ନେତାନ୍ୟାହୁଙ୍କ କ୍ଲିନ ଚିଟ୍ ଦେଲେ ବାଇଡେନ, କହିଲେ-ଗାଜା ୫୦୦ ଲୋକଙ୍କ ମୃତ୍ୟୁ ପଛରେ ନାହିଁ ଇସ୍ରାଏଲର ହାତ

ନୂଆଦିଲ୍ଲୀ, ୧୮/୧୦: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ତାଙ୍କର ଇସ୍ରାଏଲ ଗସ୍ତରେ ବଡ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ, ଏଭଳି ଲାଗୁ ନାହିଁ ଗାଜା ହସପିଟାଲରେ ହୋଇଥିବା ବିସ୍ପୋରଣ ପଛରେ ଇସ୍ରାଏଲର ହାତ ରହିଛି। ତେବେ ଏହି ମାମଲାରେ ଅନ୍ୟ କୌଣସି ଟିମର ହାତ ରହିଥିବା ତାଙ୍କୁ ଲାଗୁଛି।

ବୁଧବାର ବାଇଡେନ ତେଲ ଆଭିବରେ ପହଞ୍ଚିବା ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ସହିତ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି ସମୟରେ ସେ କହିଥିଲେ କି ଗାଜାରେ ହୋଇଥିବା ବିସ୍ପୋରଣ ପାଇଁ ସେ ଦୁଃଖ ପ୍ରକାଶ କରିଛନ୍ତି। କିନ୍ତୁ ବର୍ତ୍ତମାନ ସୁଦ୍ଧା ସେ ଯାହା କିଛି ଦେଖିଛନ୍ତି ସେଥିରୁ ଲାଗୁଛି ଏହି ଘଟଣାରେ ଇସ୍ରାଏଲର ହାତ ନାହିଁ।

ବାଇଡେନ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏହା କହି ତାଙ୍କର ସମ୍ବୋଧନ ଆରମ୍ଭ କରିଥିଲେ କି ଆଜି ଏହି ସାଧାରଣ କାରଣ ପାଇଁ ସେ ଏଠାକୁ ଆସିବାକୁ ଚାହୁଁଥିଲେ। ମୁଁ ଇସ୍ରାଏଲର ଲୋକ ଏବଂ ଦୁନିଆର ଲୋକମାନଙ୍କୁ ଏହା ସ୍ପଷ୍ଟ କରିଦେବାକୁ ଚାହୁଁଥିଲି କି ସେମାନେ ଦେଖନ୍ତୁ ଆମେରିକା କେଉଁଠି ଛିଡା ହୋଇଛି। ମୁଁ ବ୍ୟକ୍ତି ଗତ ରୂପରେ ଆସି ଏହା ସ୍ପଷ୍ଟ କରିଦେବାକୁ ଚାହୁଁଥିଲି।


Enter your email to get our daily news in your inbox.

All Right Reserved By Dharitri.Com

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

ଟେନ୍‌ସନ୍‌ରେ ଆମେରିକା: ଇରାନ ବିକଶିତ କରୁଛି ଏମିତି ଜିନିଷ

ଓ୍ବାଶିଂଟନ୍‌,୨୭।୩: ଯୁଦ୍ଧ ମଧ୍ୟରେ ଇରାନ ଏକ ଜ୍ୟାକେଟ ଯୁକ୍ତ ପରମାଣୁ ବୋମା ବିକଶିତ କରିପାରେ। ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏହି ଚିନ୍ତା ପ୍ରକାଶ କରିଛନ୍ତି। ଭାନ୍ସ…

ଶିଶୁ ସେନା ନେବେ ଖାମେନେଇଙ୍କ ମୃତ୍ୟୁର ପ୍ରତିଶୋଧ? ଇରାନୀ ସେନାରେ ଭର୍ତ୍ତି ହେଲେଣି ୧୨ ବର୍ଷ ବୟସ୍କ ପିଲା!

ତେହରାନ୍‌,୨୭।୩: ଇରାନର ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଏକ ନୂତନ ପଦକ୍ଷେପ ଅଧୀନରେ ସୁରକ୍ଷା ଏବଂ ଯୁଦ୍ଧ ସହାୟତା କାର୍ଯ୍ୟ ପାଇଁ ସର୍ବନିମ୍ନ ବୟସ ସୀମାକୁ…

ରାପର-ସିଙ୍ଗରଙ୍କ ହାତରେ ଦେଶର ଶାସନ ଭାର

କାଠମାଣ୍ଡୁ,୨୭।୩: ଆଜି ନେପାଳୀ ରାଜନୀତିରେ ଏକ ଐତିହାସିକ ମୁହୂର୍ତ୍ତ ପ୍ରକାଶ ପାଇଛି। ବାଲେନ ଶାହ – ଜଣେ ରାପର୍‌ ଇଞ୍ଜିନିୟର – ଶୁକ୍ରବାର ନେପାଳର ପ୍ରଧାନମନ୍ତ୍ରୀ ଭାବରେ…

ଟ୍ରମ୍ପଙ୍କ ନୂଆ ପାଓ୍ବାର: ଏବେ ଆମେରିକୀୟ ଡଲାରରେ ରହିବ ତାଙ୍କ ଦସ୍ତଖତ, ଜାଣନ୍ତୁ ପୂର୍ବରୁ କିଏ କରୁଥିଲେ…

ଓ୍ବାଶିଂଟନ,୨୭ା୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ପାଓ୍ବାର ବଢ଼ିଛି। ଏଣିକି ଆମେରିକୀୟ ଡଲାରରେ ଟ୍ରମ୍ପଙ୍କ ଦସ୍ତଖତ ରହିବ। ଏହା ଆମେରିକାର ସ୍ବାଧୀନତାର ୨୫୦ତମ ବାର୍ଷିକୀ ପାଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri