Posted inଖେଳ

ଅଧିନାୟକ ଭାବେ ଏସିଆରେ ପ୍ରଥମ ମ୍ୟାଚ୍‌ ହାରିଲେ ଜୋ’ ରୁଟ

ଚେନ୍ନାଇ,୧୭।୨: ଜୋ ରୁଟଙ୍କ ନେତୃତ୍ୱରେ ଇଂଲଣ୍ଡ ଦଳ ଦ୍ୱିତୀୟ ଟେଷ୍ଟରେ ‌୩୧୭ ରନରେ ହାରିଛି। ଅଧିନାୟକ ଭାବରେ ଏସିଆରେ ରୁଟ୍‌ଙ୍କ ଏହା ହେଉଛି ପ୍ରଥମ ପରାଜୟ। ଏହା ପୂର୍ବରୁ ଖେଳାଯାଇଥିବା ସମସ୍ତ ୬ଟି ଟେଷ୍ଟରେ ରୁଟ ଜିତିଥିଲେ। ରୁଟ ହେଉଛନ୍ତି ଏକମାତ୍ର ଇଂଲଣ୍ଡ ଅଧିନାୟକ ଯିଏ ଏସିଆରେ ସର୍ବାଧିକ ମ୍ୟାଚ ଜିତିଥିଲେ। ୫ଟି ବିଜୟ ସହିତ ଆଲିଷ୍ଟର ‌ କୁକ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ଅନ୍ୟ କୌଣସି ଇଂଲଣ୍ଡ ଅଧିନାୟକ ଏସିଆରେ ୫ କିମ୍ବା ଅଧିକ ଟେଷ୍ଟ ଜିତି ନାହାଁନ୍ତି । ଏହି ବିଜୟ ସହିତ ଚାରି ମ୍ୟାଚ ବିଶିଷ୍ଟ ସିରିଜ ୧-୧ରେ ବରାବର ହୋଇଛି। ତଥାପି, ଉଭୟ ଦଳ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲ ପାଇଁ ଦୌଡ଼ରେ ରହିଛନ୍ତି। ତୃତୀୟ ଟେଷ୍ଟ ଫେବୃଆରୀ ୨୪ରୁ ଅହମ୍ମଦାବାଦର ମୋତେରା ଷ୍ଟାଡିୟମରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସାଧାରଣ ପରିଷଦ ବୈଠକ ନେଇ ସିଓଏର ନୋଟିସ୍‌

ନୂଆଦିଲ୍ଲୀ, ୩।୧୦(ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ବାର୍ଷିକ ସାଧାରଣ ପରିଷଦ ବୈଠକ ନେଇ ପ୍ରଶାସକ କମିଟି (ସିଓଏ) ବୁଧବାର ନୋଟିସ ଜାରି କରିଛି।...

ଚୌକା, ଛକା ବର୍ଷା କଲେ ଏହି କ୍ରିକେଟର୍‌: ଧୋନୀ, କୋହଲିଙ୍କୁ ପଛରେ ପକାଇଲେ

ସୌରାଷ୍ଟ୍ର୍ୟ,୧୧।୩: ବିଜୟ ହଜାରେ ଟ୍ରଫିରେ ସୌରାଷ୍ଟ୍ର ବିପକ୍ଷରେ ମୁମ୍ବାଇ ଅଧିନାୟକ ପୃଥ୍ବୀ ଶ’ ଚମତ୍କାର ଇନିଂସ ଖେଳିଛନ୍ତି। ସେ ମାତ୍ର ୧୨୩ ବଲରୁ ୧୮୫ ରନର...

କାର୍‌ ଦୁର୍ଘଟଣାରେ ଜାତୀୟ ସ୍ତରର ୪ ହକି ଖେଳାଳିଙ୍କ ମୃତ୍ୟୁ

ଭୋପାଳ,୧୪।୧୦: ମଧ୍ୟପ୍ରଦେଶ ହୋଶଙ୍ଗାବାଦ ଜିଲାର ରେସଲପୁର ଗଁା ନିକଟରେ ସୋମବାର ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜାତୀୟ ସ୍ତରର ୪ଖେଳାଳୀଙ୍କ ମୃତ୍ୟୁ ହୋଇଥିବା ବେଳେ...

ଆଇଏସ୍‌ଏଲ୍‌-୨୦୨୦: ଗୋଆକୁ ହରାଇଲା ମୁମ୍ବାଇ

ମାର୍ଗାଓ, ୨୬।୧୧: ଆଡାମ ଲି ଫନ୍‌ଡ୍ରେଙ୍କ ଇଞ୍ଜୁରି ଟାଇମ୍‌ ପେନାଲ୍ଟି ଗୋଲ ବଳରେ ମୁମ୍ବାଇ ସିଟି ଏଫ୍‌ସି ବୁଧବାର ଅନୁଷ୍ଠିତ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌) ମ୍ୟାଚରେ...

ସୟଦ ମୁସ୍ତାକ ଅଲି ଟି୨୦: ଓଡ଼ିଶା ଦଳ ଘୋଷଣା, ଶୁଭ୍ରାଂଶୁଙ୍କୁ ନେତୃତ୍ୱ

ଭୁବନେଶ୍ୱର,୨୪।୧୨(ପି.ଟି.): ଆସନ୍ତା ୧୦ ତାରିଖରୁ କୋଲକାତାରେ ଆରମ୍ଭ ହେବାକୁ ଯାଉଛି ସୟଦ ମୁସ୍ତାକ ଅଲି ଟି୨୦ ଘରୋଇ ଟୁର୍ନାମେଣ୍ଟ। ଏଥି ଲାଗି ଗୁରୁବାର ଘୋଷିତ ହୋଇଯାଇଛି...

ଚେନ୍ନାଇ ଟେଷ୍ଟରେ ରେକର୍ଡ କଲେ ବୁମ୍‌ରା, ଏଭଳି କରିବାରେ ସଚିନ, ଶ୍ରୀନାଥଙ୍କୁ ଟପିଲେ

ଚେନ୍ନାଇ,୫।୨: ଭାରତୀୟ ଦ୍ରୁତ ବୋଲର ଜସପ୍ରିତ ବୁମ୍‌ରା ଶୁକ୍ରବାର ନୂଆ ଉପଲବ୍ଧି ହାସଲ କରିଛନ୍ତି। ସେ ବିଦେଶରେ ୧୭ ଟେଷ୍ଟ ମ୍ୟାଚ୍‌ ଖେଳିବା ପରେ ଶୁକ୍ରବାର...

୧୭ବର୍ଷରୁ କମ୍‌ ମହିଳା ଫୁଟ୍‌ବଲ: ଥାଇଲାଣ୍ଡକୁ ହରାଇଲା ଭାରତ

ମୁମ୍ବାଇ,୧୮ା୧୨ (ପି.ଟି.)-ଏଠାରେ ଚାଲିଥିବା ୧୭ବର୍ଷରୁ କମ୍‌ ମହିଳା ତ୍ରିରାଷ୍ଟ୍ରୀୟ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଭାରତ ଏହାର ଅନ୍ତିମ ରାଉଣ୍ଡ ରବିନ ଲିଗ୍‌ ଗେମ୍‌ରେ ଥାଇଲାଣ୍ଡକୁ ୧-୦ ଗୋଲରେ...

ଶ୍ରୀଲଙ୍କାକୁ ୭ ଉଇକେଟରେ ହରାଇଲା ଇଂଲଣ୍ଡ

ଗାଲେ, ୧୯ା୧ (ଏପି)- ସପ୍ତମ ଉଇକେଟରେ ଜନ୍ନି ବେୟାରଷ୍ଟୋ ଓ ଡାନିଏଲ୍‌ ଲରେନ୍ସଙ୍କ ମଧ୍ୟରେ ଅପରାଜିତ ୫୨ରନର ପାର୍ଟନରଶିପ୍‌ ଯୋଗୁ ଏଠାରେ ଚାଲିଥିବା ପ୍ରଥମ କ୍ରିକେଟ...

Advertisement

BGU

Archives

Model This Week

Why Dharitri