ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ସାମ୍ବାଦିକଙ୍କୁ ମନା

କେନ୍ଦୁଝର,୧୮।୧୧(ସ୍ବ.ପ୍ର): ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ସାମ୍ବାଦିକଙ୍କୁ ମନା କରାଯିବା ପ୍ରତିବାଦରେ ଜିଲା ପ୍ରେସ କ୍ଲବ କେନ୍ଦୁଝର ପକ୍ଷରୁ ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କ ଗୁରୁବାର ମଧ୍ୟାହ୍ନରେ ହେବାକୁ ଥିବା ଖବରଦାତା ସମ୍ବିଳନୀକୁ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନସିଂ ଜରିଆରେ କେନ୍ଦୁଝର ଜିଲାରେ ସ୍ବାସ୍ଥ୍ୟ କାର୍ଡର ଶୁଭାରମ୍ଭ କରିଛନ୍ତି। ଏ ନେଇ ପ୍ରକାଶ ନବ ନିର୍ମିତ ସଂସ୍କୃତି ଭବନରେ ସତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ ହୋଇଥିଲେ ହେଁ ସେଠାକୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ଡକାଯାଇ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ତାର ବିଛାଇ ବନ୍ୟଜନ୍ତୁ ଶିକାର: ମୃତ ବାର୍‌ହା ଜବତ, ଶିକାରୀ ଗିରଫ

ବୁଗୁଡ଼ା,୪ା୯(ଡି.ଏନ.ଏ.)-ବୁଗୁଡ଼ା ବନାଞ୍ଚଳ ପଞ୍ଚଭୂତି ସଂରକ୍ଷିତ ଜଙ୍ଗଲ ନିକଟ ଗୋଳିଆବନ୍ଧରେ ବିଦ୍ୟୁତ୍‌ ତାର ବିଛାଇ ବାର୍‌ହା ଶିକାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ବୁଗୁଡ଼ା ବନ...

୫ରୁ କମିବ ଶୀତ

ଭୁବନେଶ୍ୱର,୪।୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ଯୋଗୁ ଚଳିତ ବର୍ଷ ଓଡ଼ିଶା ଭିତରକୁ ବାରମ୍ବାର ପଶ୍ଚିମା ବାୟୁ ପ୍ରବାହ ହେଉଛି। ଏଥିଯୋଗୁ ବର୍ଷା ମଧ୍ୟ ଲାଗିରହୁଛି। ଆସନ୍ତା ୮...

ବିଶ୍ରାରେ ପୁଣି ୪୮ ଘଣ୍ଟା ପାଇଁ ବଢ଼ିଲା କଣ୍ଟେନ୍‌ମେଣ୍ଟ ଅବଧି

ସୁନ୍ଦରଗଡ଼,୧୬।୪(ଡିଏନଏ): ସୁନ୍ଦରଗଡ଼ ଜିଲା ବିଶ୍ରାରେ କଣ୍ଟେନମେଣ୍ଟ ଅବଧିକୁ ପୁଣି ୪୮ ଘଣ୍ଟା ପାଇଁ ବୃଦ୍ଧି କରାଯାଇଛି। ରାଜ୍ୟରେ କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ...

କେନାଲ ନିର୍ମାଣ ପାଇଁ ପଡ଼ିଆ ପଡୁଛି ଚାଷଜମି

ଆନନ୍ଦପୁର, ୯।୫(ସ୍ବ.ପ୍ର.) କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା ପଞ୍ଚାୟତର ମାଠିଆନେଣ୍ଡି ଗ୍ରାମର ବହୁ ଚାଷୀଙ୍କର ଏକର ଏକର ଚାଷ ଜମି ପଡିଆ ପଡୁଛି। ବୈତରଣୀ ନଦୀର...

ଫୋନ୍‌ରେ ସ୍ତ୍ରୀ କଥା ନ ହେବାରୁ ଦେହରେ କିରୋସିନ ଢାଳି ନିଆଁ ଲଗାଇଲେ ସ୍ବାମୀ

ସଜନାଗଡ଼,୪।୧(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅନ୍ତର୍ଗତ ୯ନଂ. ୱାର୍ଡର କାହାଳିଆ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀ ଫୋନ୍‌ରେ କଥା ନ...

ଅଭିମାନ କଲେ ଭକ୍ତ: ଗରିବକୁ ମିଳିଲାନି ଦର୍ଶନ

ପୁରୀ ଅଫିସ, ୪।୧: ସର୍ବସାଧାରଣ ଦର୍ଶନବେଳେ ବଡଦାଣ୍ଡରେ ରବିବାର ଅନେକ ଏଭଳି ଶ୍ରଦ୍ଧାଳୁଙ୍କୁ ଦେଖିବାକୁ ମିଳିଥିଲା, ଯେଉଁମାନେ ବିନା କୋଭିଡ୍‌ ରିପୋର୍ଟରେ ଆସି ମହାପ୍ରଭୁଙ୍କ ଦୁଆରେ...

ରାତି ପାହିଲେ ଘୋଷଯାତ୍ରା: ଆଜି ସନ୍ଧ୍ୟା ୫ଟା ପରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ,୩୦।୬: ଆଉ କେଇ ଘଣ୍ଟାର ଅପେକ୍ଷା। ରାତି ପାହିଲେ ଶ୍ରୀଜିଉଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ଗୁରୁବାର ରଥଯାତ୍ରାର ପୂର୍ବପ୍ରସ୍ତୁତି ଆରମ୍ଭ ହେଉଛି। ରଥରେ ଶେଷ...

କମୁଛନ୍ତି କୁଶଳୀ କର୍ମଚାରୀ

ବଅଁରପାଳ,୧।୫ ଉଡ଼ାଜାହାଜରୁ ବୁଡ଼ାଜାହାଜ। ସମାଧିରୁ ସୌଧ। କଳକବ୍‌ଜାରୁ କାରଖାନା। ବିକାଶର ପ୍ରତିଟି କ୍ଷେତ୍ରରେ ଲୁଚିରହିଛି ଶ୍ରମିକଙ୍କ ହାଡ଼ଭଙ୍ଗା ପରିଶ୍ରମ। ସ୍ବପ୍ନ, ସମ୍ଭାବନା, ଆତ୍ମସନ୍ତୁଷ୍ଟିକୁ ଜଳାଞ୍ଜଳି ଦେଇ...

Advertisement
Archives

Model This Week