ମାଓବାଦୀଙ୍କ ଲ୍ୟାଣ୍ଡ୍‌ମାଇନ ବିସ୍ଫୋରଣରେ ଆଖିବୁଜିଲେ ‘ଧରିତ୍ରୀ’ ଖବରଦାତା

ଏମ୍‌.ରାମପୁର,୫ା୨(ଡି.ଏନ୍‌.ଏ.): ଖବର ସଂଗ୍ରହ କରିବାକୁ ଯାଇ ଶନିବାର ମାଓବାଦୀଙ୍କ ଲ୍ୟାଣ୍ଡ୍‌ମାଇନ ବିସ୍ଫୋରଣରେ ଆଖି ବୁଜିଛନ୍ତି ‘ଧରିତ୍ରୀ’ର ଖବରଦାତା ତଥା ଓଜେୟୁର ସକ୍ରିୟ ସଭ୍ୟ ରୋହିତ ବିଶ୍ୱାଳ (୪୭)। ତାଙ୍କ ଘର ମଦନପୁର ରାମପୁର ଥାନା ଅନ୍ତର୍ଗତ ମୋହନଗିରିରେ। ଏଭଳି ହୃଦୟ ବିଦାରକ ଘଟଣା କଳାହାଣ୍ଡି ଜିଲା ମାଓବାଦୀ ଅଧ୍ୟୁଷିତ ମଦନପୁର ରାମପୁର ଅଞ୍ଚଳରେ ଘଟିଛି। କଳାହାଣ୍ଡି ଜିଲାରେ ମାଓବାଦୀଙ୍କ ଲ୍ୟାଣ୍ଡ୍‌ମାଇନ ବିସ୍ଫୋରଣରେ ଖବରଦାତା ପ୍ରାଣ ହରାଇବା ପ୍ରଥମ ଘଟଣା।

କରଲାଖୁଣ୍ଟାରେ ମାଓବାଦୀଙ୍କ ପୋଷ୍ଟର ଏକ ଗଛରେ ଲାଗିଥିବା ବେଳେ ତଥ୍ୟ ସଂଗ୍ରହ ପାଇଁ ରୋହିତ ଉକ୍ତ ଗଛ ନିକଟକୁ ଯାଇଥିଲେ। ତେବେ ହଠାତ୍‌ ବିସ୍ଫୋରଣ ହେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ଘଟଣାସ୍ଥଳକୁ ବର୍ତ୍ତମାନ ସିଆରପିଏଫ୍‌ ଓ ପୋଲିସ ଛାଉଣୀ କରାଯାଇଛି। ବର୍ତ୍ତମାନ ସୁଦ୍ଧା ମୃତଦେହ ଜବତ ହୋଇପାରିନାହିଁ।

ସୂଚନାଯୋଗ୍ୟ, ମାଓବାଦୀମାନେ ଆଜି ଏହି ସ୍ଥାନରେ ଭୋଟ ବର୍ଜନ କରିବାକୁ ପୋଷ୍ଟର ମାରିଥିଲେ। ଏତଦ୍‌ବ୍ୟତୀତ କଳାହାଣ୍ଡି ଜିଲାର ବିଭିନ୍ନ ସୀମାନ୍ତ ଅଞ୍ଚଳରେ ଥିବା ପୋଲିସ ସିଆରପିଏଫ୍‌ କ୍ୟାମ୍ପକୁ ଉଠାଇବା ପାଇଁ ଏହି ପୋଷ୍ଟରରେ ଉଲ୍ଲେଖ କରିଛନ୍ତି। ଏଥିସହିତ ଆସନ୍ତା ପଞ୍ଚାୟତ ନିର୍ବାଚନରେ ଭୋଟ ବର୍ଜନ କରିବାକୁ ମଧ୍ୟ ସେମାନେ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri