କଟକଣାରେ ଜୋରନ୍ଦା ମାଘ ମେଳା: ଏଥର ବି ଶ୍ରଦ୍ଧାଳୁଙ୍କୁ ମନା

ଢେଙ୍କାନାଳ ଅଫିସ, ୩୦।୧: ବିଶ୍ୱ ପ୍ରସିଦ୍ଧ ଜୋରନ୍ଦା ମାଘ ମେଳାକୁ ଶ୍ରଦ୍ଧାଳଙ୍କୁ ମନା। ଏ ନେଇ ଜିଲା ପ୍ରଶାସନ କଟକଣା ଜାରି କରିିଛନ୍ତି। ଶ୍ରଦ୍ଧାଳୁଙ୍କୁ ସମ୍ପୂର୍ଣ୍ଣ ରୂପେ ମେଳାକୁ ଯିବାକୁ ବାରଣ କରାଯାଇଛି । ଏଥର ରାଜ୍ୟ ବାହାରୁ ଓ ଜିଲା ବାହାରୁ ଆସୁଥିବା ବାବା ମହିମା ଧର୍ମୀମାନଙ୍କୁ ଜୋରନ୍ଦା ମେଳା ଆସିବାକୁ ଜିଲା ପ୍ରଶାସନ ଅନୁମତି ଦେଇଛି । କେବଳ ବାବାମାନଙ୍କୁ ନେଇ ଚଳିତ ବର୍ଷ ମାଘମେଳା କରାଯିବ।
କୋଭିଡ୍‌ କଟକଣା ଭିତିରେ ଏହି ଉତ୍ସବ ପାଳନ କରାଯିବ। ସମ୍ପୂର୍ଣ୍ଣ ରୀତିନୀତିରେ ମାଘମେଳା ହେବ। ଫେବୃୟାରୀ ୧୫,୧୬ ଓ ୧୭ ତାରିଖ ୩ ଦିନ ଧରି ମାଘମେଳା ହେବ । ଜିଲା ପ୍ରଶାସନ ମାଘମେଳା ନେଇ ଏକ ସ୍ବତନ୍ତ୍ର କମିଟି ଗଠନ କରିଛନ୍ତି । ଏହି କମିଟି ଯୋରନ୍ଦା ମାଘମେଳା ପରିଚାଳନା ଦାୟିତ୍ୱ ନେବ ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri