Posted inଖେଳ

ଲଜ୍ଜାଜନକ ପରାଜୟକୁ ନେଇ ଇଂଲଣ୍ଡ ଅଧିନାୟକ କହିଲେ ଏଭଳି

ଚେନ୍ନାଇ,୧୬।୨: ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ୩୧୭ରନ୍‌ ବ୍ୟବଧାନରେ ହାରିଛି ଇଂଲଣ୍ଡ ଟିମ୍‌। ଫଳରେ ସିରିଜ୍‌ ୧-୧ ସମାନ ସ୍ଥିତିରେ ପହଞ୍ଚିଛି। ଏହି ଜିତ୍‌ ପରେ ଭାରତୀୟ ଅଧିନାୟକ ବିରାଟ କୋହଲି ବେଶ୍‌ ଉତ୍ସାହିତ ଥିବା ବେଳେ ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌ ନିରାଶ ହୋଇଛନ୍ତି। ମ୍ୟାଚ୍‌ ନେଇ ପ୍ରତିକ୍ରିୟା ରଖି ସେ କହିଛନ୍ତି, ଟିମ୍‌ ଚୟନକୁ ଦୋଷ ଦେବାକୁ ଚାହୁଁନାହିଁ। କାରଣ ଆମ ପାଖରେ ସକ୍ଷମ ଖେଳାଳିଙ୍କ ଦଳ ରହିଛି। ଅଧିନାୟକ ଭାବେ ଦାୟିତ୍ୱ ନିର୍ବାହ କରିବାକୁ ଚେଷ୍ଟା କରୁଛି। ଦଳ ପକ୍ଷରୁ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରି ମ୍ୟାଚ୍‌ ଜିତିବାକୁ ହୋଇଥାଏ। ଏବେର ସମୟ ଆମପାଇଁ କଷ୍ଟକର ଏବଂ ସଂଘର୍ଷପୂର୍ଣ୍ଣ। କୋଭିଡ ସମୟରେ ଯେତେ ମ୍ୟାଚ୍‌ ଖେଳାଯାଉଛି ସେଥିପାଇଁ ସମସ୍ତ ପ୍ରସ୍ତୁତି କରିବାକୁ ପଡ଼ୁଛି ବୋଲି ସେ କହିଛନ୍ତି। ଆଗାମୀ ମ୍ୟାଚ୍‌ରେ ଦଳ ଭଲ ପ୍ରଦର୍ଶନ କରିବ ବୋଲି ସେ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ବିଶ୍ୱକପ୍‌ ୨୦୨୨ ଯୋଗ୍ୟତା:୧୫ ସ୍ଥାନ ପାଇଁ ୮୬ ଦଳ, ଖେଳାଯିବ ୨୨୫ ମ୍ୟାଚ

ଦୁବାଇ, ୧୫ା୧୨ (ପି.ଟି.)-ଅଷ୍ଟ୍ରେଲିଆରେ ହେବାକୁଥିବା ଟି୨୦ ବିଶ୍ୱକପ୍‌ ୨୦୨୨ର ୧୫ଟି ସ୍ଥାନ ପାଇଁ ଲଢେଇ କରିବେ ୮୬ଟି ଟିମ୍‌। ୧୩ ମାସ ଧରି ଖେଳାଯିବ ୨୨୫...

ରାହୁଲଙ୍କୁ ସମସ୍ୟା କରିବନି ନୂଆ ବଲ୍‌

ମୁମ୍ବାଇ, ୨୨ା୬ (ପି.ଟି.)-ଚଳିତ ବିଶ୍ୱକପ୍‌ରେ ନୂଆ ବଲ୍‌କୁ ସାମ୍ନା କରିବା କେ.ଏଲ୍‌. ରାହୁଲଙ୍କ ପାଇଁ କୌଣସି ସମସ୍ୟା ସୃଷ୍ଟି କରିବ ନାହିଁ। ଓ୍ବେଷ୍ଟଇଣ୍ଡିଜ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ...

ରାଞ୍ଚି ଟେଷ୍ଟ ହାତେଇ ୩-୦ ସିରିଜ୍‌ କ୍ଲିନ୍‌ ସୁଇପ୍‌ କଲା ଭାରତ

ରାଞ୍ଚି,୨୨।୧୦: ଆଉ ଏକ ବୃହତ ବିଜୟ ହାସଲ କରିଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ ଇଣ୍ଡିଆ। ଝାଡଖଣ୍ଡ କ୍ରିକେଟ ଆସୋସିଏସନ (ଜେଏସସିଏ) ଷ୍ଟାଡିୟମରେ ଚାଲିଥିବା ତୃତୀୟ...

ଓସାକା ବିଶ୍ୱର ସବୁଠାରୁ ଆୟକାରୀ ମହିଳା ଆଥଲେଟ୍‌

ନ୍ୟୁୟର୍କ, ୨୩।୫: ଜାପାନର ମହିଳା ଟେନିସ ତାରକା ନାଓମି ଓସାକା ବିଶ୍ୱର ସବୁଠାରୁ ଅଧିକ ଆୟକାରୀ ମହିଳା ଆଥଲେଟ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଏହି...

ଗାଙ୍ଗୁଲି ଡାଲମିଆ ବକ୍ତୃତା ପ୍ରଦାନ କରିବେ

କୋଲକାତା,୬।୨(ପି.ଟି.)-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ଜଗମୋହନ ଡାଲମିଆ ଆନୁଆଲ କନ୍‌କ୍ଲେଭରେ ବକ୍ତୃତା ପ୍ରଦାନ କରିବେ। ଏ ନେଇ କ୍ରିକେଟ ଆସୋସିଏଶନ...

ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟର ପୁରସ୍କାର ରାଶି

ବହୁଦିନର ପ୍ରତୀକ୍ଷା ପରେ କ୍ରିକେଟର ମହାକୁମ୍ଭ ଆଇସିସି ବିଶ୍ୱକପ୍‌ ଗୁରୁବାରଠାରୁ ଆରମ୍ଭ ହୋଇଯାଇଛି। ପ୍ରତି ୪ ବର୍ଷରେ ଥରେ ଅନୁଷ୍ଠିତ ହେଉଥିବା ଏହି ମେଗା ଇଭେଣ୍ଟ...

୪୭ ଟଙ୍କାରେ ଦେଖିପାରିବେ ଇଣ୍ଟରନ୍ୟାଶ୍‌ନାଲ କ୍ରିକେଟ ମ୍ୟାଚ୍‌

ଇସଲାମାବାଦ,୨୯।୧୧: ଦିନକୁ ଦିନ ପାକିସ୍ତାନର ଆର୍ଥିିକ ଅବସ୍ଥା ବିଗିଡିବାରେ ଲାଗିଛି। ଋଣ ବୋଝ ଯୋଗୁ ପାକିସ୍ତାନ ସରକାର ଏବେ ଚିନ୍ତାରେ ଅଛନ୍ତି। କେବଳ ପାକିସ୍ତାନ ସରକାର...

ଜାଭି ହର୍ନାଣ୍ଡିଜ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୨୫।୭: ପୂର୍ବତନ ସ୍ପେନ୍‌ ଓ ବାର୍ସିଲୋନ ମିଡ୍‌ଫିଲ୍ଡର ତଥା ଅଲ-ସାଦ୍‌ କୋଚ୍‌ ଜାଭି ହର୍ନାଣ୍ଡିଜ କରୋନା ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ଶନିବାର ସେ କରୋନା...

Advertisement

BGU

Archives

Model This Week

Why Dharitri