Posted inଖେଳ

ଲଜ୍ଜାଜନକ ପରାଜୟକୁ ନେଇ ଇଂଲଣ୍ଡ ଅଧିନାୟକ କହିଲେ ଏଭଳି

ଚେନ୍ନାଇ,୧୬।୨: ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ୩୧୭ରନ୍‌ ବ୍ୟବଧାନରେ ହାରିଛି ଇଂଲଣ୍ଡ ଟିମ୍‌। ଫଳରେ ସିରିଜ୍‌ ୧-୧ ସମାନ ସ୍ଥିତିରେ ପହଞ୍ଚିଛି। ଏହି ଜିତ୍‌ ପରେ ଭାରତୀୟ ଅଧିନାୟକ ବିରାଟ କୋହଲି ବେଶ୍‌ ଉତ୍ସାହିତ ଥିବା ବେଳେ ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌ ନିରାଶ ହୋଇଛନ୍ତି। ମ୍ୟାଚ୍‌ ନେଇ ପ୍ରତିକ୍ରିୟା ରଖି ସେ କହିଛନ୍ତି, ଟିମ୍‌ ଚୟନକୁ ଦୋଷ ଦେବାକୁ ଚାହୁଁନାହିଁ। କାରଣ ଆମ ପାଖରେ ସକ୍ଷମ ଖେଳାଳିଙ୍କ ଦଳ ରହିଛି। ଅଧିନାୟକ ଭାବେ ଦାୟିତ୍ୱ ନିର୍ବାହ କରିବାକୁ ଚେଷ୍ଟା କରୁଛି। ଦଳ ପକ୍ଷରୁ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରି ମ୍ୟାଚ୍‌ ଜିତିବାକୁ ହୋଇଥାଏ। ଏବେର ସମୟ ଆମପାଇଁ କଷ୍ଟକର ଏବଂ ସଂଘର୍ଷପୂର୍ଣ୍ଣ। କୋଭିଡ ସମୟରେ ଯେତେ ମ୍ୟାଚ୍‌ ଖେଳାଯାଉଛି ସେଥିପାଇଁ ସମସ୍ତ ପ୍ରସ୍ତୁତି କରିବାକୁ ପଡ଼ୁଛି ବୋଲି ସେ କହିଛନ୍ତି। ଆଗାମୀ ମ୍ୟାଚ୍‌ରେ ଦଳ ଭଲ ପ୍ରଦର୍ଶନ କରିବ ବୋଲି ସେ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋହିତଙ୍କ ବଦଳରେ ଟେଷ୍ଟ ସିରିଜ୍‌ ଖେଳିବେ ମୟଙ୍କ

ନୂଆଦିଲ୍ଲୀ,୨୭।୬: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଜୁଲାଇ ୧ ତାରିଖରେ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଅଧିନାୟକ ରୋହିତ ଶର୍ମା କରୋନା...

ଭିନ୍ନ ଭିନ୍ନ ସ୍ଥାନକୁ ଯିବେ ଭାରତୀୟ ଖେଳାଳି

ଲଣ୍ଡନ,୧୧ା୭(ପିଟି)- ଭାରତୀୟ ଦଳର ବିଶ୍ୱକପ୍‌ ଜିତିବା ଆଶା ଶେଷ ହୋଇସାରିଛି। ପରବର୍ତ୍ତୀ ସିରିଜ ପୂର୍ବରୁ ଦଳୀୟ ଖେଳାଳିଙ୍କ ହାତରେ ଆଉ ୨ ସପ୍ତାହ ରହିଛି। ଦୀର୍ଘ...

ରୋହିତଙ୍କ ଆହତ ସମସ୍ୟା ଉପରେ ଆସିଲା ଅପଡେଟ୍‌

ଦୁବାଇ,୧୯।୯: ଚଳିତ ଆଇପିଏଲ ସିଜନର ଦ୍ୱିତୀୟ ପର୍ଯ୍ୟାୟରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ)ର ପ୍ରଥମ ମ୍ୟାଚ୍‌ରେ ବିଶ୍ରାମ ଭାରତୀୟ ଦଳର ଉପଅଧିନାୟକ ରୋହିତ ଶର୍ମାଙ୍କୁ ବିଶ୍ରାମ ଦିଆଯାଇଛି।...

କାହିଁକି ରାଇନାଙ୍କୁ କିଣିଲା ନାହିଁ ସିଏସ୍‌କେ

ବାଙ୍ଗାଲୁରୁ,୧୫।୨: ଆଗାମୀ ଆଇପିଏଲ ପାଇଁ ବେଙ୍ଗାଲୁରୁରେ ଆୟୋଜିତ ମେଗା ଅକ୍‌ଶନରେ ଭେଟେରାନ ବ୍ୟାଟ୍ସମ୍ୟାନ ସୁରେଶ ରାଇନାଙ୍କୁ କୌଣସି ଫ୍ରାଞ୍ଚାଇଜ କିଣି ନାହାନ୍ତି। ଏପରିକି ତାଙ୍କ ପୁରୁଣା...

ଚେସ୍‌ ବିଶ୍ୱକପ୍‌ ପାଇଁ ଗୁଜରାଠୀଙ୍କୁ ଯୋଗ୍ୟତା

ଚେନ୍ନାଇ, ୪ା୬(ପି.ଟି.)- ଭାରତର ୩ ନମ୍ବର ଖେଳାଳି ଭିଦିତ୍‌ ଗୁଜରାଠୀ ରେଟିଂ ଭିତ୍ତିରେ ଫିଡେ ଚେସ୍‌ ବିଶ୍ୱକପ୍‌ ୨୦୨୧ରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ...

ଭାରତୀୟ କ୍ରିକେଟର୍‌ଙ୍କୁ ଟି-ଶାର୍ଟ ପ୍ରଦାନ କରିଥିଲେ ଏହି ପାକିସ୍ତାନ ଅଧିନାୟକ

ନୂଆଦିଲ୍ଲୀ, ୧।୭- ଆତଙ୍କବାଦୀ ଆକ୍ରମଣ କାରଣରୁ ଭାରତ ଓ ପାକିସ୍ତାନ ମଧ୍ୟରେ ବହୁବର୍ଷ ହେବ ଦ୍ୱିପାକ୍ଷିକ କ୍ରିକେଟ୍‌ ସିରିଜ ଅନୁଷ୍ଠିତ ହୋଇନାହିଁ। ଦୁଇଦେଶର କ୍ରିକେଟ୍‌ ପ୍ରଶଂସକ...

ସୁପର ଓଭର ନିୟମରେ ପରିବର୍ତ୍ତନ କଲା ଆଇସିସି

ଦୁବାଇ,୧୫ା୧୦ (ପି.ଟି.)-ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଶେଷରେ ଏହାର ସମସ୍ତ ପ୍ରମୁଖ ଇଭେଣ୍ଟଗୁଡ଼ିକ ଲାଗି ସୁପର ଓଭର ନିୟମରେ ପରିବର୍ତ୍ତନ କରିଛି। ଏଣିକି ସେମିଫାଇନାଲ କିମ୍ବା...

ମ୍ୟାଚ୍‌ ମଝିରେ ଟଳିପଡ଼ିଲେ ଖେଳାଳି

ଅକ୍‌ଲ୍ୟାଣ୍ଡ,୧୮।୩: ଦିନିକିଆ ମହିଳା ବିଶ୍ୱକପ୍‌ରେ ବାଲାଂଦେଶ ବିପକ୍ଷ ଓ୍ବେଷ୍ଟଇଣ୍ଡିଜ୍‌ ମ୍ୟାଚ୍‌ ବେଳେ ଘଟିଛି ଅଘଟଣ। ଶୁକ୍ରବାର ମ୍ୟାଚ୍‌ ଚାଲିଥିବା ବେଳେ ଓ୍ବେଷ୍ଟଇଣ୍ଡିଜର ଦ୍ରୁତ ବୋଲର ଶାମିଲିଆ...

Advertisement
Archives

Model This Week