Posted inଖେଳ

ଗାଙ୍ଗୁଲିଙ୍କୁ ପଛରେ ଛାଡ଼ିଲେ ରୁଟ୍‌

ଚେଷ୍ଟର-ଲେ-ଷ୍ଟ୍ରିଟ,୨୯।୬: ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଜୋ ରୁଟ୍‌ ଏଠାରେ ମଙ୍ଗଳବାର ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ୭୯* ରନ୍‌ର ଇନିଂସ ଖେଳିବା ଅବସରରେ ଦିନିକିଆ କ୍ରିକେଟରେ ୬ ହଜାର ରନ୍‌ ପୂରଣ କରିଛନ୍ତି। ଏହି ମାଇଲଷ୍ଟୋନ ଛୁଇଁବାରେ ସେ ବିଶ୍ୱର ଚତୁର୍ଥ ଦ୍ରୁତତମ ବ୍ୟାଟ୍ସମ୍ୟାନ। ଏହି ଧାରାରେ ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ପଛରେ ଛାଡ଼ି ଦେଇଛନ୍ତି ରୁଟ୍‌। ୬୦୦୦ ରନ୍‌ ପୂରଣ କରିବା ପାଇଁ ଗାଙ୍ଗୁଲିଙ୍କୁ ୧୪୭ଟି ଇନିଂସ ଲାଗିଥିଲାବେଳେ ରୁଟ୍‌ ୧୪୧ ତମ ଇନିଂସରେ ଏହି ମାଇଲଷ୍ଟୋନ ଛୁଇଁଛନ୍ତି।

ଦିନିକିଆ ଫର୍ମାଟରେ ଦ୍ରୁତତମ ୬୦୦୦ ରନ୍‌ ପୂରଣ କରିବାର ରେକର୍ଡ ଦକ୍ଷିଣ ଆଫ୍ରିକାର ପୂର୍ବତନ ବ୍ୟାଟ୍ସମ୍ୟାନ ହାସିମ ଆମଲାଙ୍କ ନାମରେ ରହିଛି। ସେ ମାତ୍ର ୧୨୩ଟି ଇନିଂସରେ ଏହି ମାଇଲଷ୍ଟୋନ ସ୍ପର୍ଶ କରିଥିଲେ। ଏହି ତାଲିକାରେ ତାଙ୍କ ପଛକୁ ବିରାଟ କୋହଲି (୧୩୬ ଇନିଂସ) ଓ କେନ ଓ୍ବିଲିୟମସନ (୧୩୯) ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ସଙ୍କଟକୁ ନେଇ ଚିନ୍ତା ପ୍ରକଟ କଲେ ଧମେନ୍ଦ୍ର ପ୍ରଧାନ, ସମ୍ବଲପୁରବାସୀଙ୍କୁ…

ଭୁବନେଶ୍ୱର,୩୧।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ ପ୍ରଭାବ ପକାଇଛି।…

ମୋଦି-ଶାହାଙ୍କୁ ରାହୁଲଙ୍କ କଡ଼ା ବାର୍ତ୍ତା, Gen Zଙ୍କୁ ନେଇ କହିଦେଲେ ଏମିତି

ନୂଆଦିଲ୍ଲୀ,୩୧।୭: ଲୋକସଭାର ବିରୋଧୀ ଦଳନେତା ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା କରିଛନ୍ତି । ଶୁକ୍ରବାର ସେ…

ବର୍ଷାରେ ଭାଙ୍ଗିଲା ଝାଟିମାଟି ଘର: ସାହାରା ଖୋଜୁଛନ୍ତି ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ସନ୍ତୋଷ

ନୂଆପଡା,୩୧ା୭ (ମକାରୁ ବେମାଲ): କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ଗଁାର ସନ୍ତୋଷ ପ୍ରଧାନୀ (୬୮) ବର୍ଷ ବର୍ଷ ଧରି ଏକ ଝାଟିମାଟି ବାଉଁଶ ଓ ପଲିଥିନରେ ତିଆରି…

ଶ୍ରୀଲଙ୍କା ଗସ୍ତରେ ଏହି ୩ ଷ୍ଟାର ଖେଳାଳିଙ୍କ ପାଇଁ କର ବା ମର ପରିସ୍ଥିତି, ବିଫଳ ହେଲେ ଟିମ ଇଣ୍ଡିଆରୁ ବିଦାୟ!

ନୂଆଦିଲ୍ଲୀ, ୩୧।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଅଗଷ୍ଟ ୧୫ରୁ ଦୁଇଟି ଟେଷ୍ଟ ମ୍ୟାଚର ସିରିଜ ଆରମ୍ଭ ହେଉଛି। ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଦୃଷ୍ଟିରୁ ଏହି ସିରିଜ…

ରାହାଣେଙ୍କ ଅବସର ପରେ କୋହଲିଙ୍କ ଭାବବିହ୍ବଳ ବାର୍ତ୍ତା, ପଢ଼ନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ, ୩୧।୭: କ୍ରିକେଟର ଅନୁଭବୀ ବ୍ୟାଟ୍ସମ୍ୟାନ ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ତାଙ୍କୁ କ୍ରମାଗତ ଭାବେ ଦିଗ୍ଗଜ ଖେଳାଳିମାନଙ୍କର ଶୁଭେଚ୍ଛା ମିଳୁଛି। ଏହି…

ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…

ଅଭିଜିତ ଦୀପକେଙ୍କୁ ଭାଜପାରୁ ମିଳୁଛି ଧମକ, ଦଳରେ ଯୋଗ ନଦେଲେ….

ନୂଆଦିଲ୍ଲୀ,୩୧।୭: ସିଜେପି ନେତା ଅଭିଜିତ୍‌ ଦୀପକେ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଭାଜପାରେ ଯୋଗଦେବା ପାଇଁ…

ପୁଣି ବିଳମ୍ବିତ ରାତିରେ Video ଜାରି କଲେ ମୋଦି, ପେପର୍‌ ଲିକ୍‌ ମାଫିଆ…

ନୂଆଦିଲ୍ଲୀ,୩୧।୭: ସଂସଦରେ ‘ପେପର ଲିକ୍‌ ନିରୋଧୀ ବିଲ୍‌’ ବା ସାଧାରଣ ପରୀକ୍ଷା(ଅସାଧୁ ଉପାୟ ପ୍ରତିରୋଧ)ସଂଶୋଧନ ବିଲ୍‌ ୨୦୨୬ ପାରିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri