Posted inଖେଳ

୧୭ ବର୍ଷ ପରେ ଅବସର ଘୋଷଣା କରି ଚମକାଇଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୯।୩: କ୍ରିକେଟ ଜଗତରେ ଇଂଲଣ୍ଡ କ୍ରିକେଟର ଜୋଶ କବ ଏକ ଜଣାଶୁଣା ନାମ, ଯିଏ ୧୭ ବର୍ଷ ଧରି ଘରୋଇ କ୍ରିକେଟରେ ନିଜର ଚମତ୍କାର ପ୍ରଦର୍ଶନ କରି ଦର୍ଶକଙ୍କ ହୃଦୟ ଜିତିଥିଲେ। ଏବେ ସେ ତାଙ୍କ ବୃତ୍ତିଗତ କ୍ରିକେଟ କ୍ୟାରିୟରକୁ ବିଦାୟ ଦେଇଛନ୍ତି। ଜୋଶ କବ କେବଳ ଘରୋଇ କ୍ରିକେଟରେ ନିଜର ଛାପ ଛାଡ଼ି ନ ଥିଲେ ବରଂ ଯୁବ ଖେଳାଳିମାନଙ୍କୁ ତାଲିମ ଦେବାରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ।
କବ ୪୪୮ଟି ବୃତ୍ତିଗତ ମ୍ୟାଚ୍‌ ଖେଳିଛନ୍ତି । ମାତ୍ର ୧୭ ବର୍ଷ ବୟସରେ ସେତାଙ୍କ କ୍ୟାରିଅର ଆରମ୍ଭ କରିଥିଲେ। ସେ ତାଙ୍କ କ୍ୟାରିଅରରେ ୧୩,୦୦୦ରୁ ଅଧିକ ରନ କରିଥିଲେ। ସେ ଘରୋଇ କ୍ରିକେଟରେ ସ୍ପିନ ବୋଲିଂ କରିବା ସମୟରେ ୧୩୩ଟି ଉଇକେଟ ମଧ୍ୟ ନେଇଥିଲେ। କବ ୨୦୦୮ ମସିହାରେ ୧୪୮ ରନର ଏକ ଚମତ୍କାର ଇନିଂସ ଖେଳି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।
୨୦୦୮ ମସିହାରେ, ସେ ୧୪୮ ରନର ଏକ ଚମତ୍କାର ଇନିଂସ ଖେଳି ସବୁଠାରୁ କମ ବୟସ୍କ ଶତକ ହାସଲ କରିବାର ରେକର୍ଡ ସୃଷ୍ଟି କରିଥିଲେ। ସେ ୱାରୱିକଶାୟାର ଏକାଡେମୀରେ ଯୁବ ଖେଳାଳିମାନଙ୍କୁ ପ୍ରଶିକ୍ଷଣ ଦେଇଥିଲେ, ଯେଉଁମାନଙ୍କ ମଧ୍ୟରୁ ଅନେକ ଏବେ ଅନ୍ତର୍ଜାତୀୟ କ୍ରିକେଟରେ ଭଲ ପ୍ରଦର୍ଶନ କରୁଛନ୍ତି।
କହି ରଖୁଛୁ ଯେ କ୍ରିକେଟରୁ ଅବସର ନେବା ପରେ, ଜୋଶ କବ ଏବେ ବାଳକ ଏକାଡେମୀର ମୁଖ୍ୟ ଭାବରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ। ଏହି ନୂତନ ଭୂମିକାରେ, ସେ ଯୁବ କ୍ରିକେଟରମାନଙ୍କ ପ୍ରଶିକ୍ଷକ ଏବଂ ପରାମର୍ଶଦାତା ରହିିବେ।
ତେବେ ଅବସର ଘୋଷଣା କରି ଜୋଶ କବ କହିଛନ୍ତି, “୧୮ ବର୍ଷ ପୂର୍ବେ ଯେତେବେଳେ ମୁଁ କ୍ରିକେଟରେ ପାଦ ଦେଇଥିଲି, ଏହି ଯାତ୍ରା ବହୁତ ଖରାପ ଥିଲା, କିନ୍ତୁ ଏହା ସମ୍ପୂର୍ଣ୍ଣ ଉପଭୋଗ୍ୟ ଥିଲା। ଏହି ଯାତ୍ରାରେ ମୋତେ ସମର୍ଥନ କରିଥିବା ଏବଂ ମୋ କ୍ୟାରିୟରରେ ମୋତେ ସୁନ୍ଦର ସ୍ମୃତି ଦେଇଥିବା ସମସ୍ତଙ୍କ ପ୍ରତି ମୁଁ କୃତଜ୍ଞ। କ୍ରିକେଟ ମୋତେ ବହୁତ କିଛି ଦେଇଛି, ଯେଉଁଥିରେ ୧୮ ବର୍ଷ ବୟସରେ ଲର୍ଡସରେ ମୋର ପ୍ରଥମ ଶତକ ଏବଂ ଦୁଇଥର ଟି୨୦ ବ୍ଲାଷ୍ଟ ଫାଇନାଲ ଜିତିବାର ସ୍ମୃତି ମଧ୍ୟ ରହିଛି।”

Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କାଶ୍ମୀରରେ କୁଲଗାମ ପରେ କିଶ୍ୱାଡ଼ରେ ଆତଙ୍କୀ ଆକ୍ରମଣ ଆଶଙ୍କା: ଦୁଇ SPO ଯବାନ ନିଖୋଜ, ହାଇଆଲର୍ଟ

ଶ୍ରୀନଗର,୧୧ା୧୧: : ଜମ୍ମୁ-କାଶ୍ମୀରର କୁଲଗାମରେ ଆତଙ୍କବାଦୀ ଆକ୍ରମଣ ଘଟଣା ପରେ ଏବେ କିଶ୍ୱାଡ଼ ଜିଲାରେ ଉତ୍ତେଜନା ପ୍ରକାଶ ପାଇଛି। କିଶ୍ୱାଡ଼ର ମାରୱାହ ସ୍ଥିତ ଦେହରନା ଜଙ୍ଗଲ ଅଞ୍ଚଳରେ…

ICCର ଟେଷ୍ଟ ରାଙ୍କିଂ ଜାରି; ଟପ୍‌-୧୦ରେ ୨ ଭାରତୀୟ ଖେଳାଳି, ଦେଖନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୧୧।୧୧: ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ବୁଧବାର ଟେଷ୍ଟ କ୍ରିକେଟ୍‌ର ସଦ୍ୟତମ ଖେଳାଳି ରାଙ୍କିଂ ଜାରି କରିଛି । ଏହି ରାଙ୍କିଂର ଟପ୍‌-୧୦ ବ୍ୟାଟରଙ୍କ ତାଲିକାରେ ଦୁଇ…

ସ୍ୱଚ୍ଛତାରେ ଓଡ଼ିଶାକୁ ଜାତୀୟ ସମ୍ମାନ! ସ୍ୱଚ୍ଛ ଉପକୂଳ ସହର ବର୍ଗରେ…

ଭୁବନେଶ୍ୱର,୧୧ା୧୧: ସହରାଞ୍ଚଳର ପରିମଳ ବ୍ୟବସ୍ଥା, ସ୍ୱଚ୍ଛତା ଓ ସ୍ଥାୟୀ ବର୍ଜ୍ୟବସ୍ତୁ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରୟାସ ପାଇଁ ଜାତୀୟ ସ୍ତରରେ ସ୍ୱୀକୃତି ହାସଲ କରିଛି ଓଡ଼ିଶା ।…

ସୋନିଆଙ୍କ ସହ ଐଶ୍ୱର୍ଯ୍ୟାଙ୍କ ୩୨ ବର୍ଷ ପୁରୁଣା ଭିଡିଓ ଭାଇରାଲ୍‌, ହାତରେ ଫୁଲ ଧରି କରିଥିଲେ….

ନୂଆଦିଲ୍ଲୀ,୧୧।୧୧: ସୋନିଆ ଗାନ୍ଧୀଙ୍କ ଏକ ପୁରୁଣା ଭିଡିଓ ଏବେ ସୋସିଆଲ୍‌ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ସୋନିଆଙ୍କ ସହ ବଲିଉଡ୍‌ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ…

ରୌପ୍ୟ ଜିତି ଓଡ଼ିଶା ଫେରିଲେ ପାୟଲ ନାଗ, ୧୦ ଲକ୍ଷ ଟଙ୍କା ପୁରସ୍କାର ଦେଲା ରାଜ୍ୟ କ୍ରୀଡ଼ା ବିଭାଗ

ଭୁବନେଶ୍ୱର,୧୧।୧୧: ଜାପାନର ନାଗୋୟାଠାରେ ଅନୁଷ୍ଠିତ ଏସିଆନ୍‌ ପାରା ଗେମ୍ସ-୨୦୨୬ର ମହିଳା ଆର୍ଚେରୀ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଥିଲେ ଓଡ଼ିଶାର ପାୟଲ ନାଗ । ସେ ବୁଧବାର…

ଇଂଲଣ୍ଡ ପାଇଁ ବଡ଼ ଝଟକା; ODI-T20 ସିରିଜରୁ ବାଦ୍ ପଡ଼ିଲେ…

ଲଣ୍ଡନ,୧୧।୧୧: ଅଷ୍ଟ୍ରେଲିଆ ଗସ୍ତ ପୂର୍ବରୁ ଇଂଲଣ୍ଡ କ୍ରିକେଟ୍‌ ଦଳକୁ ଲାଗିଛି ବଡ଼ ଝଟ୍‌କା। ଦଳର ଷ୍ଟାର୍‌ ବ୍ୟାଟର୍‌ ଜାକବ୍‌ ବେଥେଲ୍‌ ଆହତ ହୋଇ ଅଷ୍ଟ୍ରେଲିଆ ଗସ୍ତରୁ ବାଦ୍‌…

କେଏଲ୍‌ ରାହୁଲଙ୍କ ସ୍ଥାନରେ କିଏ? ଭାରତ ପାଇଁ ୫-୬-୭ ନମ୍ବର ସ୍ଥାନରେ କିଏ ବ୍ୟାଟିଂ କରିବ ଜାଣନ୍ତୁ

ନୂଆଦିଲ୍ଲୀ,୧୧ା୧୧: ଭାରତୀୟ ଦିନିକିଆ ଦଳରେ କେଏଲ୍‌ ରାହୁଲଙ୍କ ସ୍ଥାନ ପୂରଣ କରିବା ସହଜ ନୁହେଁ। କାରଣ ସେ କେବଳ ୱିକେଟ୍‌କିପିଂ ନୁହେଁ, ବରଂ ଯେକୌଣସି ବ୍ୟାଟିଂ କ୍ରମରେ…

ଗ୍ରାହକଙ୍କୁ ଡବଲ ଝଟକା! Mother Dairy ପରେ ଲିଟର ପିଛା ୪ ଟଙ୍କା ବଢ଼ିଲା ଅମୁଲ କ୍ଷୀର

ନୂଆଦିଲ୍ଲୀ: ଏଣିକି ଚା’ ଓ କଫି ପିଇବା ମଧ୍ୟ ମହଙ୍ଗା ହେବାକୁ ଯାଉଛି । ପ୍ରଥମେ ମଦର ଡେରୀ କ୍ଷୀର ଦର ବୃଦ୍ଧି କରିଥିବା ବେଳେ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?