ପୁରୁଣା ସହଯୋଗୀ ଇସ୍ରାଏଲର ହାତ ଛାଡିଲେ

ଜେରୁଜେଲମ,୨।୧୧: ଆଜିକୁ ୨୭ଦିନ ଧରି ଇସ୍ରାଏଲ-ହମାସ ମଧ୍ୟରେ ଯୁଦ୍ଧ ଲାଗି ରହିଛି। ଇସ୍ରାଏଲ ସେନା ଲଗାତାର ଗାଜା ସୀମାରେ ଟ୍ୟାଙ୍କର ଦ୍ୱାରା ଆକ୍ରମଣ କରୁଛନ୍ତି। ସେନା ଜବାଲିଆ ଶରଣାର୍ଥୀ ଶିବିରିରେ ଏୟାର ଷ୍ଟ୍ରାଇକ କରିଛି। ଆକ୍ରମଣରେ ୧୯୫ପାଲେଷ୍ଟାଇନ ନାଗରିକଙ୍କ ମୃତ୍ୟୁ ହୋଇଛି। ତେବେ ଏହାରି ଭିତରେ ଇସ୍ରାଏଲ ଆକ୍ରମଣକୁ ନିନ୍ଦା କରି ଅନେକ ଦେଶ ଇସ୍ରାଏଲର ହାତ ଛାଡିବାକୁ ବସିଛନ୍ତି। ପୂର୍ବରୁ ହମାସର ଆକ୍ରମଣରେ ଇସ୍ରାଏଲକୁ ସାଥ୍‌ ଦେଇଥିବା ଦେଶ ଏବେ ଇସ୍ରାଏଲକୁ ମୁହଁ ମୋଡିଲେଣି।
ଇସ୍ରାଏଲର ଏପରି ନର ସଂହାରକୁ ନିନ୍ଦା କରି ଇସ୍ରାଏଲର ପ୍ରମୁଖ ସହଯୋଗୀ କୁହାଯାଉଥିବା ଦେଶ ଜୋର୍ଡାନ ତେଲ ଅଭିଭରୁ ନିଜ ରାଷ୍ଟ୍ରଦୂତଙ୍କୁ ଫେରାଇ ନେଇଛି। ସବୁଠାରୁ ବଡ କଥା ହେଲା, ଜୋର୍ଡାନ ଆମେରିକାର ପ୍ରମୁଖ ସହଯୋଗୀ ରାଷ୍ଟ୍ର। ଯେତେବେଳେ କି ଆମେରିକା ଏହି ଯୁଦ୍ଧରେ ଇସ୍ରାଏଲକୁ ସମର୍ଥନ କରିଛି।

ଜୋର୍ଡାନ ବୁଧବାର ଇସ୍ରାଏଲରୁ ନିଜର ରାଷ୍ଟ୍ରଦୂତକୁ ଫେରାଇ ଆଣିବା ସହ ଗାଜାରେ ହେଉଥିବା ମାନବୀୟ ବିପଦକୁ ବିରୋଧ କରିଛି। ସେହିପରି ଲାଟିନ ଆମେରିକା ଦେଶ ବୋଲିଭିଆ, କଲୋମ୍ବିଆ, ଚିଲେ ଓ ତୁର୍କୀ ଆକ୍ରମଣକୁ ନିନ୍ଦା କରି ରାଷ୍ଟ୍ରଦୂତକୁ ଫେରାଇ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?