ଓଡ଼ିଶାରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୫।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ରବିବାର ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତାଙ୍କୁ ଭାଜପା ସଭାପତି ମନମୋହନ ସାମଲ, ଭୁବନେଶ୍ୱର ଏମ୍‌ପି ଅପରାଜିତତା ଷଡଙ୍ଗୀ ପ୍ରମୁଖ ତାଙ୍କୁ ବିମାନବନ୍ଦରରୁ ସ୍ବାଗତ କରିଥିଲେ। ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିବା କାର୍ଯ୍ୟକ୍ରମ ରହିଛି। ଏହାପରେ ସେ ଦଳର ବରିଷ୍ଠ ନେତାମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ। ସାରେ କଟକଠାରେ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେହି ଯୁବତୀ, ଯାହାଙ୍କ ପ୍ରେମରେ ଉବୁଟୁବୁ ଗୋବିନ୍ଦା

ଅଭିନେତା ଗୋବିନ୍ଦା ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ସୁନିତା ଆହୁଜା ତାଙ୍କ ନାଁରେ ଅନୈତିକ ସମ୍ପର୍କ ରଖିଥିବାର ଅଭିଯୋଗ ଆଣିଛନ୍ତି। ନିକଟରେ ଗୋବିନ୍ଦା…

ଭାଜପାକୁ କଟାକ୍ଷ କଲେ ପ୍ରିୟଙ୍କା କହିଲେ, ‘ପ୍ରଥମ ଥର ପାଇଁ ଶାସକ ଦଳକୁ ସଂସଦରେ ପ୍ରତିବାଦ କରୁଥିବାର ଦେଖିଲି’

ନୂଆଦିଲ୍ଲୀ,୧୧।୮: ମଙ୍ଗଳବାର ସଂସଦର ମୌସୁମୀ ଅଧିବେଶନର ୧୭ତମ ଦିନ, ଯାହାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଅଧିବେଶନ ଆରମ୍ଭ ହେବା ପୂର୍ବରୁ, NDA ସମର୍ଥକମାନେ ଏକ ଶୋଭାଯାତ୍ରା…

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି…

‘୨୪ ବର୍ଷରେ ଯାହା ହୋଇନି, ୨ ବର୍ଷରେ ତାହା କରୁଛୁ’-୫ ବର୍ଷରେ ଯାହା …

ଭୁବନେଶ୍ୱର,୧୧।୮: ଖୁବଶୀଘ୍ର ଓଡ଼ିଶା ନୂଆ ଲୋକାୟୁକ୍ତ ଦେଖିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏ ନେଇ ପ୍ରକ୍ରିୟା ଚାଲିଥିବା ସେ କହିଛନ୍ତି। ମନ୍ତ୍ରୀ…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର…

ରାଜଧାନୀରେ ହାଇଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୧୧।୮: ସ୍ବାଧୀନତା ଦିବସ ପୂର୍ବରୁ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ସାରା ରାଜଧାନୀରେ ହାଇଆଲର୍ଟ ଜାରି କରିଛି। ସ୍ପେଶାଲ ସେଲ, କ୍ରାଇମ ବ୍ରାଞ୍ଚ, ରେଳବାଇ…

ବିଦ୍ୟୁତ ଆଘାତ, ଯୌନ ନିର୍ଯାତନା… ରୁଷିଆ ଜେଲରେ ୟୁକ୍ରେନୀୟ କଏଦୀମାନଙ୍କୁ କିପରି ନିର୍ଯାତନା ଦିଆଯାଏ? ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୧୧।୮: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦୀର୍ଘ ସମୟ ଧରି ଚାଲିଛି। ଦୁଇ ରାଷ୍ଟ୍ର ମଧ୍ୟରେ ଶାନ୍ତି ସ୍ଥାପନ ପାଇଁ ଅନେକ ପ୍ରୟାସ ବିଫଳ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri