି” (CJP) ବର୍ତ୍ତମାନ ପଡ଼ୋଶୀ ଦେଶ ପାକିସ୍ତାନରେ ପହଞ୍ଚିଛି। ଭାରତରେ ଆରମ୍ଭ ହୋଇଥିବା ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri