ରୁଷିଆ ବିରୋଧରେ ୟୁକ୍ରେନକୁ ଅସ୍ତ୍ର ଯୋଗାଇବ ଆମେରିକା

ୱାଶିଂଟନ,୧୫ ।୩: ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣ ୧୯ ଦିନରେ ପହଞ୍ଚିଲାଣି । ଏହାରି ଭିତରେ ଯୁଦ୍ଧ କମିବା ପରିବର୍ତ୍ତେ ଦିନକୁ ଦିନ ବଢିବାରେ ଲାଗିଛି । ଇତିମଧ୍ୟରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଘୋଷଣା କରିଛନ୍ତି କି ରୁଷିଆ ବିରୋଧରେ ଆମେରିକା ୟୁକ୍ରେନକୁ ଅସ୍ତ୍ର ଯୋଗାଇବ । କେବଳ ସେତିକି ନୁହେଁ ଆମେରିକା ମାନବୀୟ ସହାୟତା ସହ ୟୁକ୍ରେନର ଶରଣାର୍ଥୀଙ୍କୁ ଆମେରିକାରେ ସ୍ଥାନ ଦେବ । ବାଇଡେନ ଟୁଇଟ କରି କହିଛନ୍ତି ଯେ, ଆମେ ସୁନିଶ୍ଚିତ କରିବୁ ଯେ ୟୁକ୍ରେନ ନିକଟରେ ଆକ୍ରମକ ରୁଷି ସେନାଙ୍କଠାରୁ ବଞ୍ଚିବାକୁ ଅସ୍ତ୍ର ରହିଛି । ଆମେ ୟୁକ୍ରେନ ଲୋକଙ୍କ ଜୀବନ ବଞ୍ଚାଇବାକୁ ଖାଦ୍ୟ ଓ ଅର୍ଥ ଯୋଗାଇ ଦେବୁ । ଏହାସହ ୟୁକ୍ରେନ୍ ଶରଣାର୍ଥୀଙ୍କୁ ଖୋଲା ହୃଦୟରେ ସ୍ୱାଗତ କରିବୁ । ସୂଚନାଯୋଗ୍ୟ, ଆମେରିକା ଗତ ଏକ ବର୍ଷ ମଧ୍ୟରେ ୟୁକ୍ରେନକୁ ୧.୨ ଅରବ ଡଲାରରୁ ଅଧିକ ସୁରକ୍ଷା ସହାୟତା ଦେଇଥିବା ଦାବି କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

କୋରାପୁଟ,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri