ଯୋଗେନ୍ଦ୍ରଙ୍କୁ ମିଳିଲା ଗୁରୁଦାୟିତ୍ୱ: ନବୀନଙ୍କୁ ଜଣାଇଲେ କୃତଜ୍ଞତା

ବଡ଼ଗାଁ, ୧୮।୧(ଅଶୋକ ଷଡଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ବିଜେଡି ସଭାପତି ଭାବେ ଫୁଲବାରୀ ସରପଞ୍ଚ ତଥା ବଡ଼ଗାଁ ବ୍ଲକ ସରପଞ୍ଚ ସଂଘ ସଭାପତି ଯୋଗେନ୍ଦ୍ର କିଷାନ ମନୋନୀତ ହୋଇଛନ୍ତି ।

ପୁରୁଖା ବିଜେଡି କର୍ମୀ ଭାବେ ସେ ବଡ଼ଗାଁ ବ୍ଲକରେ ଜଣାଶୁଣା। ତାଙ୍କ ନିଯୁକ୍ତିକୁ ବ୍ଲକ ବିଜେଡି କର୍ମୀମାନଙ୍କ ପକ୍ଷରୁ ସ୍ୱାଗତ କରାଯାଇଛି l ଟିକଲିପଡ଼ା ସରପଞ୍ଚ ସାବିତ୍ରୀ କିଷାନ, ଭୋଇପାଲି ସରପଞ୍ଚ ମହେଶ୍ୱର ବରିହା, ଏକମା ସରପଞ୍ଚ ସାଇବାନୀ ଲାକ୍ରା, ପୂର୍ୱତନ ସରପଞ୍ଚ ଧନେଶ୍ୱର କିଷାନ, ଭଗବାନ ଲାକ୍ରା, ତୁଡାଲଗା ସରପଞ୍ଚ ଯୁଧିଷ୍ଠିର ବାଡା, ଛବିଳ ବେହେରା ପ୍ରମୁଖ ଏହାକୁ ସ୍ୱାଗତ କରିବା ସହିତ ବରିଷ୍ଠ ନେତା ମଙ୍ଗଳା କିଷାନ, ଜିଲା ବିଜେଡି ସଭାପତି ଯୋଗେଶ ସିଂ ଓ ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୂରାଇ ଦେଲେ ପ୍ରଧାନଶିକ୍ଷକ: ସ୍କୁଲରେ ହାଇଡ୍ରାମା 

କଳିଙ୍ଗନଗର,୧୯।୪(ଶୁଭାଶିଷ ରାଉତ ):ପିଲାଙ୍କ ପ୍ୟାଣ୍ଟ ଭିତରେ ପ୍ରଧାନଶିକ୍ଷକ ପୂରାଇ ଦେଲେ  ବିଛୁଆତି।  ଅଭିଭାବକ ମାନେ ଏହା ଜାଣିବା ପରେ ସ୍କୁଲରେ ହୋଇଥଲା ହାଇଡ୍ରାମା। ସ୍କୁଲକୁ ଆସି ପ୍ରଧାନଶିକ୍ଷକଙ୍କୁ…

ପୁଣି ଥରେ ମା’ ହେବେ ଦୀପିକା ପାଦୁକୋନ, ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରି କହିଲେ…

ମୁମ୍ବାଇ: ବଲିଉଡ ଷ୍ଟାର୍‌ ଦୀପିକା ପାଦୁକୋନ ଏବଂ ରଣବୀର ସିଂହ ଦ୍ୱିତୀୟ ଥର ମା-ବାପା ହେବାକୁ ଯାଉଛନ୍ତି। ଉଭୟ କପଲ ଏନେଇ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି।…

ଶ୍ୱଶୁରଘରେ ଜ୍ୱାଇଁଙ୍କ ସନ୍ଦେହଜନକ ମୃତ୍ୟୁ: ଅଞ୍ଚଳରେ ଚାଞ୍ଚଲ୍ୟ

କଲ୍ୟାଣସିଂହପୁର,୧୯।୪ (ଦୀପକ କୁମାର ପରିଡା ): ଶ୍ୱଶୁରଘରେ ଜ୍ୱାଇଁଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍‌ ପାର୍ସାଲି ପଞ୍ଚାୟତ ଅନ୍ତର୍ଗତ ଗୁମ୍ମା ଗାଁରେ ଶନିବାର…

ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଉଥିଲେ: ଧକ୍କା ହେଲା ୨ ବାଇକ୍, ଶିକ୍ଷକ ମୃତ

ଟିକିରି,୧୯।୪(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ ଟିକିରି ଥାନା ଅନ୍ତର୍ଗତ ନୂତନ ମେଡିକାଲ ସାମ୍ନାରେ ଅପରାହ୍ନ ପ୍ରାୟ ୪ଟାରେ ଏକ ବାଇକ୍‌କୁ ପଛପଟୁ ଆଉ…

ଗାଁରେ ପଶି ଘର ଭାଙ୍ଗିଲା, ଚାଉଳ ଖାଇଲା ଦନ୍ତା 

ଦେବଗଡ,୧୯।୪(ଶଶାଙ୍କ ଶେଖର ଝାଙ୍କର): ଜଙ୍ଗଲୀ ଦନ୍ତାହାତୀ ରିଆମାଳ ବନାଂଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଜଳଗହଳିପୂର୍ଣ୍ଣ ସଙ୍ଘାପୋଶି ଗ୍ରାମରେ ପଶି ଆତଙ୍କରାଜ ଚଲାଇବାସହ ଏକ ଘର ଭାଙ୍ଗି…

ଅସହ୍ୟ ତାତି, ଜନଜୀବନ କଲବଲ: ଛାତ୍ରୀଛାତ୍ରଙ୍କୁ ଗ୍ରୀଷ୍ମକଷ୍ଟ, ବଢ଼ୁଛି ଅସନ୍ତୋଷ

ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ): ତାତି ବଢୁଛି। ଗୁଳୁଗୁଳି ବି ହେଉଛି। ସକାଳ ୯ଟାରୁ ତାତିର ପ୍ରକୋପ ବଢ଼ିବାରେ ଲାଗିଛି। ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଲାଗି ରହିଛି। ଏହା ଅସହ୍ୟ…

ଚାଷୀଙ୍କ ଦୁଃଖ: ମିଳିଲାନି ଟୋକନ, ଚିକିତ୍ସା ପାଇଁ କମ୍ ଦରରେ ଧାନ ବିକିଲେ ଚାଷୀ

ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ) :  ଧାନବିକ୍ରି ପଞ୍ଜିକରଣରୁ ବାଦ୍ ପଡିଥିବା ଯୋଗୁଁ ବରଗଡ ଜିଲାର ଅନେକ ଚାଷୀ ଏପର୍ଯ୍ୟନ୍ତ ଗତବର୍ଷ ଖରିଫରେ ଅମଳ ଧାନ ବିକ୍ରି କରି ପାରି…

ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ବାଧ୍ୟତାମୂଳକ ନିୟମ ପ୍ରତ୍ୟାହୃତ

ନୂଆଦିଲ୍ଲୀ,୧୯ା୪: ଆପଲ୍‌, ସାମ୍‌ସଙ୍ଗ ଓ ଅନ୍ୟାନ୍ୟ ସ୍ମାର୍ଟଫୋନ୍‌ ନିର୍ମାଣକାରୀ କମ୍ପାନୀର ବିରୋଧ ପରେ ଭାରତ ସରକାର ସମସ୍ତ ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ସଂଯୋଗ କରିବା ଯୋଜନାରୁ ଓହରିଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri