ମାର୍ଚ୍ଚ ପାଇଁ ଜିଲାପାଳ,ଏସ୍‌ପିଙ୍କ ମିଳିତ ଅଭିଯୋଗ ଶୁଣାଣିର କାର୍ଯ୍ୟସୂଚୀ ପ୍ରକାଶ

କେନ୍ଦୁଝର,୨ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମାର୍ଚ୍ଚ ପାଇଁ ଜିଲାପାଳ ଓ ଏସ୍‌ପିଙ୍କ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଆସନ୍ତା ୪ ତାରିଖ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥ ଦରବାରହଲ୍‌ଠାରେ,୧୧ତାରିଖ ସୋମବାର ଝୁମ୍ପୁରା ବ୍ଲକ୍‌ କାର୍ଯ୍ୟାଳୟଠାରେ ଏବଂ ୧୮ ତାରିଖ ସୋମବାର ତେଲକୋଇ ବ୍ଲକ୍‌ କାର୍ଯ୍ୟାଳୟଠାରେ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ବୋଲି ଜିଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି। ଏହି ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସମ୍ପର୍କରେ ବିହିତ ପଦକ୍ଷେପ ନେବାକୁ ଜିିଲାପାଳ ବିଶାଲ ସିଂହ ସଂପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏତଦ୍‌ବ୍ୟତୀତ କାର୍ଯ୍ୟସୂଚୀ ଅନୁଯାୟୀ ଅଭିଯୋଗ ଶୁଣାଣି ସ୍ଥାନରେ ଚିକିତ୍ସା, ଜାତୀୟ ସ୍ବାସ୍ଥ୍ୟ ମିଶନ, ଶ୍ରମ, ମହିଳା ଓ ଶିଶୁ ବିକାଶ, ସାମାଜିକ ସୁରକ୍ଷା, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ, ଜଳଛାୟା, ଯୋଗାଣ ବିଭାଗ ତରଫରୁ ସଚେତନତା ଆୟୋଜନ କରିବା ପାଇଁ ସଂପୃକ୍ତ ଜିଲାସ୍ତରୀୟ ଅଧିକାରୀମାନଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri