Posted inଖେଳ

ଆଇପିଏଲରୁ ଓହରିଲେ ୩ ଇଂଲଣ୍ଡ ଖେଳାଳି

ନୂଆଦିଲ୍ଲୀ,୧୧।୯: ଆସନ୍ତା ୧୯ ତାରିଖରୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ରେ ଆରମ୍ଭ ହେବାକୁ ଥିବା ଚଳିତ ଆଇପିଏଲ ସିଜନର ବଳକା ମ୍ୟାଚ୍‌ରୁ ଜଣଙ୍କ ପରେ ଜଣେ ଇଂଲଣ୍ଡ ଖେଳାଳି ଓହରି ଯାଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ଲୋକପ୍ରିୟ କ୍ରିକେଟ ଲିଗ୍‌ରେ ଖେଳିବାକୁ ମନା କରି ଦେଇଛନ୍ତି ଦାଓ୍ବିଦ ମଲାନ, ଜନ୍ନି ବେଆରଷ୍ଟୋ ଓ କ୍ରିସ ଓ୍ବକ୍ସ।

ଆଇପିଏଲରେ ଭାଗ ନେବା ପାଇଁ ଇଂଲଣ୍ଡ ଓ ଭାରତୀୟ ଦଳର ଖେଳାଳି ମାଞ୍ଚେଷ୍ଟରରୁ ସିଧାସଳଖ ୟୁଏଇ ଯିବାର ଥିଲା। କିନ୍ତୁ ଭ୍ରମଣକାରୀ ଦଳର କ୍ୟାମ୍ପରେ କୋଭିଡ୍‌-୧୯ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରୁ ଆଇପିଏଲ ଫ୍ରାଞ୍ଚାଇଜଙ୍କୁ ସେମାନଙ୍କ ବ୍ୟବସ୍ଥା କରିବାକୁ ପଡ଼ୁଛି।

ବେଆରଷ୍ଟୋ, ମଲାନ ଓ ଓ୍ବକ୍ସ ୬ ଦିନିଆ କ୍ୱାରେଣ୍ଟିନ ବ୍ୟବସ୍ଥା ପାଇଁ ପଛଘୁଞ୍ଚା ଦେଉଛନ୍ତି। ଆଇପିଏଲ ପରେ ଟି୨୦ ବିଶ୍ୱକପ୍‌ ଓ ଆଶେସ ଭଳି ଗୁରୁତ୍ୱପୂର୍ଣ୍ଣ ଅନ୍ତର୍ଜାତୀୟ ଇଭେଣ୍ଟ ଥିବାରୁ ଏବେ ଘର ଲୋକଙ୍କ ସହ ସମୟ ବିତାଇବାକୁ ସେମାନେ ଚାହୁଁଛନ୍ତି ବୋଲି ଜଣେ ବିସିସିଆଇ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri