ପରିବେଶ ସୁରକ୍ଷା ବାର୍ତ୍ତା ନେଇ ସାଇକେଲ୍‌ରେ ବିଶ୍ୱ ଭ୍ରମଣ କରୁଛନ୍ତି ଜୋଜୋ ଦାଦା

ଭୁବନେଶ୍ୱର,୧୦।୪: କେବଳ ଦେଶ ନୁହେଁ ବିଦେଶକୁ ସାଇକେଲରେ ଭ୍ରମଣ କରୁଛନ୍ତି ପଶ୍ଚିମବଙ୍ଗ ଲାଲଗୁଲା ମୁର୍ଶିଦାବାଦର ପ୍ରସନଜିତ୍‌ ଦାସ। । ଲୋକେ ତାଙ୍କୁ ଜୋଜୋ ଦାଦା ବୋଲି ଡାକନ୍ତି। ପରିବେଶ ସୁରକ୍ଷା, ବିଶ୍ୱ ଶାନ୍ତି ଭଳି ବିଭିନ୍ନ ବାର୍ତ୍ତା ନେଇ ୧୭ ବର୍ଷ ମଧ୍ୟରେ ସାରା ବିଶ୍ୱ ଭ୍ରମଣ କରିବାକୁ ଲକ୍ଷ୍ୟ ରଖିଛନ୍ତି ଜୋଜୋ। ତାଙ୍କର ଏହି ମିଶନ ଗତ ଜାନୁଆରୀ ୪ରୁ ଆରମ୍ଭ କରିଛନ୍ତି। ସେ ଏ ପର୍ଯ୍ୟନ୍ତ ପଶ୍ଚିମବଙ୍ଗ, ଝାଡଖଣ୍ଡ ଭ୍ରମଣ କରିସାରିଥିବା ବେଳେ ଏବେ ଆସି ପହଞ୍ଚିଯାଇଛନ୍ତି ଓଡ଼ିଶାର ଭୁବନେଶ୍ୱରରେ…


Enter your email to get our daily news in your inbox.

All Right Reserved By Dharitri.Com

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri