‘ କେବଳ ମିଳିତ ଉଦ୍ୟମ ଦ୍ୱାରା ମହାମାରୀର ଅନ୍ତ ସମ୍ଭବ’

ଡାଭୋସ,୧୮।୧: କରୋନା ମହାମାରୀରୁ ମୁକ୍ତି ପାଇବାକୁ ହେଲେ ମିଳିତ ଉଦ୍ୟମ ଜରୁରୀ ବୋଲି ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ କହିଛନ୍ତି। ସାରା ବିଶ୍ୱରେ ଟିକାର ସୁଷମ ବଣ୍ଟନ ଏବଂ ଟିକାକରଣ ବଢ଼ାଇବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ତେବେ ପରସ୍ପରକୁ ଦୋଷାରୋପ କରିବା ଦ୍ୱାରା ମହାମାରୀ ଦୂର କରିବା ଦିଗରେ ଆମର ଦାୟିତ୍ୱ ବିଳମ୍ବ ହେବ ବୋଲି ସୁଇଜରଲାଣ୍ଡର ଡାଭୋସରେ ଅନୁଷ୍ଠିତ ଅନ୍‌ଲାଇନ ବିଶ୍ୱ ଅର୍ଥନୀତି ଫୋରମ୍‌ ସମିଟ୍‌କୁ ଉଦ୍‌ବୋଧନ ଦେଇ ଜିନ୍‌ପିଙ୍ଗ କହିଛନ୍ତି। ଅନ୍ୟକୁ ଦୋଷାରୋପ ଏବଂ ଶୀତଳ ଯୁଦ୍ଧ ମାନସିକତା ଛାଡ଼ିବା ଲାଗି ସେ ଆମେରିକାକୁ ଇଙ୍ଗିତ କରି କହିଛନ୍ତି। ସମ୍ମିଳନୀର ପ୍ରଥମ ଦିନରେ ‘ବିଶ୍ୱର ସ୍ଥିତି’ ଶୀର୍ଷକ ଉପରେ ସ୍ବତନ୍ତ୍ର ଉଦ୍‌ବୋଧନ ଦେଇ ଚାଇନା ରାଷ୍ଟ୍ରପତି କହିଥିଲେ, ମହାମାରୀକୁ ପରାଜିତ କରିବା ଲାଗି ବିଶ୍ୱ ମିଳିତ ଉଦ୍ୟମ ଚାହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ୁ ଧରିଲେ ବିଡିଓ: ସ୍ବଚ୍ଛ ଦାରିଙ୍ଗବାଡି ପାଇଁ ପ୍ରୟାସ

ଦାରିଙ୍ଗବାଡି,୨୬।୩(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନକ୍ଷେତ୍ରକୁ ବିଶ୍ୱସ୍ତରୀୟ କରାଯିବା ପାଇଁ ପ୍ରଶାସନ ଅଣ୍ଟା ଭିଡିଛି। ଗୋଟିଏ ସପ୍ତାହରେ ପୁଣି ପ୍ରଶାସନ ପକ୍ଷରୁ ଦାରିଙ୍ଗବାଡିକୁ ସ୍ବଚ୍ଛ ଓ ସୁନ୍ଦର…

ଖାମେନେଇଙ୍କ ମୃତ୍ୟୁ ପରେ ଟ୍ରମ୍ପଙ୍କୁ ବଡ଼ ଅଫର୍‌ ଦେଲା ଇରାନ? ଚମକାଇଲା…

ତେହରାନ,୨୬।୩: ଆଜି ମଧ୍ୟପ୍ରାଚ୍ୟରେ ସଂଘର୍ଷର ୨୭ତମ ଦିନ। ଇରାନର ସର୍ୱୋଚ୍ଚ ନେତା ଖାମେନେଇଙ୍କ ସମେତ ଅନେକ ବରିଷ୍ଠ ନେତାଙ୍କ ହତ୍ୟା ପରେ ମଧ୍ୟ, ଇରାନ ଆମେରିକା ଏବଂ…

ପ୍ରଥମେ ସହରରେ ଏଲପିଜି ଗ୍ୟାସ ସିଲିଣ୍ଡର ମିଳିବ ନା ଗାଁରେ, ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୬।୩: ଆଜିକାଲି ଲୋକଙ୍କ ମନରେ ଏକ ପ୍ରମୁଖ ପ୍ରଶ୍ନ ହେଉଛି ଯେ ସେମାନେ ପ୍ରଥମେ ସହରରେ ପ୍ରଥମେ ସିଲିଣ୍ଡର ପାଇବେ ନା ଗ୍ରାମାଞ୍ଚଳରେ। ବର୍ଦ୍ଧିତ ଚାହିଦା ଏବଂ…

ଯୁବକଙ୍କ ପାଇଁ ନାକେଦମ ହେଲାଣି ପୋଲିସ-ଦମକଳ ବାହିନୀ: ଟାଓ୍ବାର ଉପରକୁ ଚଢିଯିବାରୁ…

ମୋରଡା,୨୬।୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ତଥା ଚିତ୍ରଡା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବକଙ୍କ ପାଇଁ ପୋଲିସ ଓ଼ ଦମକଳ ବାହିନୀକୁ ନାକେଦମ…

ପୁଣିଥରେ ହେବ କି ୱାର୍କ ଫ୍ରମ୍ ହୋମ୍ ଏବଂ ସ୍କୁଲ ସଟ୍ ଡାଉନ? ଏପରି କିଛି କହିଦେଲେ ବିଶେଷଜ୍ଞ, ସମସ୍ତେ କାବା..

ନୂଆଦିଲ୍ଲୀ,୨୬।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ସାଧାରଣ ଲୋକଙ୍କ ଜୀବନକୁ ପ୍ରଭାବିତ କରୁଛି। ଏହା ବିଶ୍ୱର ଶକ୍ତି ଯୋଗାଣ ଏବଂ ଇନ୍ଧନ…

ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା: ଜଗିବେ ୧୬ ପ୍ଲାଟୁନ ପୋଲିସ ଫୋର୍ସ

ପୁରୁଣା ଭୁବନେଶ୍ୱର,୨୬ା୩(ସୁବାସ ଚନ୍ଦ୍ର ପ୍ରଧାନ):ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଗୁରୁବାର ଅନୁଷ୍ଠିତ ହେବ। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ…

ଖାଉଥିଲେ ପରିବାର ଲୋକେ: ହଠାତ୍‌ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍‌ ୬ଜଣ…

ଏସଡିଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୫ଟି ସ୍ଥାନରେ ଚାଲିଛି ତନାଘନା

ଭଞ୍ଜନଗର,୨୬୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନରେ ଭିଜିଲାନ୍ସ ଟିମ ଗୁରୁବାର ସକାଳୁ ଆୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri