ଦ୍ରୌପଦୀ ମୁର୍ମୁ ମଜଭୁତ ଭାରତୀୟ ଲୋକତନ୍ତ୍ରର ପ୍ରମାଣ: ବାଇଡେନ

ୱାଶିଂଟନ,୨୩ ।୭: ଭାରତର ୧୫ତମ ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମ; ନିର୍ବାଚିତ ହେବା ପରେ ସାରା ବିଶ୍ୱର ବଡ ବଡ ନେତାମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ପକ୍ଷରୁ ପଠାଯାଇଥିବା ଶୁଭେଚ୍ଛା ବାର୍ତ୍ତାରେ କୁହାଯାଇଛି, ଜଣେ ଆଦିବାସୀ ମହିଳା ରାଷ୍ଟ୍ରପତି ପଦ ପର୍ଯ୍ୟନ୍ତ ପହଞ୍ଚିବା ମଜଭୁତ ଭାରତୀୟ ଲୋକତନ୍ତ୍ରର ପ୍ରମାଣ ଦେଉଛି । ତାଙ୍କ ନିର୍ବାଚନ ପ୍ରମାଣ ହେଉଛି, ଜନ୍ମ ନୁହେଁ, ବ୍ୟକ୍ତିର ପ୍ରୟାସ ତା’ର ଭାଗ୍ୟକୁ ନିର୍ଦ୍ଧାରିତ କରିଥାଏ । ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ କହିଛନ୍ତି, ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରର ସର୍ବୋଚ୍ଚ ପଦରେ ପହଞ୍ଚିବା ତାଙ୍କ ଉଚ୍ଚାଭିଳାଷାର ପରିଣାମ । ତାଙ୍କୁ ବହୁତ ବହୁତ ଶୁଭେଚ୍ଛା ।
ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମେକ୍ରୋ କହିଛନ୍ତି, ମୁର୍ମୁଙ୍କୁ ଶୁଭେଚ୍ଛା । ମହିଳାମାନଙ୍କୁ ତାଙ୍କଠାରୁ ପ୍ରେରଣା ମିଳିବ । ଶ୍ରୀଲଙ୍କାର ରାଜନୈତିକ ଦଳ ବି ତାଙ୍କୁ ହାର୍ଦ୍ଦିକ ଶୁଭେ୍‌ଛା ଜଣାଇଛନ୍ତି । ନିକଟରେ ଶ୍ରୀଲଙ୍କା ରାଷ୍ଟ୍ରପତି ନିର୍ବାଚନରେ ପରାଜୟ ସ୍ୱୀକାର କରିଥିବା ଝୁଲାସ ଉଲଫପେରୁମା କହିଛନ୍ତି ସ୍ୱାଧିନତା ପରେ ଜନ୍ମ ନେଇଥିବା, ଜାତୀୟ ଓ ସାଂସ୍କୃତିକ ଭାବେ ବିଶ୍ୱର ସବୁଠାରୁ ଭିନ୍ନ ଦେଶର ରାଷ୍ଟ୍ରପତିଙ୍କୁ ଶୁଭେଚ୍ଛା ।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ବନ୍ୟା ଉଜାଡ଼ିଲା ଚାଷୀଙ୍କ ସ୍ବପ୍ନ: ଜମି ବାଲିଚର, ଧାନଫସଲ ପଚି ନଷ୍ଟ

ଭବାନୀପାଟଣା,୨୯ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ଓ କଲମପୁର ବ୍ଲକର ହାତୀ ନଦୀକୁଳିଆ ଚାଷୀଙ୍କ ସ୍ବପ୍ନ ବନ୍ୟା ଉଜାଡ଼ିଦେଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ଚିନ୍ତାରେ…

ସ୍କୁଲ ଛାତରୁ ପାଣି ଗଳୁଛି, ରାସ୍ତା ନାହିଁ: ଖବରଦାତାଙ୍କୁ ବାହାରକରି ଗେଟ୍‌ରେ ତାଲା ପକାଇଦେଲେ ପ୍ରଧାନ ଶିକ୍ଷୟିତ୍ରୀ

ଆନନ୍ଦପୁର,୨୯ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶାଳବଣି ପଞ୍ଚାୟତ ବାଲିପଶିସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥାରେ ଚାଲିଛି। ପରିବେଶ ସଫା କରାଯାଉ ନ ଥିବା…

ମୃତଦେହ ରଖିବାକୁ ସ୍ଥାନାଭାବ

କାଠମାଣ୍ଡୁ,୨୯ା୮: ନେପାଳ ବନ୍ୟାରେ ୫୪୭ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ସହ ଅନେକ ନିଖୋଜ ଥିବାବେଳେ ଭୋଟେକୋଶୀ ଏବଂ ତ୍ରିଶୂଳୀ ନଦୀ ପ୍ରଣାଳୀରୁ ବାହାର କରାଯାଇଥିବା ମୃତଦେହଗୁଡ଼ିକୁ ରଖିବା…

ମାଲିକ ଆଖି ମିଟିକାଇଲେ ଅନୁକରଣ କରନ୍ତି କୁକୁର: ସାମ୍ନାକୁ ଆସିଲା ଚମକପ୍ରଦ ଘଟଣା

ସିଡ୍‌ନୀ/ଲଣ୍ଡନ,୨୯ା୮: କୁକୁର ଏବଂ ମଣିଷଙ୍କ ସମ୍ପର୍କକୁ ନେଇ ଏକ ଚମକପ୍ରଦ ଗବେଷଣା ସାମ୍ନାକୁ ଆସିଛି। ମାଲିକ ଆଖିପତା ପକାଇବା ବା ଆଖି ମିଟିକାଇବା (ବ୍ଲିକିଂ) ଦେଖିଲେ କୁକୁରମାନେ…

ଗ୍ରାହକଙ୍କ ଉପରେ ମହଙ୍ଗା ମାଡ଼: ଆଜି ପୁଣି ବଢ଼ିଲା CNG ଦାମ୍‌, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୯।୮: ଇରାନ ଓ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ଏବେ ସାଧାରଣ ଲୋକଙ୍କ ଉପରେ ପଡ଼ୁଛି। ଦେଶରେ ଲଗାତାର ବଢ଼ୁଥିବା ଦର ମଧ୍ୟରେ IGL ପୁଣିଥରେ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୫୭୯, ଏବେବି ୩୨୦ ଭାରତୀୟ ନିଖୋଜ

କାଠମାଣ୍ଡୁ,୨୯ା୮: କେନ୍ଦ୍ରୀୟ ନେପାଳରେ ବୁଧବାର ଗ୍ଲେସିୟର ଧସି ହଠାତ୍‌ ଭୀଷଣ ବନ୍ୟା ମାଡ଼ିଆସିବାରୁ ରାସୁଓ୍ବା ଓ ଅନ୍ୟ ଅଞ୍ଚଳଗୁଡ଼ିକରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ୫୭୯ ଜଣଙ୍କ ମୃତଦେହ…

ମହାକାଶରେ ଫେଣା ତିଆରିକଲେ ୩,୩୦୧ ମହୁମାଛି

ୱାଶିଂଟନ, ୨୯ା୮: ବିଜ୍ଞାନ ଜଗତରେ ଅନେକ ଅଦ୍ଭୁତ ପରୀକ୍ଷଣ କରାଯାଇଛି, କିନ୍ତୁ ମହାକାଶକୁ ମହୁମାଛି ପଠାଇବା ସବୁଠାରୁ ନିଆରା ଥିଲା। ଆମେରିକାର ଜାତୀୟ ମହାକାଶ ସଂସ୍ଥା ‘ନାସା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri