Posted inଖେଳ

ଆଗାମୀ ବର୍ଷ ଖେଳିପାରନ୍ତି ଆଇପିଏଲ୍‌

ଲଣ୍ଡନ,୧୩।୧୦: ଇଂଲଣ୍ଡ ଟେଷ୍ଟ ଦଳର ଅଧିନାୟକ ଜୋ ରୁଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ)ର ପରବର୍ତ୍ତୀ ସଂସ୍କରଣରେ ଖେଳିପାରନ୍ତି। ଆଗାମୀ ବର୍ଷ ହେବାକୁ ଥିବା ମେଗା ଅକଶନ ଲାଗି ସେ ନାମ ପଞ୍ଜୀକୃତ କରାଇବେ। ଏ ସମ୍ପର୍କୀତ ଏକ ରିପୋର୍ଟ ବୁଧବାର ‘ଡେଲି ଟେଲିଗ୍ରାଫ’ରେ ପ୍ରକାଶ ପାଇଛି।

ଆଧୁନିକ କ୍ରିକେଟର କିମ୍ବଦନ୍ତୀ କୁହାଯାଉଥିବା ରୁଟ୍‌ ଏପର୍ଯନ୍ତ ଆଇପିଏଲରେ ଖେଳି ନାହାନ୍ତି। ୨୦୧୮ ଆଇପିଏଲ ଅକଶନରେ ତାଙ୍କ ପ୍ରତି କୌଣସି ଫ୍ରାଞ୍ଚାଇଜ ଇଚ୍ଛା ପ୍ରକଟ କରି ନ ଥିଲେ। କିନ୍ତୁ ପରବର୍ତ୍ତୀ ବର୍ଷ ହେବାକୁ ଯାଉଥିବା ଆଇପିଏଲରେ ଏଭଳି କିଛି ହେବାର ସମ୍ଭାବନା କ୍ଷୀଣ। କାରଣ ଆଇପିଏଲର ୨୦୨୨ ସଂସ୍କରଣରେ ଆହୁରି ୨ଟି ଦଳ ସାମିଲ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri