ଜୁଏଲ ଓରାମଙ୍କ ସ୍ତ୍ରୀଙ୍କୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, କହିଲେ ଏହା ଆମ ପାଇଁ …

ଭୁବନେଶ୍ୱର,୧୮ା୮: କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସ୍ତ୍ରୀଙ୍କ ଦେହାନ୍ତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ  ଶେଷ ଦର୍ଶନ କରିଛନ୍ତି। ତାଙ୍କ ସହିତ ମନ୍ତ୍ରିମଣ୍ଡଳ ସଦସ୍ୟ ଓ ଅନ୍ୟ ବ୍ୟକ୍ତି ବିଶେଷ ମଧ୍ୟ ଶେଷ ଦର୍ଶନ କରିଛନ୍ତି।
ଏ ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାରେ କୌଣସି ତ୍ରୁଟି ନ ଥିଲା। ହଠାତ୍‌ ଏଭଳି ଘଟିଗଲା।  ଏହା ସମସ୍ତଙ୍କ ପାଇଁ ଦୁଖଃଦ ଘଟଣା, ଏହା ଜୁଏଲଙ୍କ ପରିବାର ସହ ଆମ ସମସ୍ତଙ୍କ ପାଇଁ ବହୁତ ବଡ଼ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସ୍ତ୍ରୀ ଝିଙ୍ଗିଆ ଓରାମଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ମେଡିକାଲରେ ଶନିବାର ରାତିରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା। ଡେଙ୍ଗୁ ରୋଗରେ ଆକ୍ରାନ୍ତ ହୋଇ ସେ ୯ ଦିନ ଧରି ମେଡିକାଲରେ ଚିକିତ୍ସିତ ହେଉଥିଲେ। ତାଙ୍କ ବିୟୋଗରେ ରାଜନୈତିକ ବ୍ୟକ୍ତିବିଶେଷମାନେ ଶୋକ ପ୍ରକାଶ କରିବା ସହ ଜୁଏଲଙ୍କୁ ଭେଟି ସମବେଦନା ଜଣାଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri