Posted inଜାତୀୟ

ବର୍ଷେ ବଢ଼ିଲା ନଡ୍ଡାଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ,୧୭।୧: ଭାଜପା ଅଧ୍ୟକ୍ଷ ଭାବେ ଜେ.ପି ନଡ୍ଡାଙ୍କ କାର୍ଯ୍ୟକାଳ ଜୁନ ୨୦୨୪ ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ଭାଜପା କାର୍ଯ୍ୟକାରିଣୀ ବୈଠକରେ ଏହି ନିଷ୍ପତ୍ତି ଉପରେ ମୋହର ଲଗାଯାଇଛି। ମଙ୍ଗଳବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ଖବରଦାତା ସମ୍ମିଳନୀ କରି ଏନେଇ ଘୋଷଣା କରିଛନ୍ତି। ଜଗତ ପ୍ରକାଶ ନଡ୍ଡା ୨୦୨୪ ଜୁନ ପର୍ଯ୍ୟନ୍ତ ଭାଜପା ଅଧ୍ୟକ୍ଷ ଭାବେ କାର୍ଯ୍ୟରତ ରହିବେ ବୋଲି ଶାହା କହିଛନ୍ତି। ଏଥିସହ ସେ କହିଛନ୍ତି, କାର୍ଯ୍ୟକାରିଣୀ ବୈଠକରେ ନଡ୍ଡାଙ୍କ ପାଇଁ ପ୍ରସ୍ତାବ ରଖାଯାଇଥିଲା। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏହି ପ୍ରସ୍ତାବ ଆଗତ କରିଥିବା ବେଳେ ଭାଜପାର ସମସ୍ତ ସଦସ୍ୟ ଏହାକୁ ସମ୍ମତି ଜଣାଇବା ସହ ସ୍ବୀକାର କରିଥିଲେ। ସୂଚନାଯୋଗ୍ୟ, ୨୦୧୯ ଜୁନରେ ନଡ୍ଡା ଦଳର ଦାୟିତ୍ୱ ସମ୍ଭାଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…

ଶିକ୍ଷା କ୍ଷେତ୍ରରେ ବଡ଼ ପରିବର୍ତ୍ତନ: NCERTକୁ ଖୁବଶୀଘ୍ର ମିଳିପାରେ ‘ଡିମ୍ଡ ୟୁନିଭରସିଟି’ ମାନ୍ୟତା

ନୂଆଦିଲ୍ଲୀ,୩।୪: ଦେଶର ସ୍କୁଲ ଶିକ୍ଷା ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ନିକଟ ଭବିଷ୍ୟତରେ ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

IRGCର ହିଟ ଲିଷ୍ଟରେ ୮ଟି ପ୍ରମୁଖ ଉପସାଗରୀୟ ସେତୁ; B1 ସେତୁ ଉପରେ ଆମେରିକା-ଇସ୍ରାଏଲ କାର୍ଯ୍ୟାନୁଷ୍ଠାନ ଯୋଗୁ ଇରାନ କ୍ରୋଧିତ

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ଇରାନର ସବୁଠାରୁ ଉଚ୍ଚ ସେତୁ – B1 -କୁ ଟାର୍ଗେଟ କରିଥିଲେ, ଯାହା ଏହି ଅଞ୍ଚଳରେ…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri