Posted inଖେଳ

ଇତିହାସ ରଚିଲେ ଏହି କ୍ରିକେଟର୍‌

ଲଣ୍ଡନ,୫।୮: ଲଣ୍ଡନ,୫।୮: ଇଂଲଣ୍ଡ ବିପକ୍ଷ ନଟିଂହାମ ଟେଷ୍ଟରେ ଟିମ ଇଣ୍ଡିଆର ବୋଲରମାନେ ଏକ ଭଲ ଆରମ୍ଭ କରିଥିଲେ। ଇଂଲଣ୍ଠର ପ୍ରଥମ ଇନିଂସରେ ଭାରତ ଘରୋଇ ଦଳକୁ ମାତ୍ର ୧୮୩ ରନ୍‌ରେ ରୋକି ଦେଇଛି। ତେବେ ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌ ଏହି ମ୍ୟାଚ୍‌ରେ ଅର୍ଦ୍ଧଶତକ ହାସଲ କରିଥିଲେ। ସେ ଦଳ ପାଇଁ ସର୍ବାଧିକ ୬୪ ରନ୍‌ କରିଥିଲେ। ଏଥିସହ ସେ ଟେଷ୍ଟ କ୍ରିକେଟ୍‌ରେ ୫୦ ତମ ଅର୍ଦ୍ଧଶତକ ହାସଲ କରିବା ସହ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ୧୫ ହଜାର ରନ୍‌ ମଧ୍ୟ ପୂରଣ କରିଥିଲେ। ଇଂଲଣ୍ଡ ପକ୍ଷରୁ ଜୋ ରୁଟ୍‌ ୩ ଫର୍ମାଟରେ ୩୬୬ ପାଳି ଖେଳି ୧୫,୭୮୦ ରନ୍‌ କରିଛନ୍ତି। ଏଥିସହ ଇଂଲଣ୍ଡ ପକ୍ଷରୁ ସର୍ବାଧିକ ଅନ୍ତର୍ଜାତୀୟ ରନ୍‌ କରିବାରେ ସେ ଆଲାଷ୍ଟାୟାର କୁକ୍‌ଙ୍କୁ ପଛରେ ପକାଇଛନ୍ତି। କୁକ୍‌ ୧୫,୭୩୭ କରିଥିଲେ। ୩୦ ବର୍ଷୀୟ ରୁଟ୍‌ ଏପର୍ଯ୍ୟନ୍ତ ୧୦୬ ଟେଷ୍ଟ, ୧୫୨ ଦିନିକିଆ ଏବଂ ୩୨ ଟି-୨୦ ମ୍ୟାଚ୍‌ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ଯଦି ରୋହିତ ଫିଟ୍‌ ରୁହନ୍ତି, କାହିଁକି ଟେଷ୍ଟରେ ଅଧିନାୟକ ହୋଇପାରିବେ ନାହିଁ’

ନୂଆଦିଲ୍ଲୀ,୨୩।୧: ରୋହିତଙ୍କୁ ଫୁଲ ଟାଇମ୍‌ ଅଧିନାୟକ କରାଯିବା ଉଚିତ। କିନ୍ତୁ ଏଥି ଲାଗି ସିନିୟର ବ୍ୟାଟରଙ୍କୁ ଫିଟ୍‌ ରହିବାକୁ ପଡ଼ିବ ବୋଲି ପୂର୍ବତନ ମୁଖ୍ୟ କୋଚ୍‌...

ସୁମୋ ରେସ୍‌ଲରଙ୍କୁ କରୋନା

ଟୋକିଓ, ୬ା୧(ଏପି)-ଶୀର୍ଷ ର଼୍ୟାଙ୍କିଙ୍ଗପ୍ରାପ୍ତ ସୁମୋ ରେସ୍‌ଲର ହାକୁହୋ କରୋନା ସଂକ୍ରମିତ ହୋଇଛନ୍ତି। ଆଘ୍ରାଣ ଶକ୍ତି ହରାଇବାପରେ ହାକୁହୋଙ୍କ କୋଭିଡ୍‌ ଟେଷ୍ଟ ହୋଇଥିବା ଜାପାନ ସୁମୋ ଆସୋସିଏଶନ...

୮୦ ଫୁଟ ଗଭୀର କୂଅକୁ ୯ବର୍ଷର ଶିଶୁ ଫିଙ୍ଗି ଦେଲେ ଯୁବକ, ୩ ଦିନ ପରେ..

ଫିରୋଜାବାଦ୍‌,୧୦।୨: କଥାରେ ଅଛି ରଖେ ହରି ତ ମାରେ କିଏ, ମାରେ ହରି ତ ରଖେ କିଏ ଏହି ଉକ୍ତିର ଯଥାର୍ଥତା ଉତ୍ତର ପ୍ରଦେଶର ଫିରୋଜାବାଦରେ...

ଗୋଟିଏ ମ୍ୟାଚ୍‌ରେ ୧୧ ଉଇକେଟ; ଅଧିନାୟକ କୋହଲି କହିଲେ ‘ ଏ ବାପୁ….’

ଅହମ୍ମଦାବାଦ,୨୬।୨: ଏଠାରେ ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟରେ ‘ପ୍ଲେୟର ଅଫ୍‌ ଦ ମ୍ୟାଚ୍‌’ ହୋଇଛନ୍ତି ଅକ୍ଷର ପଟେଲ। ସେ ମ୍ୟାଚ୍‌ରେ କେବଳ ୭୦ରନ୍‌ ଦେଇ...

ସୁନ୍ଦରଙ୍କ ପାଇଁ ବାପାଙ୍କ ବଳିଦାନ

ଚେନ୍ନାଇ,୨୦।୧୮: କରୋନା ଯୋଗୁ କ୍ରିକେଟରଙ୍କ ଜୀବନ ଅତ୍ୟନ୍ତ କଷ୍ଟସାଧ୍ୟ ହୋଇପଡିଛି। ଖେଳାଳିଙ୍କୁ କଠିନ ବାୟୋ ବବୁଲରେ ରହିବାକୁ ପଡୁଛି। କରୋନା ଯୋଗୁ ଭାରତୀୟ କ୍ରିକେଟର ୱାଶିଂଟନ...

ଦକ୍ଷିଣ ଆଫ୍ରିକାକୁ ଫେରୁଛି କ୍ରିକେଟ

ଜୋହାନ୍ସବର୍ଗ, ୧୮।୬(ପି.ଟି.)-  କରୋନା ଭାଇରସ ସଂକ୍ରମଣ ଜନିତ ଲକ୍‌ଡାଉନ ଯୋଗୁ ଗତ ମାର୍ଚ୍ଚରୁ ବନ୍ଦ ରହିଥିବା କ୍ରିକେଟ ଏବେ ଦକ୍ଷିଣ ଆଫ୍ରିକାରେ ଆରମ୍ଭ ହେବାକୁ ଯାଉଛି।...

ସାଥୀ ଖେଳାଳିଙ୍କୁ ଶକ୍ତ ଚାପୁଡା ମାରିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌, ସେହ୍ବାଗ ନେଲେ ମଜା

ଗଲ,୧୮।୧: ଶ୍ରୀଲଙ୍କା ଏବଂ ଇଂଲଣ୍ଡ ମଧ୍ୟରେ ଗଲରେ ଖେଳାଯାଇଥିବା ପ୍ରଥମ ଟେଷ୍ଟର ଚତୁର୍ଥ ଦିନରେ ଏକ ମଜାଦାର ଘଟଣା ଘଟିଥିଲା। ଚତୁର୍ଥ ଦିନରେ ଲାହିରୁ ଥିରିମାନଙ୍କ...

ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶୋକ

ନୂଆଦିଲ୍ଲୀ,୧୪।୭: ପୂର୍ବତନ କ୍ରିକେଟର ୟଶ୍‌ପାଲ ଶର୍ମାଙ୍କ ଦେହାନ୍ତରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ କ୍ରିକେଟ ଜଗତ ଓ ସମାଜର ବିଭିନ୍ନ ବର୍ଗରୁ...

Advertisement
Archives

Model This Week