Posted inଜାତୀୟ

ଦୁର୍ନୀତି ପର୍ଦ୍ଦାଫାସରୁ ଖବରଦାତାଙ୍କୁ ହତ୍ୟା

ହାଇଦ୍ରାବାଦ,୯ା୮: ନିଲମ୍ବିତ କନଷ୍ଟେବଳ ସ୍କ୍ରୁଡ୍ରାଇଭର ଭୁସି ଜଣେ ଖବରଦାତାଙ୍କୁ ହତ୍ୟା କରିଛନ୍ତି। ଆନ୍ଧ୍ରପ୍ରଦେଶର କୁର୍ନୋଲ ଜିଲାରେ ରବିବାର ରାତିରେ ଏହି ଘଟଣା ଘଟିଛି। ମୃତକ କେଶବ ସ୍ଥାନୀୟ ଏକ ଚ୍ୟାନେଲରେ ରିପୋର୍ଟର ଭାବେ କାମ କରୁଥିଲେ।

ପୋଲିସ ବିଭାଗରେ ଦୁର୍ନୀତି ଘଟଣାରେ ସେ ରିପୋର୍ଟିଂ କରିଥିବା ବେଳେ ଏହା ଆଧାରରେ କନଷ୍ଟେବଳ ଭେଙ୍କଟ ସୁବାଇୟାଙ୍କୁ ନିଲମ୍ବନ କରାଯାଇଥିଲା। ପ୍ରତିଶୋଧ ନେବାକୁ ଯାଇ ଭେଙ୍କଟ ଏପରି କରିଥିବା ପୋଲିସ କହିଛି। ଭେଙ୍କଟ ଓ ତାଙ୍କ ଭାଇ ନାନି ମିଶି କେଶବଙ୍କୁ ଏକ ଢାବା ନିକଟକୁ ଡାକିଥିଲେ। ସେଠାରେ ସ୍କ୍ରୁଡ୍ରାଇଭର ଭୁସି ତାଙ୍କୁ ହତ୍ୟା କରିଥିଲେ। ଉଭୟେ ଘଟଣାସ୍ଥଳରୁ ଫେରାର ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଶକ୍ତିଶାଳୀ ମଣିଷକୁ ଭିତରୁ ଭାଙ୍ଗିଦିଏ ଏହି ୫ଟି ଜିନିଷ, ଆଚାର୍ଯ୍ୟ ଚାଣକ୍ୟଙ୍କ ଠାରୁ ଜାଣନ୍ତୁ କିପରି ରହିବେ ସାବଧାନ

ମଣିଷ ଜୀବନରେ ଏମିତି ଅନେକ ପରିସ୍ଥିତି ଆସିଥାଏ, ଯାହା ଯୋଗୁଁ ତାକୁ ନିରାଶ ଏବଂ ହତାଶ ହେବାକୁ ପଡ଼ିଥାଏ। ଜୀବନର ଏହି କଠିନ ସମୟ ଏବଂ ସମସ୍ୟା…

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri