ଗ୍ରୀନ୍‌ କାର୍ଡ ପ୍ରକ୍ରିୟାରେ ବିଳମ୍ବ ହଟାଇବାକୁ ଚାହୁଁଛନ୍ତି ବାଇଡେନ: ଉପକୃତ ହେବେ ଲକ୍ଷାଧିକ ଭାରତୀୟ

ଓ୍ବାଶିଂଟନ,୯ା୧୦: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଗ୍ରୀନ୍‌କାର୍ଡରେ ବିଳମ୍ବ ପ୍ରକ୍ରିୟାକୁ ହଟାଇବାକୁ ଚାହୁଁଛନ୍ତି। ଏହା କରିବା ଦ୍ୱାରା ଆମେରିକାରେ ଏଚ୍‌-୧ବି (H-1B)ଭିଜା ଉପରେ କାର୍ଯ୍ୟ କରୁଥିବା ଲକ୍ଷାଧିକ ଭାରତୀୟ ଉପକୃତ ହେବେ। ଗ୍ରୀନକାର୍ଡ ଯାହାକି ସ୍ଥାୟୀ ଆବାସିକ କାର୍ଡ ଭାବରେ ଜଣାଶୁଣା। ଉଚ୍ଚ କୁଶଳୀ ଭାରତୀୟମାନେ ଆମେରିକାରେ ଏଚ୍‌-୧ବି କାର୍ଯ୍ୟ ଭିଜା ଉପରେ ଆସନ୍ତି। ଭାରତୀୟଙ୍କ ପାଇଁ ଗ୍ରୀନ୍‌କାର୍ଡ କୋଟା ୭ ପ୍ରତିଶତରେ ସ୍ଥିର ହୋଇଥିବାରୁ ସେମାନେ ବର୍ତ୍ତମାନର ଇମିଗ୍ରେସନ ବ୍ୟବସ୍ଥାର ଶିକାର ହେଉଛନ୍ତି।

ହ୍ବାଇଟ୍‌ ହାଉସର ପ୍ରେସ୍‌ ସଚିବ ଜେନ ପାସାକି ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି, ଗ୍ରୀନ୍‌କାର୍ଡ ପ୍ରଦାନ ପ୍ରକ୍ରିୟାରେ ବିଳମ୍ବ ହଟାଇବାକୁ ରାଷ୍ଟ୍ରପତି ଚାହୁଁଛନ୍ତି। ଅକ୍ଟୋବର ୧ରେ ପ୍ରାୟ ୮୦୦୦୦ ଅବ୍ୟବହୃତ ନିଯୁକ୍ତି ଭିତ୍ତିକ ଗ୍ରୀନ୍‌କାର୍ଡର ଅପଚୟ ବିଷୟରେ ପାସାକି ଏକ ପ୍ରଶ୍ନର ଉତ୍ତର ଦେଇଥିଲେ। ଗ୍ରୀନକାର୍ଡ ନଷ୍ଟ ହୋଇଯାଇଥିଲା କାରଣ ଆମେରିକାର ନାଗରିକତା ଏବଂ ଇମିଗ୍ରେସନ ସର୍ଭିସେସ୍‌ (USCIS) ସେମାନଙ୍କୁ ଗ୍ରୀନ୍‌କାର୍ଡ ଅପେକ୍ଷା କରିଥିବା ଲକ୍ଷ ଲକ୍ଷ ଲୋକଙ୍କୁ ବଣ୍ଟନ କରିବାରେ ଅସମର୍ଥ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜେଲ୍‌ ଯିବେ ରାଜପାଲ ଯାଦବ, କୋର୍ଟ କହିଲେ ତାଙ୍କୁ ଅନେକ ସୁଯୋଗ ଦେବା ପରେ ବି…

ମୁମ୍ବାଇ,୧୦ା୭: ବଲିଉଡ୍‌ ଅଭିନେତା ରାଜପାଲ ଯାଦବ ତାଙ୍କ ଚେକ୍‌ ବାଉନ୍ସ ମାମଲା ପାଇଁ ଚର୍ଚ୍ଚାରେ ରହିଛନ୍ତି। ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଏହି ମାମଲାର ଶୁଣାଣି କରି ୭ଟି…

ରୋଷେଇ ଘରୁ ବାହାରିଲା ୮ ଫୁଟ୍‌ ଅହିରାଜ, ଉଦ୍ଧାର ବେଳେ ପାଟିରୁ ବାହାରିଲା ଢମଣା ସାପ, ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତ ଜୟନଗର ଗ୍ରାମର ସିମାଞ୍ଚଳ ସ୍ବାଇଁଙ୍କ ଘରୁ ଏକ ୮ ଫୁଟ୍‌ ଲମ୍ବର କିଙ୍ଗକୋବ୍ରା…

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ମୋ ବିଶ୍ୱାସ ଭାଙ୍ଗିଦେଇଥିଲା ପୋଲିସ: ଜାଣନ୍ତୁ କାହିଁକି ଏମିତି କହିଲେ ବିଜୟ

ନୂଆଦିଲ୍ଲୀ,୧୦।୭: ୨୦୨୫ରେ କରୁରରେ ଘଟିଥିବା ଦୁଃଖଦ ଦଳାଚକଟା ଉପରେ ଗଭୀର ଦୁଃଖ ପ୍ରକାଶ କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କହିଛନ୍ତି। ଏହି ଘଟଣା ସମଗ୍ର ରାଜ୍ୟକୁ ଗଭୀର…

ଗାଁ ପୋଖରୀରେ ଗାଧୋଉଥିବାବେଳେ ଗଭୀର ପାଣିରେ ବୁଡ଼ିଗଲେ ପିଣ୍ଟୁ, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମ ପୋଖରୀରୁ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ…

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

ମ୍ୟାନେଜମେଣ୍ଟ ଉପରେ ବର୍ଷିଲା BCCI: ବିପଦରେ ଗୌତମ ଗମ୍ଭୀରଙ୍କ ଚାକିରି!

ନୂଆଦିଲ୍ଲୀ, ୧୦।୭: ଇଂଲଣ୍ଡ ଗସ୍ତରେ ଲଗାତାର ତିନୋଟି ଟି-୨୦ ମ୍ୟାଚରେ ପରାଜୟ ପରେ ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ। ରିପୋର୍ଟ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri