ବଲିଉଡ୍‌ ସହ ବାଇଡେନଙ୍କ ସମ୍ପର୍କ ରହିଛି ଏମିତି, ପ୍ରଚାର ମୈଦାନରେ ବାଜୁଥିଲା ଏହି ଫିଲ୍ମ ଗୀତ

ଓ୍ବାଶିଂଟନ/ନୂଆଦିଲ୍ଲୀ,୮ା୧୧: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଫଳାଫଳରେ ଡେମୋକ୍ରାଟିକ୍‌ ପ୍ରାର୍ଥୀ ଜୋ ବାଇଡେନ୍‌ ବିଜୟ ଲାଭ କରିଛନ୍ତି। ଏହି ନର୍ବାଚନ ଜିତିବା ପରେ ବାଇଡେନ ହେଉଛନ୍ତି ଆମେରିକାର ୪୬ତମ ରାଷ୍ଟ୍ରପତି। ତେବେ ଜାଣନ୍ତି କି ବାଇଡେନ୍‌ଙ୍କ ସହ ବଲିଉଡ୍‌ର ସମ୍ପର୍କ ରହିଛି। ଏମିତିରେ ଭାରତ ସହ ଆମେରିକାର ଭଲ ସମ୍ପର୍କ ରହିଥାଏ। ତେବେ ବାଇଡେନ ରାଷ୍ଟ୍ରପତି ହେବା ପରେ ଭାରତ-ଆମେରିକା ସମ୍ପର୍କ କେତେ ଭଲ ହେବ ତା ଦେଖିବାକୁ ବାକି ରହିଲା।
ଉଲ୍ଲେଖଥାଉକି, ବାଇଡେନ ପୂର୍ବରୁ ତାଙ୍କ ଭାଷଣରେ ଭାରତ ବିଷୟରେ ଅନେକ ଥର ଉଲ୍ଲେଖ କରିଛନ୍ତି। ବାଇଡେନ ଯେତେବେଳେ ପ୍ରଚାର ମୈଦାନରେ ଥିଲେ ସେତେବେଳେ ସେ ବଲିଉଡ୍‌ର ସମର୍ଥନ ମଧ୍ୟ ନେଇଥିଲେ। ତାଙ୍କ ପ୍ରଚାରରେ ବଲିଉଡ୍‌ ଗୀତ ବାଜିଥିଲା। ଏହି ଗୀତକୁ ମୂଳ ଭାରତୀୟମାନେ ଆମେରିକୀୟମାନଙ୍କ ସହିତ ମିଶି ଗାଇଥିଲେ। ବାଇଡେନଙ୍କ ପ୍ରଚାର ମୈଦାନରେ ବଲିଉଡ୍‌ ଫିଲ୍ମ ‘ଲଗାନ’ର ଗୀତ ବାଜିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଟିଳ ପ୍ରକ୍ରିୟା

ଆଇନଶୂନ୍ୟ ଦେଶଗୁଡ଼ିକର ମନମୁଖି ଶାସନ ପ୍ରତି ଲୋକମାନଙ୍କ ମନରେ ଗଭୀର ଆତଙ୍କ ରହିଥାଏ। ଏଥିରେ ନିଷ୍ଠୁରତାକୁ ଏକ ପ୍ରକ୍ରିୟା ଭାବରେ ଦର୍ଶାଯାଇ ଲୋକଙ୍କୁ ନିର୍ଯାତନା ଦିଆଯାଇଥାଏ। ଏବେ…

୧୩ହଜାର ଫୁଟ ଉଚ୍ଚତାରେ ସ୍ୱାମୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ସ୍ତ୍ରୀ

ବର୍ଲିନ, ୧୨ା୭: ଏକ ଯାତ୍ରୀବାହୀ ବିମାନ ଝରକା ଦେଇ ଜଣେ ୬୧ ବର୍ଷିୟ ବୃଦ୍ଧ ହଠାତ୍‌ ଟାଣି ହୋଇଯାଉଥିବାବେଳେ ଜୀବନକୁ ବାଜି ଲଗାଇ ସ୍ୱାମୀଙ୍କୁ ମୃତ୍ୟୁ ମୁଖରୁ…

ପଛକୁ ପଛ ୨ ଲଘୁଚାପ; IMD କଲା ସତର୍କ

ଭୁବନେଶ୍ୱର, ୧୨ା୭(ବନ୍ଦନା ସେଠୀ): ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଏଥିସହ ଗାଙ୍ଗେଟିକ୍‌ ୱେଷ୍ଟବେଙ୍ଗଲ ଓ ପାଖାପାଖି ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ…

କିମ୍ୱଦନ୍ତୀ ଗାୟିକା ଏସ୍‌. ଜାନକୀଙ୍କ ପରଲୋକ

ଭୁବନେଶ୍ୱର,୧୨ା୭ (ସୌମ୍ୟରଞ୍ଜନ ରାଉତ): ଭାରତୀୟ ଚଳଚ୍ଚିତ୍ର ସଙ୍ଗୀତ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ ଘଟିଛି। ଦକ୍ଷିଣ ଭାରତର ପ୍ରଖ୍ୟାତ ପାର୍ଶ୍ୱଗାୟିକା ଏସ୍‌. ଜାନକୀଙ୍କର ଶନିବାର ମହୀଶୂରସ୍ଥିତ…

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri