ଜେଫ ଜେଣ୍ଟସ୍ ହ୍ୱାଇଟ ହାଉସର ‘ଚିଫ୍ ଅଫ ଷ୍ଟାଫ’ ନିଯୁକ୍ତ

ୱାଶିଂଟନ,୨୮ ।୧: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଶୁକ୍ରବାର ଜେଫ ଜେଣ୍ଟସଙ୍କୁ ହ୍ୱାଇଟ ହାଉସର ନୂଆ ‘ଚିଫ ଅଫ୍ ଷ୍ଟାଫ୍‌’ ନିଯୁକ୍ତ କରିଛନ୍ତି । ସେ ଦୀର୍ଘଦିନ ଧରି ବାଇଡେନଙ୍କ ସହଯୋଗୀଙ୍କ ସହ କାମ କରିଥିଲେ । ଓବାମାଙ୍କ ସରକାରରେ ବି ସେ କାମ କରିଛନ୍ତି । ଜେଫ ଜେଣ୍ଟସ୍ କରୋନା ମହାମାରୀ ସମୟରେ କରୋନାଠାରୁ ମୁକ୍ତି ପାଇବାକୁ ଭଲ କାମ କରିଥିଲେ ।
ଦୁଇ ବର୍ଷରୁ ଅଧିକ ସମୟ ଧରି ଏହି ପଦବୀରେ କାମ କରୁଥିବା ରନ କ୍ଲେନଙ୍କ ସ୍ଥାନ ନେବେ ଜେଫ ଜେଣ୍ଟସ୍ । ରାଷ୍ଟ୍ରପତି ଜୋ ବାଇଡେନ ତାଙ୍କ ବୟାନରେ କହିଛନ୍ତି, ମୁଁ ଆଶ୍ୱସ୍ତ ଅଛି କି ରନଙ୍କ ସ୍ମାର୍ଟ ଓ ଅନବରତ ନେତୃତ୍ୱର ମିଶାଲକୁ ଜେଫ ଜେଣ୍ଟସ୍ ଆଗକୁ ଜାରି ରଖିବେ କାରଣ ଆମେ ପ୍ରତ୍ୟେକ ଦିନ ଜନତାଙ୍କ ପାଇଁ କଠିନ ପରିଶ୍ରମ କରୁଛୁ । ଆମେ ଏଠାକୁ ଲୋକଙ୍କ ସେବା କରିବାକୁ ଆସିଛୁ ।
ବାଇଡେନ କହିଛନ୍ତି ଗତ ୩୬ ବର୍ଷ ଭିତରେ ମୁଁ ଓ ରନ ଅନେକ ଉତ୍ଥାନ ପତନ ଦେଖିଛୁ । ସର୍ବଦା ମୁଁ ରନଙ୍କ ସହ ସବୁ ବିପରିତ ପରିସ୍ଥିତିରେ ଠିଆ ହୋଇଛି । ବାଇଡେନ କହିଛନ୍ତି ଆସନ୍ତା ସପ୍ତାହରେ ହ୍ୱାଇଟ ହାଉସରେ ଏକ ଅଧିକାରୀକ ପରିବର୍ତ୍ତନ ସମାରୋହ ଆୟୋଜିତ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

ସତ୍ୟବ୍ରତ ହତ୍ୟାକାଣ୍ଡ: ପ୍ରେମିକାଙ୍କୁ ଥାନାକୁ ନେଇ ଖଟାପାଣି ପିଆଇଥିଲା ପୋଲିସ

ଭୁବନେଶ୍ୱର,୧୦।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ଏବେ ଯେଉଁ ଘଟଣା ସାମ୍ନାକୁ…

ଏମ୍‌କେସିଜିରେ ଭର୍ତ୍ତି ହେଲେ ବିକ୍ରମ: ହୋଇପାରେ ଅସ୍ତ୍ରୋପଚାର

ବ୍ରହ୍ମପୁର,୧୦ା୨(ସୁବାସ ଚନ୍ଦ୍ର ପାଢ଼ୀ): ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ମଙ୍ଗଳବାର ଏମ୍‌କେସିଜି ମେଡିକାଲରେ…

ସୁନା ୩ହଜାର ରୂପା ୯ହଜାର, ୧୦ଦିନରେ ଆହୁରି ଖସିବ…

ନୂଆଦିଲ୍ଲୀ,୧୦।୨: ୧ ଫେବୃଆରୀରୁ ୧୦ ଫେବୃଆରୀ, ୨୦୨୬ ପର୍ଯ୍ୟନ୍ତ ଗତ ୧୦ ଦିନ ମଧ୍ୟରେ ସୁନା ଏବଂ ରୂପା ମୂଲ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ଜାନୁଆରୀ ଶେଷରେ…

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌…

ଅଚାନକ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: କାଫେରେ ତାଲା ଝୁଲୁଥିବା ଦେଖି…

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ପର୍ଯ୍ୟଟନସ୍ଥଳ ବୁଲି ଇଲୋ ରିଟ୍ରିଟ୍‌କୁ ଫେରିବା ସମୟରେ…

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ: ଦେଲେ ଚେତାବନୀ, ବିଡିଓଙ୍କ ବଦଳି ନ ହେବା ପର୍ଯ୍ୟନ୍ତ…

ଖୋର୍ଦ୍ଧା,୧୦।୨(ପ୍ରଭାତ ପାଣିଗ୍ରାହୀ) : ବୋଲଗଡ ବିଡିଓ ବିବାଦକୁ ନେଇ ବଢିଲା ଜନ ଅସନ୍ତୋଷ । ବିଡିଓ ସୁମନ ସୁଦ୍ଧା କୁଣ୍ଡୁ ଗତ ସାଧାରଣତନ୍ତ୍ର ଦିବସରେ ଅନୁପସ୍ଥିତ ରହିବାକୁ…

ଅଭଦ୍ର କହିଦେଲେ ସିଏସ୍‌ଓ: ରାଗିକି ପଞ୍ଚମ ହେଲେ ଚାଷୀ,ଜବାବ ମାଗିଲେ ସରପଞ୍ଚ

ବାଲେଶ୍ବର,୧୦।୨(ବାଞ୍ଛାନିଧି ଦେ): ବାଲେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ଚାଷୀଙ୍କୁ ‘ଅଭଦ୍ର’ କହିବା ଅଭିଯୋଗରେ ମଙ୍ଗଳବାର ଚାଷୀମାନେ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ଜିଲା ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri