ପଦାର୍ଥ ବିଜ୍ଞାନରେ ନୋବେଲ ଘୋଷଣା: ଜନ୍‌ କ୍ଲାର୍କ, ମିଶେଲ ଦେଭୋରେଟ, ଜନ ମାର୍ଟିନିସ ସମ୍ମାନିତ

ଷ୍ଟକହୋମ୍‌,୭।୧୦: ବୈଜ୍ଞାନିକ ଜନ୍‌ କ୍ଲାର୍କ, ମିଶେଲ ଦେଭୋରେଟ ଏବଂ ଜନ ମାର୍ଟିନିସ ୨୦୨୫ ବର୍ଷ ପାଇଁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ଜିତିଛନ୍ତି। ରୟାଲ ସ୍ୱେଡିସ୍‌ ଏକାଡେମୀ ଅଫ୍‌ ସାଇନ୍ସେସ୍‌ ଦ୍ୱାରା ପ୍ରଦାନ କରାଯାଉଥିବା ଏହି ପୁରସ୍କାର ସେମାନଙ୍କୁ “ବୈଦ୍ୟୁତିକ ସର୍କିଟରେ ମାକ୍ରୋସ୍କୋପିକ କ୍ୱାଣ୍ଟମ ମେକାନିକାଲ ଟନେଲିଂ ଏବଂ ଶକ୍ତି କ୍ୱାଣ୍ଟାଇଜେସନ୍‌ର ଆବିଷ୍କାର” ପାଇଁ ଦିଆଯାଇଛି। ଏହି ପୁରସ୍କାରରେ ୧.୨ ନିୟୁତ ଡଲାର (୧୧ ନିୟୁତ ସ୍ୱେଡିସ୍‌ କ୍ରୋନ୍‌) ମୂଲ୍ୟର ପୁରସ୍କାର ରାଶି ବିଜେତାମାନଙ୍କ ମଧ୍ୟରେ ବଣ୍ଟନ କରାଯିବ।

 

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଲାଣ୍ଡର ସର୍ବୋଚ୍ଚ ସମ୍ମାନ ଫେରାଇଲେ ଜେଲେନସ୍କି, ରାଷ୍ଟ୍ରପତି କରୋଲ ନାଭ୍ରୋକିଙ୍କ ଘୋଷଣା ପରେ…

କ୍ୱିଭ,୨୧।୬: ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଶନିବାର ପୋଲାଣ୍ଡର ସର୍ବୋଚ୍ଚ ନାଗରିକ ସମ୍ମାନ, ହ୍ବାଇଟ ଇଗଲ ଅର୍ଡର ଫେରାଇ ଦେଇଛନ୍ତି। ପୋଲାଣ୍ଡ ଅଧିକାରୀ କାରୋଲ ନାୱରୋକିଙ୍କ ଦ୍ୱାରା…

ଇମ୍ରାନଙ୍କ ଦଳର ଚାରି ଜଣ ନେତାଙ୍କୁ ଦଶ ବର୍ଷ ଜେଲଦଣ୍ଡ

ଲାହୋର,୨୧।୬: ଶନିବାର ପାକିସ୍ତାନର ଏକ କୋର୍ଟ ୨୦୨୩ ଦଙ୍ଗା ସହିତ ଜଡିତ ଏକ ମାମଲାରେ ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଦଳର ଚାରି ଜଣ…

ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ବଡ଼ ନିଷ୍ପତ୍ତି: ସେ ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଭାରତ ପରିବର୍ତ୍ତେ ଗସ୍ତ କରିବେ ଏହି ଦେଶ

ଢାକା,୨୧।୬: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ତାଙ୍କର ପ୍ରଥମ ବିଦେଶ ଗସ୍ତ ପାଇଁ ମାଲେସିଆ ଏବଂ ଚାଇନାକୁ ବାଛିଛନ୍ତି। ଏହି ନିଷ୍ପତ୍ତିକୁ ତାଙ୍କର ନୂତନ ବୈଦେଶିକ ନୀତି…

ଇରାନର ସର୍ତ୍ତ ପୂରଣ ହେଲେ ହର୍ମୁଜ ପ୍ରଣାଳୀରୁ ବାହାରିବ ଜହାଜ, ନୂଆ ସର୍ତ୍ତକୁ ନେଇ ଚିନ୍ତାରେ ପଡିଲାଣି ସାରା ବିଶ୍ୱ

ତେହରାନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତିନାମା ପରେ, ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ପଥ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀକୁ ବାଣିଜ୍ୟିକ ଜାହାଜ ପାଇଁ ପୁନଃ…

International Yoga Day: ୩୫୦୦୦ ଲୋକଙ୍କ ସହ ଯୋଗ କଲେ ମୋଦି, କୋଲକାତାରେ ଭବ୍ୟ ଆୟୋଜନ

କୋଲକାତା,୨୧।୬: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଲକାତାର ରେଡ ରୋଡରେ ଆୟୋଜିତ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମରେ…

ରକ୍ଷକ ପାଲଟିବେ ଲୁଟେରା! ପ୍ରଥମେ କହିଥିଲେ ହର୍ମୁଜ ପ୍ରଣାଳୀ ମୁକ୍ତ ରହିବ, ଏବେ ଟ୍ରମ୍ପ କହୁଛନ୍ତି…

ଓ୍ବାଶିଂଟନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଚାଲିଛି, କିନ୍ତୁ ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂଆ ପଦକ୍ଷେପ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ଆଜି, ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର…

ନୂଆଦିଲ୍ଲୀ,୨୧।୬(ପି.ଟି.): ରବିବାର ଅନୁଷ୍ଠିତ ହେବାକୁ ଥିବା ଡାକ୍ତରୀ ଶିକ୍ଷା ପ୍ରବେଶିକା ପରୀକ୍ଷା (ଏନ୍‌ଇଇଟି-ୟୁଜି)କୁ ନିର୍ବିଘ୍ନ, ସୁରକ୍ଷିତ ଓ ସ୍ବଚ୍ଛ ଭାବେ ସମ୍ପାଦନ କରିବା ପାଇଁ ଶନିବାର ଦେଶବ୍ୟାପୀ…

ଧର୍ମେନ୍ଦ୍ର ଇସ୍ତଫା ନ ଦେବା ଯାଏ ଯନ୍ତରମନ୍ତର ଛାଡ଼ିବୁନୁ: ଦୀପ୍‌କେ

ନୂଆଦିଲ୍ଲୀ,୨୧।୬(ପି.ଟି.): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେବା ଯାଏ ନୂଆଦିଲ୍ଲୀର ଯନ୍ତରମନ୍ତର ଛାଡ଼ିବେ ନାହିଁ ବୋଲି କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପ୍ରତିଷ୍ଠାତା ଅଭିଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri