ଉପକୂଳରେ ୨ ଦିନିଆ ମିଳିତ ସମରାଭ୍ୟାସ

ପାରାଦୀପ,୬।୧୧(ସ୍ବ.ପ୍ର.): ଓଡ଼ିଶା ଓ ପଶ୍ଚିମବଙ୍ଗର ପୂର୍ବଉପକୂଳରେ ୨ ଦିନିଆ ମିଳିତ ସମରାଭ୍ୟାସ ଗୁରୁବାରଠାରୁ ଆରମ୍ଭ ହୋଇଛି। ଏହି କ୍ରମରେ ପାରାଦୀପ ସାମୁଦ୍ରିକ ଥାନା ଓ ଆଖପାଖ ଅଞ୍ଚଳର ଉପକୂଳବର୍ତ୍ତୀ ସମୁଦ୍ର ସୀମାରେ ମିଳିତ ପାଟ୍ରୋଲିଂ କରାଯାଇଛି। ଏହି ସମରାଭ୍ୟାସର ନାମ ସାଗର କବଚ(ଓଡିଡବ୍ଲ୍ୟୁବି-୦୨) ରଖାଯାଇଛି। ଏଥିରେ ନୌସେନା, କୋଷ୍ଟଗାର୍ଡ, ମେରାଇନ ପୋଲିସ, ଓଡ଼ିଶା ପୋଲିସ, ମତ୍ସ୍ୟବିଭାଗ, ବନ ବିଭାଗ, ଇମିଗ୍ରେଶନ, କଷ୍ଟମ୍ସ, ସିଆଇଏସ୍‌ଏଫ୍‌ ଓ ପୋର୍ଟ ସମେତ ୧୩ ସୁରକ୍ଷା ସଂସ୍ଥା ସାମିଲ ହୋଇଛନ୍ତି। ନିଜ ସୀମାରେ କୌଣସି ଛଦ୍ମବେଶୀ ଆତଙ୍କବାଦୀ ପ୍ରବେଶ କଲେ ସେମାନଙ୍କୁ କିପରି ଧରାଯିବ ସେଥିପାଇଁ ଅଭ୍ୟାସ କରାଯାଇଛି। ୨୦୦୮ ନଭେମ୍ବର ୨୬ରେ ପାକିସ୍ତାନ ଆତଙ୍କବାଦୀ ଉପକୂଳ ସୀମା ଦେଇ ଭାରତରେ ପ୍ରବେଶ କରି ମୁମ୍ବାଇ ସହରରେ ଆକ୍ରମଣ କରିଥିଲା। ସେତେବେଳେ ସୁରକ୍ଷାକର୍ମୀଙ୍କ ମଧ୍ୟରେ ସମନ୍ବୟ ରହି ନ ଥିଲା। ଉକ୍ତ ଘଟଣା ପରେ କେନ୍ଦ୍ର ସରକାର ସେଭଳି ପରିସ୍ଥିତିର ମୁକାବିଲା ପାଇଁ ପ୍ରତିବର୍ଷ ୨ଥର ଦେଶର ପୂର୍ବ ଉପକୂଳରେ ମିଳିତ ସମରାଭ୍ୟାସ କରୁଛନ୍ତି। ମାତ୍ର କୋଭିଡ୍‌ ଯୋଗୁ ଚଳିତ ବର୍ଷ ଗୋଟିଏ ଥର ସମରାଭ୍ୟାସ କରାଯିବ ବୋଲି ଜଣେ ସୁରକ୍ଷା ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri