Posted inଖେଳ

ଅଧିନାୟକ ଭାବେ ଏସିଆରେ ପ୍ରଥମ ମ୍ୟାଚ୍‌ ହାରିଲେ ଜୋ’ ରୁଟ

ଚେନ୍ନାଇ,୧୭।୨: ଜୋ ରୁଟଙ୍କ ନେତୃତ୍ୱରେ ଇଂଲଣ୍ଡ ଦଳ ଦ୍ୱିତୀୟ ଟେଷ୍ଟରେ ‌୩୧୭ ରନରେ ହାରିଛି। ଅଧିନାୟକ ଭାବରେ ଏସିଆରେ ରୁଟ୍‌ଙ୍କ ଏହା ହେଉଛି ପ୍ରଥମ ପରାଜୟ। ଏହା ପୂର୍ବରୁ ଖେଳାଯାଇଥିବା ସମସ୍ତ ୬ଟି ଟେଷ୍ଟରେ ରୁଟ ଜିତିଥିଲେ। ରୁଟ ହେଉଛନ୍ତି ଏକମାତ୍ର ଇଂଲଣ୍ଡ ଅଧିନାୟକ ଯିଏ ଏସିଆରେ ସର୍ବାଧିକ ମ୍ୟାଚ ଜିତିଥିଲେ। ୫ଟି ବିଜୟ ସହିତ ଆଲିଷ୍ଟର ‌ କୁକ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ଅନ୍ୟ କୌଣସି ଇଂଲଣ୍ଡ ଅଧିନାୟକ ଏସିଆରେ ୫ କିମ୍ବା ଅଧିକ ଟେଷ୍ଟ ଜିତି ନାହାଁନ୍ତି । ଏହି ବିଜୟ ସହିତ ଚାରି ମ୍ୟାଚ ବିଶିଷ୍ଟ ସିରିଜ ୧-୧ରେ ବରାବର ହୋଇଛି। ତଥାପି, ଉଭୟ ଦଳ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲ ପାଇଁ ଦୌଡ଼ରେ ରହିଛନ୍ତି। ତୃତୀୟ ଟେଷ୍ଟ ଫେବୃଆରୀ ୨୪ରୁ ଅହମ୍ମଦାବାଦର ମୋତେରା ଷ୍ଟାଡିୟମରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚେନ୍ନାଇ ପାଇଁ ଖୁସି ଖବର: ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଦଳକୁ ଫେରିପାରନ୍ତି ବେନ ଷ୍ଟୋକ୍ସ

ଚେନ୍ନାଇ,୨୧।୪: ଚାରିଥର ଚମ୍ପିୟନ ହୋଇଥିବା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସେ୍‌କେ) ଚଳିତ ଆଇପିଏଲ୍‌ରେ ଶୁକ୍ରବାର ଏମ୍‌ଏ ଚିନାମ୍ବରମ ଷ୍ଟାଡିୟମରେ ସନ୍‌ରାଇଜର୍ସ ହାଇଦ୍ରାବାଦ(ଏସ୍‌ଆର୍‌ଏଚ୍‌) ବିପକ୍ଷରେ ଖେଳିବ। ସିଏସେ୍‌କେ...

ଖାଲି ଷ୍ଟାଡିୟମରେ ଆୟୋଜନ ହୋଇପାରେ ଫ୍ରେଞ୍ଚ୍‌ ଓପନ୍‌

ଲସ୍‌ ଏଞ୍ଜେଲ୍ସ,୧୦।୫ (ଏଏଫ୍‌ପି): କରୋନା ଭାଇରସ ସଂକ୍ରମଣ କାରଣରୁ ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍‌ ଓପନ୍‌ ରୋଲାଣ୍ଡ ଗ୍ୟାରସ୍‌ରେ ଖାଲି ଷ୍ଟାଡିୟମରେ ଆୟୋଜନ ହେବାର...

କୋରିଓଗ୍ରାଫର ଧନଶ୍ରୀଙ୍କୁ ବିବାହ କରିବେ ଚହଲ

ନୂଆଦିଲ୍ଲୀ, ୮।୮: ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି ଭାରତୀୟ ସୀମିତ ଓଭର କ୍ରିକେଟ୍‌ ଦଳର ପ୍ରମୁଖ ସ୍ପିନର ୟୁଜବେନ୍ଦ୍ର ଚହଲ। ସେ ତାଙ୍କ ଜୀବନ...

ଧୋନୀଙ୍କୁ ଅନୁକରଣ କରିବାକୁ ଚାହାନ୍ତି କାରେ

ମୁମ୍ବାଇ,୧୨।୧(ପି.ଟି.)-ଅଷ୍ଟ୍ରେଲୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ଆଲେକ୍ସ କାରେ ଭାରତୀୟ ଅଭିଜ୍ଞ ଖେଳାଳି ମହେନ୍ଦ୍ର ସିଂ ଧୋନୀଙ୍କୁ ଅନୁକରଣ କରିବାକୁ ଚାହାନ୍ତି ବୋଲି କହିଛନ୍ତି। ଧୋନୀ ଯେଉଁଭଳି ଭାବେ...

ସୁପର ଲିଗ୍‌ରୁ ଓହରିଲେ ୬ ଇଂଲିଶ କ୍ଲବ୍‌

ଲଣ୍ଡନ,୨୨।୪(ପି.ଟି.): ହାଇପ୍ରୋଫାଇଲ ସୁପର ଲିଗ୍‌ରୁ ୬ଟି ଇଂଲିଶ କ୍ଲବ୍‌ ଓହରିଯାଇଛନ୍ତି। ଫଳରେ ଆରମ୍ଭ ହେବା ପୂର୍ବରୁ ଏହି ଲିଗ୍‌ ଏକପ୍ରକାର ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇଂଲିଶ...

ଇଡେନ୍‌ ଘଣ୍ଟି ବଜାଇବେ ମମତା, ହସିନା

କୋଲକାତା,୯ା୧୧(ପି.ଟି.)-ସ୍ଥାନୀୟ ଇଡେନ ଗାର୍ଡେନଠାରେ ନଭେମ୍ବର ୨୨ରୁ ୨୬ ପର୍ଯ୍ୟନ୍ତ ଭାରତ ଏହାର ପ୍ରଥମ ଦିବାରାତ୍ର କ୍ରିକେଟ ଟେଷ୍ଟ ମ୍ୟାଚ ବାଂଲାଦେଶ ବିପକ୍ଷରେ ଖେଳିବ। ଷ୍ଟାଡିୟମରେ ଇଡେନ୍‌...

୨୮ ବର୍ଷ ବୟସରେ ଅନ୍ତର୍ଜାତୀୟ କ୍ରିକେଟରୁ କାହିଁକି ସନ୍ନ୍ୟାସ ନେଇଥିଲେ ଅମିର

କରାଚୀ,୧୧।୫ : ଗତବର୍ଷ ଡିସେମ୍ବରରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରି ସଭିଙ୍କୁ ଚମକାଇ ଦେଇଥିଲେ ପାକିସ୍ତାନ ପେସର ମହମ୍ମଦ ଅମିର। ସେତେବେଳେ ତାଙ୍କ ଉପରେ...

ଆଇସିୟୁରେ ଭର୍ତ୍ତି ହେଲେ ମିଲ୍‌ଖା ସିଂ: ଶୀଘ୍ର ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୬: ଭାରତର ମହାନ ଧାବକ ମିଲ୍‌ଖା ସିଂଙ୍କୁ ଆଇସିୟୁ ଭର୍ତ୍ତି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସହ ଫୋନରେ କଥା ହୋଇ ସ୍ବାସ୍ଥ୍ୟ...

Advertisement
Archives

Model This Week