ପରିବେଶ ସୁରକ୍ଷା ବାର୍ତ୍ତା ନେଇ ସାଇକେଲ୍‌ରେ ବିଶ୍ୱ ଭ୍ରମଣ କରୁଛନ୍ତି ଜୋଜୋ ଦାଦା

ଭୁବନେଶ୍ୱର,୧୦।୪: କେବଳ ଦେଶ ନୁହେଁ ବିଦେଶକୁ ସାଇକେଲରେ ଭ୍ରମଣ କରୁଛନ୍ତି ପଶ୍ଚିମବଙ୍ଗ ଲାଲଗୁଲା ମୁର୍ଶିଦାବାଦର ପ୍ରସନଜିତ୍‌ ଦାସ। । ଲୋକେ ତାଙ୍କୁ ଜୋଜୋ ଦାଦା ବୋଲି ଡାକନ୍ତି। ପରିବେଶ ସୁରକ୍ଷା, ବିଶ୍ୱ ଶାନ୍ତି ଭଳି ବିଭିନ୍ନ ବାର୍ତ୍ତା ନେଇ ୧୭ ବର୍ଷ ମଧ୍ୟରେ ସାରା ବିଶ୍ୱ ଭ୍ରମଣ କରିବାକୁ ଲକ୍ଷ୍ୟ ରଖିଛନ୍ତି ଜୋଜୋ। ତାଙ୍କର ଏହି ମିଶନ ଗତ ଜାନୁଆରୀ ୪ରୁ ଆରମ୍ଭ କରିଛନ୍ତି। ସେ ଏ ପର୍ଯ୍ୟନ୍ତ ପଶ୍ଚିମବଙ୍ଗ, ଝାଡଖଣ୍ଡ ଭ୍ରମଣ କରିସାରିଥିବା ବେଳେ ଏବେ ଆସି ପହଞ୍ଚିଯାଇଛନ୍ତି ଓଡ଼ିଶାର ଭୁବନେଶ୍ୱରରେ…


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri