ହାତୀ ମୃତ୍ୟୁ ରୋକିବାକୁ ଗଠନ ହେବ ଜଏଣ୍ଟ ଟାସ୍କ ଫୋର୍ସ

କଟକ ଅଫିସ,୨୫।୮: ରାଜ୍ୟରେ ହାତୀ ମୃତ୍ୟୁ ମାମଲା ସାମ୍ନାକୁ ଆସିବାରେ ଲାଗିଛି। ତେବେ ଏହାକୁ ରୋକିବା ପାଇଁ ଜଏଣ୍ଟ ଟାସ୍କ ଫୋର୍ସ ଗଠନ କରାଯିବ। ପୋଲିସ ଓ ବନ ବିଭାଗକୁ ନେଇ ଏହି ଜଏଣ୍ଟ ଟାସ୍କ ଫୋର୍ସ ଗଠିତ ହେବ । ଏହା ଦ୍ୱାରା ହାତୀ ମୃତ୍ୟୁ ଏବଂ ବନ୍ୟପ୍ରାଣୀ ଚାଲାଣ ରୋକା ଯାଇପାରିବ। ଏ ନେଇ ପୋଲିସ ଡିଜି ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ସେପ୍ଟେମ୍ବର ୨୬ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝରାଫୁଲ ମୃତ୍ୟୁ ରହସ୍ୟ ହଟିପାରୁନି

ଭୁବନେଶ୍ୱର (ବ୍ୟୁରୋ)/: ରସୁଲପୁର,୧ା ୨(ଡି.ଏନ.ଏ.): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ମୟୂରଭଞ୍ଜର ଝରାଫୁଲ ନାୟକଙ୍କ ମୃତ୍ୟୁକୁ ୫ ଦିନ ବିତିଛି। ଇତିମଧ୍ୟରେ ତାଙ୍କ ପ୍ରେମିକ ରାକେଶ...

ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର

କଣ୍ଟାବାଞ୍ଜି,୨୫ା୧(ଡି.ଏନ.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଫରେଷ୍ଟ ରେଞ୍ଜ ଅଧିନ ପଖନମୁଣ୍ଡା ଗାଁରେ ଶୁକ୍ରବାର ରାତିରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ...

କୋର୍ଟରେ ହାଜର ହେଲେ ଶର୍ମିଷ୍ଠା

ଭୁବନେଶ୍ୱର,୨୮।୩(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ହତ୍ୟାମାମଲାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତ ସୋମବାର କୋର୍ଟରେ ହାଜର ହୋଇଛନ୍ତି। ତାଙ୍କୁ କ୍ରାଇମବ୍ରାଞ୍ଚ ଚାନ୍ଦବାଲି ଜେଏମ୍‌ଏଫସି କୋର୍ଟରେ...

ଲଜ୍‌ ସିଲ, ୬ ଜେଲ୍‌ ଗଲେ

ପାଣିକୋଇଲି,୨ା୯(ଡି.ଏନ.ଏ.): ପାଣିକୋଇଲି ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ କଡ଼ରେ ଥିବା ଏକ ଲଜ୍‌ରେ ଦେହ ବ୍ୟବସାୟ ଚାଲୁଥିବା ଖବର ପାଇ ପୋଲିସ ବୁଧବାର...

କଳାବଜାର ରୋକିବାକୁ ଗୋଦାମରେ ଚଢ଼ାଉ

ବାଲେଶ୍ୱର ଅଫିସ, ୮।୫: ବାଲେଶ୍ୱର ଜିଲାରେ ବାତ୍ୟା ଆଶଙ୍କାକୁ ନେଇ ଖାଦ୍ୟ ସାମଗ୍ରୀରେ କଳାବଜାରି ଆରମ୍ଭ ହୋଇଛି। ଶନିବାର ଜିଲା ଯୋଗାଣ ବିଭାଗ ପକ୍ଷରୁ ସହରର...

ସୃଷ୍ଟି ହେଲା ଲଘୁଚାପ: ୨୧ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ୧୮ ତାରିଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସୋମବାର ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ...

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ତତ୍ପର: କୂଳକୁ ଫେରିଲା ଟ୍ରଲର, ଦୀଘାରେ ଏନ୍‌ଡିଆରଏଫ୍‌ର ସଚେତନତା

ଭୋଗରାଇ,୨୩ା୫(ଡି.ଏନ୍‌.ଏ.): ଆସୁଛି ବାତ୍ୟା ୟାସ୍‌। ବାଲେଶ୍ୱର ଉପକୂଳ ସହିତ ପଶ୍ଚିମବଙ୍ଗ ପୂର୍ବ ମେଦିନାପୁର ସମୁଦ୍ର କୂଳରେ ଏହି ଭୟଙ୍କର ସାମୁଦ୍ରିକ ଝଡ଼ ସ୍ଥଳଭାଗ ଛୁଇଁବା ନେଇ...

ଅଙ୍ଗାରକାମ୍ଳ ଗ୍ୟାସ୍‌ ଲିକ୍‌: ଲୋକେ ଅଣନିଃଶ୍ୱାସୀ

ନୟାଗଡ଼ ଅଫିସ/ରଣପୁର,୬ା୫(ସ୍ବ.ପ୍ର.): ବଲାଙ୍ଗୀର-ଖୋର୍ଦ୍ଧା ୫୭ନଂ. ଜାତୀୟ ରାଜପଥର ନୟାଗଡ଼ ଜିଲା ରଣପୁର ଥାନା ଅନ୍ତର୍ଗତ ରାଜସୁନାଖଳା ନିକଟ ବିନୋଦପଡ଼ା ଛକରେ ଗୁରୁବାର ରାତି ପ୍ରାୟ ସାଢ଼େ...

Advertisement
Archives

Model This Week