ପାଞ୍ଚ ଦିବସୀୟ ଗସ୍ତରେ ଭାରତ ଆସିବେ ବାଇଡେନଙ୍କ ବିଶେଷ ଦୂତ ଜନ କେରି

ଓ୍ବାଶିଂଟନ୍‌,୨୫।୭: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ବିଶେଷ ଦୂତ ଜନ କେରି ଭାରତ ଗସ୍ତରେ ଆସୁଛନ୍ତି॥ ଜୁଲାଇ ୨୫ ରୁ ୨୯ ପର୍ଯ୍ୟନ୍ତ ତାଙ୍କର ଗସ୍ତ ସମୟରେ ସେ ଦିଲ୍ଲୀ ଏବଂ ଚେନ୍ନାଇ ଗସ୍ତ କରିବେ। ଚେନ୍ନାଇ ଗସ୍ତ ସମୟରେ କେରି ଜି-୨୦ ପରିବେଶ ଏବଂ ଜଳବାୟୁ ମନ୍ତ୍ରୀମାନଙ୍କ ସହ ବୈଠକରେ ଅଂଶଗ୍ରହଣ କରିବେ। ବୈଠକରେ ସେ ଦିଲ୍ଲୀର ବରିଷ୍ଠ ଅଧିକାରୀଙ୍କ ସହ ଜଳବାୟୁ ଏବଂ ଶକ୍ତି ବିଷୟରେ ଆଲୋଚନା କରିବେ।

ଆମେରିକାର ବୈଦେଶିକ ମନ୍ତ୍ରଣାଳୟର ଏକ ବିବୃତି ଅନୁଯାୟୀ, କେରିଙ୍କ ଭାରତ ଗସ୍ତରେ ଜଳବାୟୁ ଏବଂ ସ୍ବଚ୍ଛ ଶକ୍ତି ଉପରେ ସହଭାଗୀ ଉଦ୍ଦେଶ୍ୟକୁ ଆଲୋଚନ ହେବ। ନବୀକରଣ ଶକ୍ତି ଏବଂ ସଂରକ୍ଷଣ ସମାଧାନରେ ବିନିଯୋଗ ପାଇଁ ଏକ ପ୍ଲାଟଫର୍ମ ର୍ନିମାଣ, ଶୂନ-ନିର୍ଗମନ ବସ ନିୟୋଜନ ଏବଂ ସ୍ବଚ୍ଛ ଶକ୍ତି ଯୋଗାଣ ଶୃଙ୍ଖଳାକୁ ବିବିଧ କରିବା ପାଇଁ ପାରସ୍ପରିକ ପ୍ରୟାସ ଉପରେ ମଧ୍ୟ ଆଲୋଚନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

୨ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

କେସିଙ୍ଗା,୮ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ପୋଲିସ ଦ୍ୱାରା ଜଣେ ଚୋରା ବ୍ୟବସାୟୀଙ୍କ ସହ ୪୧ କେଜି ଚୋରା ଗଞ୍ଜେଇ ଧରାଯାଇଛି। କୌଣସି ସୂତ୍ରରୁ ଖବର…

ସ୍କୁଟିରେ ଗଞ୍ଜେଇ ଚାଲାଣ କରି ଜେଲ୍‌ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୮ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ କର୍ମଚାରୀ ଟିମ୍‌ ସ୍ଥାନୀୟ କୃଷି ବିଭାଗ କାର୍ଯ୍ୟାଳୟ ସମ୍ମୁଖ ୧୭ ନଂ ରାଜ୍ୟ ରାଜପଥରୁ ଏକ ସ୍କୁଟି…

୨୧୬ କିମି ବେଗରେ ମାଡ଼ି ଆସୁଛି ଭୟଙ୍କର ବାତ୍ୟା! ଜାରି ହେଲା ହାଇ ଆଲର୍ଟ, ଏଇଠି କରିବ ଲ୍ୟାଣ୍ଡଫଲ

ଟୋକିଓ, ୮।୮: ଜାପାନରେ ଗତ କିଛି ମାସ ଧରି ଲଗାତାର ଭୟଙ୍କର ଭୂକମ୍ପର ଝଟକା ଆତଙ୍କ ସୃଷ୍ଟି କରିଛି। ସମୁଦ୍ରରେ ଉଠୁଥିବା ଉଚ୍ଚ ଲହରୀ ଏବଂ ସୁନାମି…

ଅବସର ପରେ ମଧ୍ୟ, ବିରାଟ-ଧୋନିଙ୍କୁ ଟକ୍କର ଦେଉଛନ୍ତି ସଚିନ

ନୂଆଦିଲ୍ଲୀ,୮।୮: ସଚିନ ତେନ୍ଦୁଲକର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବାର ଏକ ଦଶନ୍ଧିରୁ ଅଧିକ ସମୟ ବିତିଗଲାଣି; ସେ ନଭେମ୍ବର ୧୬, ୨୦୧୩ରେ ଖେଳକୁ ବିଦାୟ ଦେଇଥିଲେ। ବର୍ଷ…

ସଡ଼କ ଦୁର୍ଘଟଣାରେ ଚାଲିଗଲା ବାପ-ପୁଅଙ୍କ ଜୀବନ, ଶେଷଯାତ୍ରାରେ ବିଧାୟକ ଯୋଗ ଦେଇ…

ସୋହେଲା,୮ା୮(ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲାଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସୋହେଲାର ରୋଶନ ଅଗ୍ରଓ୍ବାଲ (୪୮) ଏବଂ ତାଙ୍କ ପୁଅ ତରୁଣ(୧୨)ଙ୍କ ମୃତ୍ୟୁ ହୋଇଯାଇଛି।…

ନାବାଳିକାଙ୍କୁ ଓଡ଼ିଶାରୁ ଅପହରଣ କରି କେରଳରେ ବଳାତ୍କାର , ଅଭିଯୋଗ ପରେ ବନ୍ଧାହେଲେ ଯୁବକ

ଜମନକିରା,୮ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଳି ଅଞ୍ଚଳର ଜନୈକା ନାବାଳିକାଙ୍କୁ ଅପହରଣ କରି କେରଳ ନେଇ ବଳାତ୍କାର କରିବା ଅଭିଯୋଗରେ ଜଣେ ଯୁବକଙ୍କୁ…

୨୨୦ କୋଟି ଖର୍ଚ୍ଚ କରି ଯୁବକ ହେଲେ କୁକୁର, କାରଣ ଜାଣିଲେ ଉଡିଜିବ ହୋସ୍‌: ଦେଖନ୍ତୁ Video

ନୂଆଦିଲ୍ଲୀ, ୮।୮: ସୋସିଆଲ ମିଡିଆରେ ଏକ ଭିଡିଓ ଦ୍ରୁତଗତିରେ ଭାଇରାଲ ହେଉଛି, ଯାହାକୁ ଦେଖି ଲୋକେ ବିଭିନ୍ନ ପ୍ରକାରର କଥା କହୁଛନ୍ତି। ଭାଇରାଲ ପୋଷ୍ଟରେ ଦାବି କରାଯାଉଛି…

ଇରାନ ଯୁଦ୍ଧକୁ ନେଇ ପେଜେଶକିଆନଙ୍କ ବଡ଼ ବିବୃତ୍ତି: ‘ଆମେ ଏହାକୁ ଆରମ୍ଭ କରିନାହୁଁ; ୪୮ ଘଣ୍ଟା ମଧ୍ୟରେ…’

ତେହରାନ,୮।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିଆନ ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଦୀର୍ଘକାଳୀନ ସଂଘର୍ଷ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ ସ୍ପଷ୍ଟ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri