ସାମ୍ବାଦିକଙ୍କୁ ହସ୍ପିଟାଲରେ ବେଡି ପକାଇବା ଘଟଣା: ନିଜ ଆଡୁ ରିପୋର୍ଟ କଲେ ଓଏଚ୍‌ଆରସି

ଭୁବନେଶ୍ୱର,୮।୪(ବ୍ୟୁରୋ): ବାଲେଶ୍ୱର ଜିଲା ନୀଳଗିରିରେ ଜଣେ ସାମ୍ବାଦିକଙ୍କୁ ହସ୍ପିଟାଲରେ ବେଡ଼ି ପକାଇବା ଘଟଣାରେ ରାଜ୍ୟ ମାନବାଧିକାର କମିଶନ ରିପୋର୍ଟ ତଲବ କରିଛନ୍ତି । ୧୫ ଦିନ ଭିତରେ ରିପୋର୍ଟ ଦେବା ଲାଗି ପୂର୍ବାଞ୍ଚଳ ଆଇଜିଙ୍କୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ଘଟଣାକୁ ବିଭିନ୍ନ ମହଲରୁ ନିନ୍ଦା କରାଯାଇଥିବା ବେଳେ ଚାରିଆଡେ ପ୍ରତିବାଦର ସ୍ବର ଉଠୁଛି।
ଶୁକ୍ରବାର ହ୍ୟୁମାନ ରାଇଟ ସଂସ୍ଥାର ପ୍ରେସିଡେଣ୍ଟ ଡାକ୍ତର ଜିତେନ୍ଦ୍ର ମହାରଣା ନୀଳଗିରିରେ ପହଞ୍ଚି ଘଟଣାର ତଦନ୍ତ କରିଛନ୍ତି। ପରେ ଥାନାରେ ମଧ୍ୟ ପହଞ୍ଚି ପୋଲିସକନେଇଛନ୍ତି । ଏଭଳି ଅମାନୁଷିକ କାର୍ଯ୍ୟକୁ ସେ ସମାଲୋଚନା କରି ବା ସହ ଦରକାର ପଡ଼ିଲେ ସଂସ୍ଥା ପୋଲିସ ବିରୋଧରେ ମାମଲା ରୁଜୁ କରିବ ବୋଲି ସେ ଚେତାବନୀ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ବିଜେଡି ସୁପ୍ରିମୋଙ୍କ ବଡ଼ ଘୋଷଣା: ଦଳୀୟ କର୍ମକର୍ତ୍ତାଙ୍କ ତାଲିକାକୁ ନେଇ…

ଭୁବନେଶ୍ୱର,୨୮ା୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri