ଇମ୍ରାନଙ୍କ ଶାସନ ସମୟରେ ସାମ୍ବାଦିକଙ୍କୁ କରାଯାଉଥିଲା ଅପହରଣ; ସେନାକୁ ଦୋଷ ଦେଲେ ପ୍ରଧାନମନ୍ତ୍ରୀ

ଇସଲାମବାଦ,୫।୭: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ)ମୁଖ୍ୟ ଇମ୍ରାନ ଖାନଙ୍କ ଶାସନ ସମୟରେ ବହୁ ସାମ୍ବାଦିକଙ୍କୁ ଅପହରଣ କରାଯାଇଛି। ଯାହାକୁ ନେଇ ମୁହଁ ଖୋଲିଛନ୍ତି ଇମ୍ରାନ। ଏନେଇ ସେ ସେନାକୁ ଦାୟୀ କରିଛନ୍ତି। ପାକିସ୍ତାନର ଏଜେନ୍ସି ଡନ ଏ ସମ୍ପର୍କରେ ସୂଚନା ଦେଇଛନ୍ତି।

ଆମେରିକାର ଏକ ବୈଦୁତିକ ଗଣମାଧ୍ୟମ ସାକ୍ଷାତକାରରେ ଇମ୍ରାନ କୌଣସି ସ୍ଥାନକୁ ଗଣମାଧ୍ୟମ ଏବଂ ସାମ୍ବାଦିକଙ୍କୁ ନିଷେଧ କରାଯାଇଥିବା ସମାଲୋଚନାକୁ ଖଣ୍ଡନ କରିଛନ୍ତି। ସେ କ୍ଷମତାରେ ଥିବାବେଳେ କୌଣସି ନ୍ୟୁଜ ଚ୍ୟାନେଲ ବନ୍ଦ ହୋଇ ନାହିଁ ଏବଂ ସାମ୍ବାଦିକଙ୍କୁ ଦେଶ ଛାଡିବାକୁ ବାଧ୍ୟ କରାଯାଇ ନାହିଁ ବୋଲି ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

ଦୁର୍ଘଟଣାଗ୍ରସ୍ତ ହେଲା ନା ଅନ୍ୟ କିଛି? କରାଚୀ ନିକଟରେ ମଝି ଆକାଶରେ ନିଖୋଜ ହୋଇଗଲା ପାକିସ୍ତାନୀ ବିମାନ

କରାଚୀ,୮।୭: ଏକ ପାକିସ୍ତାନୀ ମାଲବାହୀ ବିମାନ ମଙ୍ଗଳବାର (୭ ଜୁଲାଇ) ଦିନ ମଧ୍ୟ ଆକାଶରେ ନିଖୋଜ ହୋଇଗଲା। ମାଲବାହୀ କମ୍ପାନୀ K2 ଏୟାରୱେଜ ଦ୍ୱାରା ପରିଚାଳିତ ଏହି…

ମୁଁ ମେଲୋନିଙ୍କୁ ପସନ୍ଦ କରେ: କହୁ କହୁ ଏମିତି କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କୁ ପ୍ରଶଂସା କରିଛନ୍ତି। ଆଙ୍କାରା ଗସ୍ତ ସମୟରେ ଆମେରିକା ରାଷ୍ଟ୍ରପତି ଇଟାଲୀ ନେତାଙ୍କୁ ଜଣେ ‘ଭଲ…

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୨ ଗିରଫ, ଏକାଧିକ ଚମ୍ପଟ

ଦାରିଙ୍ଗବାଡି, ୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ପଞ୍ଚାୟତ ଆଡକି ଜଙ୍ଗଲରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଏକ ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ…

କେସିଙ୍ଗା ଏନଏସିରୁ ବାଦ ପଡିଲେ ୧୪୩୨ ଭୋଟର: ସୂଚନା ଦେଲେ ଅଧିକାରୀ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାରେ ସ୍ବତନ୍ତ୍ର ସଘନ ସଂଶୋଧନ-୨୦୨୬ର ଭୋଟର୍ସଙ୍କ ତାଲିକା ଲିଷ୍ଟ ଇତି ମଧ୍ୟରେ ପ୍ରକାଶ ପାଇଛି। କେସିଙ୍ଗା ଏନଏସିର ସର୍ବମୋଟ ୧୪ହଜାର୮୬୮ ଜଣ ଭୋଟର…

ପେଟ୍ରୋଲ-ଡିଜେଲ ଶସ୍ତା ହେବା ଆଶାକୁ ଶକ୍ତ ଧକ୍କା: ଇରାନ ଉପରେ ଆମେରିକାର ବୋମା ବର୍ଷଣ, ଅଶୋଧିତ ତୈଳ ଦରରେ ନିଆଁ

ନୂଆଦିଲ୍ଲୀ, ୮।୭: ଆମେରିକା ପକ୍ଷରୁ ଇରାନ ଉପରେ ହୋଇଥିବା ନୂଆ ସାମରିକ ଆକ୍ରମଣ ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ଦରରେ ବଡ଼ ଧରଣର…

ଫୁଟ୍‌ବଲରେ ଟ୍ରମ୍ପ୍‌ କାର୍ଡ

ବିଶ୍ୱକପ୍‌ ଫୁଟ୍‌ବଲ ୨୦୨୬ କ୍ରୀଡ଼ାପ୍ରେମୀଙ୍କୁ ଆବୋରି ରଖିଛି। ଏହି ସମୟରେ ଗୋଟେ ମିମ୍‌ ସୋସିଆଲ ମିଡିଆରେ ବେଶି ଘୂରି ବୁଲୁଥିବା ଦେଖାଯାଉଛି। ଆମେରିକା ଫୁଟ୍‌ବଲ ଦଳର ଷ୍ଟ୍ରାଇକର୍‌ଙ୍କୁ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri