ସାମ୍ବାଦିକା ମଧୁମିତାଙ୍କ ମୃତ୍ୟୁ ମାମଲା: ଲ୍ୟାବ୍‌କୁ ପଠାଯିବ ମୋବାଇଲ, ତଥ୍ୟ ନେଲେ ବାୟୁସେନା ଅଧିକାରୀ

ଭୁବନେଶ୍ୱର,୨୭ା୭: ଭୁବନେଶ୍ବରରେ ମହିଳା ସାମ୍ବାଦିକା ମଧୁମିତାଙ୍କ ଆତ୍ମହତ୍ୟା ଘଟଣାର ଖୋଳତାଡ଼ ଆରମ୍ଭ ହୋଇଛି। ବାୟୁସେନା ଅଧିକାରୀ ଏ ସମ୍ପର୍କିତ ତଥ୍ୟ ସଂଗ୍ରହ କରିଛନ୍ତି। ମଧୁମିତାଙ୍କ ସ୍ବାମୀ ତଥା ଗିରଫ ଅଭିଯୁକ୍ତ ଶ୍ରୀଧର ଜେନା ବାୟୁସେନାରେ ଚାକିରି କରିଥିବାରୁ କମିଶନରେଟ୍‌ ପୋଲିସ ପାଖରୁ ଶ୍ରୀଧରଙ୍କ କେସ୍‌ ସମ୍ପର୍କିତ ତଥ୍ୟ ନେଇଛନ୍ତି ଅଧିକାରୀ। ଶ୍ରୀଧରଙ୍କ ଫୋନ୍‌ ଫରେନ୍‌ସିକ୍‌ ଲ୍ୟାବ୍‌କୁ ପଠାଯିବ ବୋଲି କମିଶନରେଟ୍‌ ପୋଲିସ କହିଛି। ଶ୍ରୀଧରଙ୍କ କେତେ ଝିଅଙ୍କ ସହ ସମ୍ପର୍କ ଥିଲା ଏହା ପରେ ସ୍ପଷ୍ଟ ହୋଇଯିବ।

ସ୍ବାମୀଙ୍କ ପରକୀୟା ପ୍ରୀତି ଯୋଗୁ ମଧୁମିତା ଆତ୍ମହତ୍ୟା କରିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଥିଲେ। ପରିବାର ଲୋକଙ୍କ ଅଭିଯୋଗ ଆଧାରରେ ଶ୍ରୀଧରଙ୍କୁ ଧଉଳି ଥାନା ପୋଲିସ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri