‘ଧୁମ-୪’ରେ ନେଗେଟିଭ ରୋଲରେ ନଜର ଆସିବେ ଜନ ଆବ୍ରାହମ

ମୁମ୍ବାଇ: ଧୁମ ମୁଭି ସିରିଜର ଦର୍ଶକଙ୍କ ପାଇଁ ଖୁସି ଖବର। ଧୁମ, ଧୁମ-୨, ଓ ଧୁମ-୩ ପରେ ଧୁମ-୪ର ଘୋଷଣା ବି କରାଯାଇଛି। ୨୦୦୪ରେ ରିଲିଜ ହୋଇଥିବା ‘ଧୁମ’ରେ ପ୍ରଥମ ଏପିସୋଡରେ ଜନ ଆବ୍ରାହମ ନେଗେଟିଭ ରୋଲରେ ନଜର ଆସିଥିଲେ। ଧୁମ-୨ରେ ହ୍ରିତିକ ରୋଶନ ଓ ଧୁମ-୩ରେ ଆମିର ଖାଁ ନେଗେଟିଭ ରୋଲରେ ନଜର ଆସିଥିଲେ। ଏବେ ଚର୍ଚ୍ଚା ହେଉଛି କି ଜନ ଆବ୍ରାହମ ପୁଣିଥରେ ଫେରୁଛନ୍ତି। ସେ ପୁଣିଥରେ ବାଇରେ ଚୋରି କରୁଥିବା ନଜର ଆସିବେ।
ମିଡିଆ ରିପୋର୍ଟ ଅନୁଯାୟୀ,ଚଳିତ ବର୍ଷ ଆରମ୍ଭରେ ଜନ ଶାହାରୁଖ ଖାଁ ଷ୍ଟାରର ମୁଭି ‘ପଠାନ’ରେ ତାଙ୍କ ଦମଦାର ପରଫରମାନ୍ସରେ ଦର୍ଶକଙ୍କ ଦିଲ ଜିତି ନେଇଥିଲେ। ଦର୍ଶକେ ଜନଙ୍କୁ ନେଗେଟିଭ ରୋଲରେ ବି ବହୁତ ପସନ୍ଦ କରିଥିଲେ। ସେଥିପାଇଁ ଯଦି ୟଶରାଜ ଫିଲ୍ମସ ଜନଙ୍କୁ ଧୁମ ଫ୍ରାଞ୍ଚାଇଜରେ ପୁଣି ନିଏ ତେବେ ଏଥିରେ କିଛି ଆଶ୍ଚର୍ଯ୍ୟ ହେବାର ନାହିଁ।
ଜନ କିଛିଦନ ହେବ ଓ୍ବାଇଆରଏଫ ସହ ସମ୍ପର୍କରେ ରହିଛନ୍ତି ଓ ତାଙ୍କ ସହ କିଛି ମିଟିଂ ବି କରୁଥିବା ଦେଖାଯାଇଛି। ସୂଚନାଯୋଗ୍ୟ, ପଠାନରେ ତାଙ୍କ ଅଭିନୟକୁ ନିର୍ମାତା ଆଦିତ୍ୟ ଚୋପ୍ରା ବି ପ୍ରଶଂସା କରିଥିଲେ। ସେ ଆହୁରି ମଧ୍ୟ କହିଥିଲେ କି ସେ ଜନଙ୍କୁ ପୁଣିଥରେ ଧୁମରେ ଦେଖିବାକୁ ପସନ୍ଦ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri