୨୮ ବର୍ଷ ବୟସରେ ଏହି ଯୁବକ ହେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨ା୭: ଗତ ୫ ବର୍ଷ ମଧ୍ୟରେ ବିଶ଼୍ବର ବିଭିନ୍ନ ଦେଶରେ ନିର୍ବାଚନ ହୋଇଛି । ପ୍ରାୟତଃ ରାଷ୍ଟ୍ରରେ ସରକାର ବଦଳିଛି ଏବଂ ପ୍ରଧାନମନ୍ତ୍ରୀ ମଧ୍ୟ ବଦଳିଛନ୍ତି । ହେଲେ ଭାରତରେ ସମାନ ସରକାର ରହିଛି । ଅନ୍ୟପଟେ ଫ୍ରାନ୍ସର ନିର୍ବାଚନ ଇତିହାସରେ ବଡ଼ ପରିବର୍ତ୍ତନ ହେବା ନେଇ ଅନୁମାନ କରାଯାଉଛି । ସଂସଦ ନିର୍ବାଚନରେ ଏହି ଦେଶରେ ରେକର୍ଡ ସଂଖ୍ୟକ ମତଦାନ ହୋଇଛି । କିନ୍ତୁ ବର୍ତ୍ତମାନ ୨୮ ବର୍ଷୀୟ ଜଣେ ଯୁବକ ଦେଶର ପ୍ରଧାନମନ୍ତ୍ରୀ ହେବାକୁ ରେସ୍‌ର ଆଗରେ ରହିଛନ୍ତି । ଏହି ଯୁବକ ବର୍ତ୍ତମାନର ରାଷ୍ଟ୍ରପତି ଇମାନୁଏଲ୍‌ ମାକ୍ରୋନଙ୍କ ଦଳକୁ ପରାସ୍ତ କରିଛନ୍ତି । ଖାଲି ସେତିକି ନୁହେଁ ସୁବୁଠାରୁ ଅଧିକ କ୍ଷମତାଶାଳୀ ଦଳ ନ୍ୟୁ ପପୁଲାର ଆଲାଏନ୍ସକୁ ବି ପଛରେ ପକାଇ ଦେଇଛନ୍ତି ଏହି ଯୁବକ ।

ଫ୍ରାନ୍ସର ସଂସଦୀୟ ନିର୍ବାଚନରେ ପ୍ରଥମଥର ଧୂର ଦକ୍ଷିଣପନ୍ଥି ପାର୍ଟି ନ୍ୟାଶନାଲ୍‌ ରାଲି ସରକାର ଗଠନ କରିବା ନେଇ ରାସ୍ତା ସଫା ହୋଇଛି । ନ୍ୟାଶନାଲ୍‌ ରାଲିକୁ ୩୩.୧ ପ୍ରତିଶତ ଭୋଟ ମିଳିଥିବା ବେଳେ ବାମପନ୍ଥି ମେଣ୍ଟକୁ ୨୮ ପ୍ରତିଶତ ଭୋଟ ମିଳିଛି । ଅନ୍ୟପଟେ ରାଷ୍ଟ୍ରପତି ଇମାନୁଏଲ୍‌ ମାକ୍ରୋନ୍‌ଙ୍କ ଦଳକୁ ୨୦.୭ ପ୍ରତିଶତ ଭୋଟ ମିଳିଛି । ପ୍ରଥମ ଥର ପାଇଁ ନ୍ୟାଶନଲ୍‌ ରାଲି ପାର୍ଟିକୁ ଏହି ସଫଳତା ମିଳିଛି । ତେବେ ଦଳର ନେତା ଜୋର୍ଡାନ ବରଦେଲା ଦଳରୁ ପ୍ରାଧାନମନ୍ତ୍ରୀ ପ୍ରାର୍ଥୀ ହେବା ପାଇଁ ମୁଖ୍ୟ ଦାବିଦାର ରହିଛନ୍ତି । ତାଙ୍କୁ ଏବେ ମାତ୍ର ୨୮ ବର୍ଷ ବୟସ ବୋଲି ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri