Posted inଖେଳ

ରିଷଭ ପନ୍ତଙ୍କୁ ନେଇ ଏମିତି କହିଲେ ଜାଡେଜା, ସମସ୍ତେ ହସି ହସି ଗଡିଲେ

ଦୁବାଇ,୩୧।୮: ଭାରତ ଏସିଆ କପ ୨୦୨୨ରେ ପ୍ରଥମ ମ୍ୟାଚ ଜିତିଛି। ଆଜିର ମ୍ୟାଚରେ ହଂକଂକୁ ପରାସ୍ତ କରି ଭାରତ ଶୀର୍ଷ ୪ରେ ସ୍ଥାନ ପାଇବାକୁ ଚାହୁଁଛି। ପାକିସ୍ତାନ ବିପକ୍ଷ ମ୍ୟାଚରେ ଦଳର ଗୋଟିଏ ନିଷ୍ପତ୍ତି ଆଶ୍ଚର୍ଯ୍ୟଜନକ ଥିଲା ଯେ ରିଷଭ ପନ୍ତଙ୍କ ସ୍ଥାନରେ ଦୀନେଶ କାର୍ତ୍ତିକଙ୍କୁ ଦଳରେ ସ୍ଥାନ ଦିଆଯାଇଥିଲା। ହଂକଂ ମ୍ୟାଚ୍‌ ପୂର୍ବରୁ ଖବରଦାତା ସମ୍ମିଳନୀରେ ରବିନ୍ଦ୍ର ଜାଡେଜାଙ୍କୁ ଏ ବିଷୟରେ ପଚରାଥିଲେ, ଜାଡେଜା ଏକ ମଜାଦାର ଉତ୍ତର ଦେଇଥିଲେ।
ଭାରତର ପ୍ରଥମ ମ୍ୟାଚ୍‌ରେ ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ସ୍ଥାନରେ ଭେଟେରାନ ଉଇକେଟ କିପର-ବ୍ୟାଟ୍ସମ୍ୟାନ ଦୀନେଶ କାର୍ତ୍ତିକଙ୍କୁ ଦଳରେ ସ୍ଥାନ ଦିଆଯାଇଥିଲା। ଜାଡେଜାଙ୍କୁ ଏ ବିଷୟରେ ପଚାରାଯିବାରୁ ସେ କହିଥିଲେ, ମୁଁ ଆଦୌ ଜାଣି ନାହିଁ। ଏହି ପ୍ରଶ୍ନ ମୋ ପୁସ୍ତକ ବାହାରେ। ଜାଡେଜାଙ୍କଠାରୁ ଉତ୍ତର ଶୁଣି ସେଠାରେ ଉପସ୍ଥିତ ଖବରଦାତା ହସିବାକୁ ଲାଗିଥିଲେ।
ହଂକଂ ବିପକ୍ଷ ମ୍ୟାଚ୍‌କୁ ନେଇ ଜାଡେଜା କହିଛନ୍ତି, ଆମେ ହଂକଂ ବିପକ୍ଷରେ ସକରାତ୍ମକ ମନୋଭାବ ନେଇ ପଡ଼ିଆକୁ ଯିବୁ। ଆମେ ତାଙ୍କୁ ହାଲୁକା ଭାବେ ଗ୍ରହଣ କରିବୁ ନାହିଁ, କାରଣ ଟି-୨୦ରେ କିଛି ହୋଇପାରେ।

https://twitter.com/KuchNahiUkhada/status/1564677707539038210


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ସର୍ବକନିଷ୍ଠ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ହୋଇ ବିଶ୍ୱରେକର୍ଡ

ନୂଆଦିଲ୍ଲୀ, ୧୮।୮: ଭାରତୀୟ ବଂଶୋଦ୍ଭବ ଦୁବାଇର ୧୬ ବର୍ଷୀୟ ଲକ୍ଷ୍ମଣନ୍‌ ମେୟାପ୍ପନ ବିଶ୍ୱର ସବୁଠାରୁ କନିଷ୍ଠ ପୁରୁଷ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ)ହେବାର ଗୌରବ ଅର୍ଜନ କରିଛନ୍ତି। ମାତ୍ର…

ମୁରଥଲ ଢାବାରେ ରୋବଟ୍ ୱେଟର! ଗ୍ରାହକଙ୍କୁ ପରଷୁଛି ମନପସନ୍ଦର ଖାଦ୍ୟ

ମୁରଥଲ,୧୮।୮: ସ୍ବାଦିଷ୍ଟ ଗରମ ପରଠା ଏବଂ ପାରମ୍ପରିକ ଖାଦ୍ୟ ପାଇଁ ପ୍ରସିଦ୍ଧ ହରିୟାଣାର ମୁରଥଲ ଏବେ ଚର୍ଚ୍ଚାରେ । ଏଠାରେ ଥିବା ‘ରେଶମ ଢାବା’ରେ ଗ୍ରାହକମାନଙ୍କୁ ଏକ…

ତାମିଲନାଡୁ ମନ୍ତ୍ରୀଙ୍କ ଏମିତି କଥାରେ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୮।୮: ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ତାମିଲନାଡୁ ବିଧାନସଭାରେ ତାଙ୍କର ଜଣେ ମନ୍ତ୍ରୀଙ୍କ ପକ୍ଷରୁ କ୍ଷମା ମାଗିବାକୁ ପଡିଲା। ତାମିଲନାଡୁ ମନ୍ତ୍ରୀ ରଞ୍ଜିତ କୁମାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ…

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri