ସାମ୍ବାଦିକଙ୍କୁ ହସ୍ପିଟାଲରେ ବେଡି ପକାଇବା ଘଟଣା: ନିଜ ଆଡୁ ରିପୋର୍ଟ କଲେ ଓଏଚ୍‌ଆରସି

ଭୁବନେଶ୍ୱର,୮।୪(ବ୍ୟୁରୋ): ବାଲେଶ୍ୱର ଜିଲା ନୀଳଗିରିରେ ଜଣେ ସାମ୍ବାଦିକଙ୍କୁ ହସ୍ପିଟାଲରେ ବେଡ଼ି ପକାଇବା ଘଟଣାରେ ରାଜ୍ୟ ମାନବାଧିକାର କମିଶନ ରିପୋର୍ଟ ତଲବ କରିଛନ୍ତି । ୧୫ ଦିନ ଭିତରେ ରିପୋର୍ଟ ଦେବା ଲାଗି ପୂର୍ବାଞ୍ଚଳ ଆଇଜିଙ୍କୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ଘଟଣାକୁ ବିଭିନ୍ନ ମହଲରୁ ନିନ୍ଦା କରାଯାଇଥିବା ବେଳେ ଚାରିଆଡେ ପ୍ରତିବାଦର ସ୍ବର ଉଠୁଛି।
ଶୁକ୍ରବାର ହ୍ୟୁମାନ ରାଇଟ ସଂସ୍ଥାର ପ୍ରେସିଡେଣ୍ଟ ଡାକ୍ତର ଜିତେନ୍ଦ୍ର ମହାରଣା ନୀଳଗିରିରେ ପହଞ୍ଚି ଘଟଣାର ତଦନ୍ତ କରିଛନ୍ତି। ପରେ ଥାନାରେ ମଧ୍ୟ ପହଞ୍ଚି ପୋଲିସକନେଇଛନ୍ତି । ଏଭଳି ଅମାନୁଷିକ କାର୍ଯ୍ୟକୁ ସେ ସମାଲୋଚନା କରି ବା ସହ ଦରକାର ପଡ଼ିଲେ ସଂସ୍ଥା ପୋଲିସ ବିରୋଧରେ ମାମଲା ରୁଜୁ କରିବ ବୋଲି ସେ ଚେତାବନୀ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…

ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

ପ୍ରଶାସନିକ ସ୍ତରରେ ଅଦଳବଦଳ; ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୮।୧୦: ପ୍ରଶାସନିକ ସ୍ତରରେ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ବଦଳି ହୋଇଛନ୍ତି । ଭୁବନେଶ୍ବର ସ୍ଥିତ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ…

ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ

ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…

ପଞ୍ଜାବ କିଙ୍ଗ୍ସକୁ ଲାଗିଲା ୪୪୦ ଭୋଲର୍ଟ ଝଟକା: ଟିମ୍‌ ଛାଡ଼ିଦେଲେ…

ନୂଆଦିଲ୍ଲୀ,୮।୧୧: ଆଇପିଏଲ୍‌ର ଆଗାମୀ ସିଜନ ପୂର୍ବରୁ ପଞ୍ଜାବ କିଙ୍ଗ୍ସକୁ ୪୪୦ ଭୋଲର୍ଟ ଝଟକା ଲାଗିଛି। ଦଳର କୋଚିଂ ଷ୍ଟାଫ୍‌ରୁ ଆଉ ଦୁଇଜଣ ସଦସ୍ୟ ବିଦାୟ ନେଇଛନ୍ତି। ରିପୋର୍ଟ…

”ବୋହୂ ପେନଶନରେ ଶାଶୂଙ୍କ ଅଧିକାର ନାହିଁ”: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୮।୧୦: ୮୩ ବର୍ଷୀୟା ଜଣେ ବୃଦ୍ଧା ମହିଳାଙ୍କୁ ନିଜ ସ୍ୱର୍ଗତ ପୁଅର ସ୍ତ୍ରୀ ଅର୍ଥାତ ନିଜ ବିଧବା ବୋହୂଠାରୁ ପେନସନର ଅଂଶ ମାଗିବା ମହଙ୍ଗା ପଡ଼ିଲା। ତାଙ୍କ…

ଶୋଇଥିବାବେଳେ ସ୍ବାମୀଙ୍କ ତଣ୍ଟି ଉପରେ ଚଢ଼ି ଜୀବନ ନେଇଗଲେ ସ୍ତ୍ରୀ, ଘର ବାହାରେ…

ଆଳି,୮ା୧୦(ବନମାଳୀ ସେନାପତି): ସ୍ବାମୀଙ୍କ ତଣ୍ଟି ଉପରେ ଛିଡ଼ା ହୋଇ ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?