Posted inଜାତୀୟ

ଜୋଷୀମଠ ଭୂସ୍ଖଳନ ପ୍ରସଙ୍ଗ: ପିଏମଓରେ ଉଚ୍ଚସ୍ତରୀୟ ବୈଠକ…

ନୂଆଦିଲ୍ଲୀ,୮।୧ : ଜୋଷୀମଠ ଭୂସ୍ଖଳନ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମ୍‌ଓ)ରେ ଏକ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମୁଖ୍ୟ ସଚିବ ଡକ୍ଟର ପି.କେ ମିଶ୍ର ଅଧ୍ୟକ୍ଷତା କରିବେ।

ଏହି ବୈଠକରେ କ୍ୟାବିନେଟ ସଚିବ, କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ ତଥା ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ସଦସ୍ୟମାନେ ଯୋଗଦେବେ। ଏମାନଙ୍କ ବ୍ୟତୀତ ଜୋଷୀମଠ ଜିଲା ପ୍ରଶାସନର ଅଧିକାରୀମାନେ ମଧ୍ୟ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏଥିରେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ମ୍ୟୁଟେଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

କଙ୍ଗନାଙ୍କୁ ରକ୍ଷାବନ୍ଧନର ବିଶେଷ ଉପହାର ପଠାଇଲେ ବାବା ରାମଦେବ, ଜାଣନ୍ତୁ କ’ଣ ଦେଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୮।୮: ରାଜନୈତିକ ଓ ସାର୍ବଜନୀନ ଜୀବନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିବାଦ ମଧ୍ୟରେ ସଂଳାପର ଆବଶ୍ୟକତା ଉପରେ ବଡ଼ ବାର୍ତ୍ତା ଦେଇଛନ୍ତି ଯୋଗଗୁରୁ ବାବା ରାମଦେବ। ହରିଦ୍ୱାରରେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ବିଧାନସଭାର ପୁରୁଣା ପରମ୍ପରା ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ବିଜୟ: କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ

ଚେନ୍ନାଇ,୨୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟ ଗୁରୁବାର ବିଧାନସଭାରେ ଏକ ପୁରୁଣା ପରମ୍ପରା ଭାଙ୍ଗି ଚର୍ଚ୍ଚାକୁ ଆସିଛନ୍ତି। ବିଧାନସଭାର ଅପରାହ୍ନ ଅଧିବେଶନ ସମୟରେ ସେ ନିଜ ପାଇଁ ନିର୍ଦ୍ଧାରିତ…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri