ସୁପ୍ରିମକୋର୍ଟ ଯିବ ଜନସନ ଆଣ୍ଡ ଜନସନ

ୱାଶିଂଟନ,୨୩ ।୩: ବେବି ପାଉଡରରୁ କ୍ୟାନସର ହେବା ଘଟଣାକୁ ନେଇ ୩୮ ହଜାର ମାମଲା ଓ ହଜାର କୋଟି ଡଲାରର ଜରିମାନା ରାଶିକୁ ନେଇ ଅଡୁଆରେ ପଡିଯାଇଥିବା ଆମେରିକାର ଫାର୍ମା କମ୍ପାନୀ ଜନସନ ଆଣ୍ଡ ଜନସନ ଏଥିରୁ ଆଶ୍ୱସ୍ତି ପାଇବାକୁ ଏବେ ସୁପ୍ରିମକୋର୍ଟ ଯାଇପାରେ । ଏହାର ସହଯୋଗୀ ଏଲଟିଏଲ ମ୍ୟାନେଜମେଣ୍ଟକୁ ଦେବାଳିଆ ଘୋଷଣା କରିବାକୁ ସେ ସୁପ୍ରିମକୋର୍ଟଙ୍କୁ ବିଚାର କରିବାକୁ କହିବ । କମ୍ପାନୀର ଏମିତି ଏକ ପ୍ରସ୍ତାବକୁ ଆମେରିକାର ଅପିଲିୟ କୋର୍ଟ ଜାନୁୟାରୀରେ ଖାରଜ କରିଦେଇନ୍ତି । ଏହା ଉପରେ ପୁଣିଥରେ ବିଚାରର ଅପିଲକୁ ବୁଧବାରକୁ ଏକମତରେ ଖାରଜ କରି ଦିଆଯାଇଛି । ଅପିଲ ଖାରଜ କରିଥିବା ଫିଲାଡେଲଫିଆର କୋର୍ଟ କହିଛନ୍ତି, ଏଳଟିଏଲ ମ୍ୟାନେଜମେଣ୍ଟନା ଆର୍ଥିକ ଭାବେ ସଙ୍କଟରେ ରହିଛି ନା କମ୍ପାନୀକୁ ଦେବାଳିଆ ଘୋଷଣା କରିବା ଆଇନ ଦୃଷ୍ଟିରୁ ଠିକ ।
ସୂଚନାଯୋଗ୍ୟ, ଜନସନ ବେବି ପାଉଡର ବ୍ୟବହାର ଯୋଗୁ କ୍ୟାନସର ହେଉଥିବା ଦାବି କରି ଆମେରିକାବାସୀ କୋର୍ଟରେ ଏହାର କ୍ଷତିପୂରଣ ଦାବି କରିଥିଲେ । ଏହାର ରାୟରେ କମ୍ପାନୀ ଉପରେ ହଜାର କୋଟିର ଜରିମାନା ଲାଗୁ କରାଯାଇଛି । ଏବେ ଜନସନ ଆଣ୍ଡ ଜନସନ ଚେଷ୍ଟା କରୁଛି ଯେ ତା’ ଉପରେ ଆସିଥିବା ୩୮ ହଜାର ମାମଲାକୁ କେମିତି ଅଟକାଇ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ପାକିସ୍ତାନର ବଡ଼ ଗେମ୍‌! ୩ଦେଶକୁ ଏକାଠି କରି…

ଇସଲାମାବାଦ,୨୯।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ଏହି ସପ୍ତାହାନ୍ତରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଆୟୋଜନ କରିବାକୁ ଯାଉଛି। ଏହି…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri