Posted inଜାତୀୟ

ରାମବାଗରେ ମିଳିତ ସୁରକ୍ଷାକର୍ମୀ ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର, ୧୨।୧୦: ଜମ୍ମୁ-କଶ୍ମୀରର ଶ୍ରୀନଗରର ରାମବାଗ ଅଞ୍ଚଳରେ ମିଳିତ ସୁରକ୍ଷାକର୍ମୀ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏନ୍‌ କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଆତଙ୍କବାଦୀଙ୍କ ମଧ୍ୟରେ ଜଣେ ବିଦେଶୀ ଥିବାବେଳେ ଅନ୍ୟ ଜଣେ ସ୍ଥାନୀୟ ଅଞ୍ଚଳର ବୋଲି କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ କୁହାଯାଇଛି। ଏଠାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ କରାଯାଇଥିଲା। ଏହାପରେ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଥିଲା। ଆତଙ୍କବାଦୀମାନେ ଏକ ଘରେ ଲୁଚିଥିଲେ। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲେ ମଧ୍ୟ ସେମାନେ ମିଳିତ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିମାଡ଼ କରିଥିଲେ। ଏହାର ଜବାବରେ ପୋଲିସ ଏବଂ ସିଆର୍‌ପିଏଫ୍‌ ଯବାନଙ୍କ ପକ୍ଷରୁ ପାଲଟା ଗୁଳିଚାଳନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କିଟ୍‌କାଟ ପ୍ୟାକ୍‌ରୁ ହଟିଲା ଜଗନ୍ନାଥଙ୍କ ଫଟୋ

ନୂଆଦିଲ୍ଲୀ,୨୦।୧: ଲୋକପ୍ରିୟ ଚୋକେଲେଟ୍‌ ବ୍ରାଣ୍ଡ କିଟ୍‌କାଟ ପ୍ୟାକର ର଼୍ୟାପରରୁ ଭଗବାନ ଜଗନ୍ନାଥ, ବଳଭଦ୍ର ଓ ମା’ ସୁଭଦ୍ରାଙ୍କ ଫଟୋ ହଟାଇ ଦିଆଯାଇଛି। ଏ ନେଇ ନେସଲେ...

ହ୍ୟୁଣ୍ଡାଇ,ମାରୁତି କର୍ମଚାରୀ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ,୨୫।୫: କରୋନା ମହାମାରୀରୁ ଦେଶବାସୀଙ୍କୁ ସୁରକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ସାରା ଦେଶରେ ଲକ୍‌ଡାଉନ-୪ ଲାଗୁ କରାଯାଇଛି। ଏହି ଲକ୍‌ଡାଉନ ଅବଧି ମଧ୍ୟରେ ସରକାର ବହୁ...

କାଶୀ ବିଶ୍ୱନାଥଙ୍କ ଦର୍ଶନ-ପୂଜନ ଏବେ ମହଙ୍ଗା…

ବାରାଣସୀ, ୧୩।୭ : ଶ୍ରାବଣରେ କାଶୀ ବିଶ୍ୱନାଥ ମନ୍ଦିରରେ ପ୍ରଭୁଙ୍କ ଦର୍ଶନ-ପୂଜା ମହଙ୍ଗା ହୋଇଛି। ସୋମବାରମଙ୍ଗଳ ଆରତୀଙ୍କ ଫି ୧୫୦୦ ରୁ ୨,୦୦୦ ଟଙ୍କାକୁ ବୃଦ୍ଧି...

ଘରେ ପଶି ଏସ୍‌ପିଓଙ୍କୁ ଗୁଳି କଲେ ଆତଙ୍କବାଦୀ…

ଶ୍ରୀନଗର,୨୮।୬: ଜମ୍ମୁ-କଶ୍ମୀରର ଏୟାରଫୋର୍ସ ଷ୍ଟେଶନରେ ଡ୍ରୋନ୍‌ ଦ୍ୱାରା ଆତଙ୍କବାଦୀ ଆକ୍ରମଣ କରିବା ପରେ ଜଣେ ଏସ୍‌ପିଓଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ଆତଙ୍କବାଦୀମାନେ ପୁଲଓ୍ବାମାର ଅଓ୍ବନ୍ତିପୋରାସ୍ଥିତ...

ସୁମନ ଯୋଜନା: ଗର୍ଭବତୀଙ୍କ ସମସ୍ତ ଖର୍ଚ୍ଚ ବହନ କରିବେ ସରକାର

ନୂଆଦିଲ୍ଲୀ,୧୨।୧୦: ଗର୍ଭବତୀଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସୁମନ ଯୋଜନା ଆରମ୍ଭ କରାଯାଇଛି। ଏହି ଯୋଜନା ଅନ୍ତର୍ଗତ ଗର୍ଭବତୀଙ୍କ ସମସ୍ତ ଖର୍ଚ୍ଚ ସରକାର...

ଥକି ପଡିଲେଣି ନୀତୀଶ: ତେଜସ୍ୱୀ ଯାଦବ

ପାଟନା,୧୬ ।୧୦: ବିହାର ବିଧାନସଭା ନିର୍ବାଚନ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ପାଇଁ ଆଉ ଅଳ୍ପ ଦିନ ବାକି ରହିଛି । ଆଉ ଏହାରି ମଧ୍ୟରେ...

ଜନତାଙ୍କୁ ଧନ୍ୟବାଦ ଜଣାଇଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀରେ ଆମ ଆଦମୀ ପାର୍ଟି (ଏଏପି) ଏବେ ପର୍ଯ୍ୟନ୍ତ ହୋଇଥିବା ମତଗଣନାରେ ବହୁମତରେ ଆଗରେ ରହିଛି। ଏନେଇ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଓ...

୧୨ ଘଣ୍ଟା ପରେ କରୋନା ମୃତକଙ୍କଠାରୁ ବ୍ୟାପି ନ ଥାଏ ସଂକ୍ରମଣ: ଏମ୍ସ୍‌ ବିଶେଷଜ୍ଞ…

ନୂଆଦିଲ୍ଲୀ,୨୭।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ କରୋନା ମୃତକଙ୍କଠାରୁ ସଂକ୍ରମଣ ହେବ କି ନାହିଁ ସେ ନେଇ ବିଶେଷଜ୍ଞ ସୂଚନା...

Advertisement
Archives

Model This Week