ପୁରୁଷୋତ୍ତମପୁରରେ ନୂତନ ଏସଡିପିଓଙ୍କ କାର୍ଯ୍ୟରେ ଯୋଗ ଦାନ, ଏସବୁ ଦିଗ ପ୍ରତି ଦେବେ ଧ୍ୟାନ

ପୁରୁଷୋତ୍ତମପୁର,୩୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ଏସ୍‌ଡିପିଓ ଭାବେ ସୂର୍ଯ୍ୟମଣି ପ୍ରଧାନ ଶୁକ୍ରବାର କାର୍ଯ୍ୟରେ ଯୋଗଦେଇଛନ୍ତି। ପୂର୍ବରୁ ସେ ଆସିକା ଏସ୍‌ଡିପିଓ ଭାବେ କାର୍ଯ୍ୟ କରୁଥିଲେ। ଏହି ଅବସରରେ ତାଙ୍କୁ ପୁରୁଷୋତ୍ତମପୁର ଆଇଆଇସି ଜଗନ୍ନାଥ ମଲ୍ଲିକ, ପୋଲସରା ଆଇଆଇସି ଜିତେନ୍ଦ୍ରକୁମାର ମଲ୍ଲିକ ପ୍ରମୁଖ ସମ୍ବର୍ଦ୍ଧନା ଜଣାଇଛନ୍ତି। ଏହି ଅବସରରେ କରୋନାକୁ କିପରି ନିୟନ୍ତ୍ରଣ କରି ଲୋକଙ୍କୁ ସୁରକ୍ଷିତ ରଖାଯିବ ସେନେଇ ପ୍ରଥମେ ଗୁରୁତ୍ୱ ଦେବାସହ ଅଞ୍ଚଳରେ ଥିବା ଅପରାଧୀଙ୍କୁ ଦମନକରି ଲୋକଙ୍କୁ ନ୍ୟାୟ ପ୍ରଦାନ ମୂଳ ଲକ୍ଷ୍ୟ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

ପୁରୁଷୋତ୍ତମପୁରରେ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ, ଚର୍ଚ୍ଚାରେ କଂଗ୍ରେସର ଗୋଷ୍ଠୀକନ୍ଦଳ

ପୁରୁଷୋତ୍ତମପୁର,୮।୧୦(ସବିତା ମିଶ୍ର): ଓଡ଼ିଶା ବନ୍ଦର ପ୍ରଭାବ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଦେଖିବାକୁ ମିଳିଛି । କାଳୀମନ୍ଦିର ଛକରେ କଂଗ୍ରେସ ଓ ସିପିଆଇ କର୍ମୀମାନେ ପିକେଟିଂ କରି ଗାଡ଼ିମୋଟର…

ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ

ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…

ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା

ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି: ରମ୍ଭାରେ ଇଣ୍ଡିଆ ବ୍ଲକର ଓଡ଼ିଶା ବନ୍ଦ ପ୍ରଭାବ

ରମ୍ଭା, ୮।୧୦ (ବିଦ୍ୟାଧର ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ବ୍ଲକ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଗଞ୍ଜାମ ଜିଲାର ରମ୍ଭା ଅଞ୍ଚଳରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?