ଚାଇନା ଆପ୍‌ ଉପରୁ ପ୍ରତିବନ୍ଧକ ହଟାଇଲେ ବାଇଡେନ୍‌

ଓ୍ବାଶିଂଟନ,୧୦ା୬: ଆମେରିକାର ରାଷ୍ଟ୍ରପତି ଜୋ-ବାଇଡେନ୍‌ ତାଙ୍କର ପ୍ରଥମ ବିଦେଶ ଗସ୍ତ ପୂର୍ବରୁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଚାଇନିଜ ଆପ ଉପରେ ଥିବା ପ୍ରତିବନ୍ଧକକୁ ହଟାଇ ଦେଇଛନ୍ତି। ଏହି ପ୍ରତିବନ୍ଧକକୁ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜାନୁୟାରୀ ୫ରେ ଲାଗୁ କରିଥିଲେ। ତା’ପରେ ଟିକ୍‌ଟକ୍‌ ସମେତ ମୋଟ ୯ଟି ଚାଇନିଜ୍‌ ଆପ ଉପରେ ପ୍ରତିବନ୍ଧକ ଲଗାଯାଇଥିଲା। ଟ୍ରମ୍ପ୍‌ ଏହି ଆପଗୁଡ଼ିକୁ ଆମେରିକାର ନାଗରିକ ଏବଂ ଆମେରିକାର ସୁରକ୍ଷା ପ୍ରତି ବିପଦ ବୋଲି କହିଥିଲେ।

ଅନ୍ୟପକ୍ଷରେ ବାଇଡେନ୍‌ଙ୍କ ଏହି ପଦକ୍ଷେପ ଚାଇନା ପାଇଁ ଆଶ୍ୱସ୍ତିକର ଖବର ବୋଲି କୁହାଯାଇପାରିବ ନାହିଁ। ଏହାର କାରଣ ହେଉଛି ହ୍ବାଇଟ୍‌ ହାଉସ୍‌ ବର୍ତ୍ତମାନ ଚାଇନାର ଆପ୍‌ ଏବଂ କମ୍ପାନୀଗୁଡିକ ପାଇଁ ଏକ ରଣନୀତି ପ୍ରସ୍ତୁତ କରୁଛି। ହ୍ବାଇଟ୍‌ ହାଉସ କହିଛି, ଆମେ ଏହି ବିଷୟରେ ପୁନର୍ବାର ବିଚାର କରୁଛୁ ଏବଂ ଶୀଘ୍ର ସଠିକ୍‌ ନିଷ୍ପତ୍ତି ନେବୁ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷେ ଟପିଲା ସଂକ୍ରମିତଙ୍କ ସଂଖ୍ୟା

ବ୍ୟାଙ୍କକ୍‌,୭ା୩: ନୋଭେଲ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ରୋଗୀସଂଖ୍ୟା ଶୁକ୍ରବାର ଲକ୍ଷେ ଟପିଛି। ଏହାକୁ ନେଇ ସାରା ବିଶ୍ୱରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି। ଏହାର...

ସୁପ୍ରିମକୋର୍ଟରେ ଟ୍ରମ୍ପ୍‌ ନିରାଶ

ଓ୍ବାଶିଂଟନ, ୧୩।୧୨(ପି.ଟି.): ଆମେରିକା ରାଷ୍ଟ୍ରପତି ନିର୍ବାଚନ ଫଳାଫଳକୁ ଚ୍ୟାଲେଞ୍ଜ କରି ରିପବ୍ଲିକାନ୍‌ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ୍‌ ଦାଏର କରିଥିବା ପିଟିଶନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଫଳାଫଳକୁ...

ଦମକଳ ବାହିନୀଙ୍କ ସହାୟତା ପାଇଁ ୩୩୮ ଫୁଟ ଲମ୍ବ ୯୦ କିଲୋ ପିଜା ତିଆରି କଲେ ଭଉଣୀ-ଭାଇ

ସିଡ୍‌ନୀ,୨୫।୧: ଅଷ୍ଟ୍ରେଲିଆରେ ଭୟଙ୍କର ଜଙ୍ଗଲ ନିଆଁରେ ଅନେକ କ୍ଷତି ହୋଇଛି। ଜଙ୍ଗଲ ନିଆଁ ଲିଭାଇବା ସମୟରେ ମୃତ୍ୟୁ ଘଟିଥିବା ଦମକଳ ବାହିନୀ କର୍ମଚାରୀଙ୍କ ଲାଗି ଅଷ୍ଟ୍ରେଲିଆରେ...

ଭାକ୍ସିନ୍‌ର ୨ ଡୋଜ୍‌ ନେଇ ବି ସହରରେ ୪୦୦୦ ଜଣଙ୍କୁ କରୋନା…

ଓ୍ବାଶିଂଟନ,୨୩।୬: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାକ୍ସିନ୍‌ ପ୍ରଦାନ କରାଯାଉଛି। ଆମେରିକାର ମାସାଚୁସେଟସ୍‌ ସହରରେ କରୋନା ଭାକ୍ସିନ୍‌ର ୨ ଡୋଜ୍‌ ନେବା ପରେ...

ହାଇଆଲର୍ଟରେ କାବୁଲ ବିମାନ ବନ୍ଦର: ୪୦ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଓ୍ବାଶିଂଟନ,୨୭।୮: ଆଫଗାନିସ୍ତାନର ରାଜଧାନୀ କାବୁଲ ବିମାନ ବନ୍ଦରଠାରେ ଗୁରୁବାର ଦୁଇଟି ଆତ୍ମଘାତୀ ବିସ୍ଫୋରଣରେ ୪୦ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଆମେରିକାର ୪ ମେରାଇନ...

ବିମାନ ଯାତ୍ରା ସମୟରେ କରୋନା ସଂକ୍ରମଣ ହେଲେ ଏୟାରଲାଇନ୍‌ ଖର୍ଚ୍ଚ କରିବ ୪.୮ କୋଟି ଟଙ୍କା

ଲଣ୍ଡନ,୨୫।୮: ଭର୍ଜିନ ଆଟଲାଣ୍ଟିକ ଏୟାର ଲାଇନ୍ସ ଏବେ ତା’ର ଯାତ୍ରୀଙ୍କ ପାଇଁ ଏକ ଭଲ ଅଫର ନେଇ ଆସିଛି। ଏବେ ଏୟାରଲାଇନ୍ସ ତା’ର ସମସ୍ତ ଯାତ୍ରୀଙ୍କର...

କରୋନା ସଂକ୍ରମିତ ବ୍ୟକ୍ତିଙ୍କ ଚିକିତ୍ସା ପାଇଁ ଖର୍ଚ୍ଚ ହେଲା ପ୍ରାୟ ୮ କୋଟି ୩୫ ଲକ୍ଷ ଟଙ୍କା

ଓ୍ବାଶିଂଟନ,୧୪।୬:କରୋନା ଭୂତାଣୁ ସଂକ୍ରମିତ ବ୍ୟକ୍ତିଙ୍କ ଚିକିତ୍ସା ପାଇଁ ଖର୍ଚ୍ଚ ହୋଇଛି ପ୍ରାୟ ୮ କୋଟି ୩୫। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଆମେରିକାର ସିଆଟେଲର...

ମୋଦି-ଟ୍ରମ୍ପ୍‌ଙ୍କ ସେଲ୍ଫି ନେଇଥିବା ଏହି ବାଳକ ଜଣଙ୍କ କିଏ ଜାଣନ୍ତି କି

ହ୍ୟୁଷ୍ଟନ୍‌,୨୩।୯: ଆମେରିକାର ହ୍ୟୁଷ୍ଟନରେ ଆୟୋଜିତ ‘ହାଓଡି ମୋଦି’ କାର୍ଯ୍ୟକ୍ରମରେ ଭାଗ ନେଇଥିଲେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌। ଉଭୟଙ୍କ...

Advertisement


Archives

Model This Week