ତାମିଲନାଡୁର ପବିତ୍ର ରଙ୍ଗୋଲିରେ ହେବ ବାଇଡେନ୍‌-ହାରିସଙ୍କ ଶପଥ ଗ୍ରହଣ ସମାରୋହର ଶୁଭାରମ୍ଭ

ୱାଶିଂଟନ,୧୭ ।୧: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ ଓ ଉପରାଷ୍ଟ୍ରପତି କମଲା ହାରିସଙ୍କ ଶପଥ ଗ୍ରହଣ ସହ ଜଡିତ ଅନଲାଇନ ସମାରୋହର ଆରମ୍ଭ ପରମ୍ପରାଗତ ଭାରତୀୟ ରଙ୍ଗୋଲି ସହ କରାଯିବ । ତାମିଲନାଡୁରେ କୋଲମ ନାମରେ ଜଣାଶୁଣା ଏହି ରଙ୍ଗୋଲି । ଘରର ଦ୍ୱାର ମୁହଁରେ ପକାଇଲେ ଶୁଭ ହୋଇଥାଏ ବୋଲି ବିଶ୍ୱାସ ରହିଛି । ସୂଚନାଯୋଗ୍ୟ, କମଲା ହାରିସଙ୍କ ମା’ ତାମିଲନାଡୁର ମୂଳ ବାସିନ୍ଦା । ତେବେ ରଙ୍ଗୋଲିର ପାଖାପାଖି ହଜାର ଡିଜାଇନ ପ୍ରସ୍ତୁତ କରିବାକୁ ଆମେରିକା ଓ ଭାରତର ୧,୮୦୦ରୁ ଅଧିକ ଲୋକଙ୍କୁ ଏହି ଅନଲାଇନ କାର୍ଯ୍ୟକ୍ରମରେ ସାମିଲ କରାଯାଇଛି । ଏଥିରେ ଭାଗ ନେଇଥିବା ମଲଟିମିଡିଆ କଳାକାର ଶାନ୍ତି ଚନ୍ଦ୍ରଶେଖର କହିଛନ୍ତି, ଲୋକଙ୍କର ବିଶ୍ୱାସ ରହିଛି ଯେ କୋଲମ ସକାରାତ୍ମକ ପ୍ରଭାବ ପକାଇଥାଏ । ତେଣୁ ସମସ୍ତେ ନିଜ ନିଜ ଘରେ ରହି ଏଥିରେ ଭାଗ ନେବେ ବୋଲି ସେ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri